• Latest
  • Trending
ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

Dec-15-2025 07:08 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ହାଇକୋର୍ଟଙ୍କ ନୋଟିସ

ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ହାଇକୋର୍ଟଙ୍କ ନୋଟିସ

Dec-22-2025 06:02 PM IST
ହଷ୍ଟେଲ୍ ରୁମ୍‌ରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ

ହଷ୍ଟେଲ୍ ରୁମ୍‌ରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ

Dec-22-2025 04:01 PM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

by M M
Dec-15-2025 07:08 AM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !
494
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ଓଡ଼ିଶାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବର୍ଦ୍ଧିତ ଦରମା ନ ନେବା ପ୍ରସଙ୍ଗକୁ ନେଇ ରାଜନୀତି ଜୋର ଧରିଛି । ବିଜେପି ଏବଂ କଂଗ୍ରେସ ଏହାକୁ ନେଇ କଟାକ୍ଷ କରିଛନ୍ତି । ଯାହା ରାଜ୍ୟ ରାଜନୀତିରେ ତୀବ୍ର ହଟଚମଟ ସୃଷ୍ଟି କରିଛି। ଏହି ପ୍ରସଙ୍ଗରେ ଉଭୟ ବିଜେପି  ଏବଂ କଂଗ୍ରେସ  ନବୀନ ପଟ୍ଟନାୟକ ଏବଂ ବିଜେଡି ର  ଦୋମୁଁହା ନୀତି ଅବଲମ୍ବନ କରିଥିବା ଅଭିଯୋଗ କରି କଡ଼ା ସମାଲୋଚନା କରିଛନ୍ତି। ଏହି କଥାକୁ ନେଇ ଉପମୁଖ୍ୟ ମନ୍ତ୍ରୀ କେଭି ସିଂହଦେଓ ବିରୋଧୀ ଦଳ ନେତା ନବୀନଙ୍କୁ କଟାକ୍ଷ କରି କହିଛନ୍ତି ଯେ ନବୀନଙ୍କ ବର୍ଦ୍ଧିତ ଦରମା ନ ନେବା ନିଷ୍ପତ୍ତି କିଛି ନୁହେଁ, ବରଂ ଏହା ଏକ ରାଜନୈତିକ ଗୋଟି ଚାଳନା। ସେ ପ୍ରଶ୍ନ କରିଛନ୍ତି ଯେ ବିଧାନସଭାରେ ବିଲ୍ ପାରିତ ହେବା ସମୟରେ ନବୀନଙ୍କ ପାଖରେ ନିଜର ମତ ରଖିବାର ସୁଯୋଗ ଥିଲା। ତେବେ ସେ କାହିଁକି ଗୃହକୁ ଆସିଲେ ନାହିଁ କିମ୍ବା ନିଜର ମତ ରଖିଲେ ନାହିଁ?

ସେହିପରି, ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଏହି ପ୍ରସଙ୍ଗକୁ ଏକ ‘ଡ୍ରାମା’ ବୋଲି ଅଭିହିତ କରିଛନ୍ତି। ମିଶ୍ରଙ୍କ ମତରେ, “ନବୀନ ବାବୁ ବହୁତ ଧନୀ ଲୋକ। ତାଙ୍କର ଦରମାର ଆବଶ୍ୟକତା ନାହିଁ। ଏସବୁ ଡ୍ରାମା।” ସେ ଆହୁରି ମଧ୍ୟ କହିଛନ୍ତି ଯେ ଯଦି ବିରୋଧୀ ଦଳ ଗୃହରେ ଏହି ଦରମା ବୃଦ୍ଧିକୁ ବିରୋଧ କରିଥାନ୍ତେ, ତେବେ ସରକାରୀ ଦଳ ଏହାକୁ ପ୍ରତ୍ୟାହାର କରିଥାନ୍ତେ। କିନ୍ତୁ ବିଧାନସଭାରେ ବିରୋଧ ନକରି ବର୍ତ୍ତମାନ ଏଭଳି ବୟାନ ଦେବାକୁ କେହି ଗ୍ରହଣ କରିବେ ନାହିଁ।

କଂଗ୍ରେସ ନେତା ପବିତ୍ର ସାଉଁନ୍ତା ନବୀନ ପଟ୍ଟନାୟକଙ୍କ ଏହି ନିଷ୍ପତ୍ତିକୁ ବିଜେଡିର ଦୋମୁଁହା ନୀତି ବୋଲି କହି ତୀବ୍ର ସମାଲୋଚନା କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ, “ଯଦି ବିରୋଧୀ ଦଳ ନେତାଙ୍କ ଦରମା ନେବାର ନ ଥିଲା, ତେବେ ବିଧାନସଭାରେ ବିଜେଡି ଏହି ବିଲକୁ କାହିଁକି ସମର୍ଥନ କଲା?” ସାଉଁନ୍ତା ଦର୍ଶାଇଛନ୍ତି ଯେ ବିଲ୍ ପାରିତ ହେବା ସମୟରେ ବିଜେଡିର ସବୁ ସଦସ୍ୟ ଏବଂ ବିରୋଧୀ ଦଳ ମୁଖ୍ୟ ସଚେତକ ମଧ୍ୟ ଉପସ୍ଥିତ ରହି ଦରମା ବୃଦ୍ଧି ବିଲକୁ ସମର୍ଥନ କରିଥିଲେ।

କଂଗ୍ରେସ ବିଧାୟକ ପବିତ୍ର ସାଉଁନ୍ତା ଆହୁରି ମଧ୍ୟ କହିଛନ୍ତି ଯେ ନବୀନ ପଟ୍ଟନାୟକଙ୍କ ପାଖରେ ଅଧିକ ସମ୍ପତ୍ତି ଅଛି ଏବଂ ସେ ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ପିତା ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ, ତେଣୁ ସେ ଦରମା ନ ନେବା ସ୍ୱାଭାବିକ। କିନ୍ତୁ ପୂର୍ବତନ ବିଧାୟକମାନେ ଯେଉଁ ସମସ୍ୟାରେ ବଞ୍ଚୁଥିଲେ, ସେମାନଙ୍କ ପାଇଁ ଏହି ବର୍ଦ୍ଧିତ ଦରମା ଏକ ବରଦାନ ସଦୃଶ।

ସାଉଁନ୍ତାଙ୍କ ମତରେ, ନବୀନ ବାବୁ ଦୋମୁଁହା ନୀତି ନକରି ସରକାରଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କଲେ ଭଲ ହେବ। ସେ ବିଜେଡି ଭିତରେ ଦ୍ବନ୍ଦ୍ବ ଥିବା କଥା ମଧ୍ୟ ଉଠାଇଛନ୍ତି, କାରଣ ଗୋଟିଏ ପଟେ ନବୀନ ବର୍ଦ୍ଧିତ ଦରମା ନେବେ ନାହିଁ କହୁଥିବା ବେଳେ, ତାଙ୍କ ଦଳ ବିଲକୁ ସମର୍ଥନ ଦେଇଛି ଏବଂ ତାଙ୍କ ଦଳର ନେତାମାନେ ଦରମା ବଢ଼ିବା ଠିକ୍ ହୋଇଛି ବୋଲି କହୁଛନ୍ତି।

Share198Tweet124
M M

M M

ଆଜିର ପାଗ

Bhubaneswar
December 25, 2025, 1:44 AM
 

NE
Fog
17°C
0.9 m/s
Apparent: 19°C
Pressure: 1014 mb
Humidity: 98%
Winds: 0.9 m/s NE
Windgusts: 7.2 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

December 24, 2025
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom