• Latest
  • Trending
ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

Oct-27-2025 07:44 PM IST
ରାପିଡୋ ଡ୍ରାଇଭର କଲେ ଏପରି କାମ, ପ୍ରଶଂସା କରୁଛନ୍ତି ସମସ୍ତେ

ରାପିଡୋ ଡ୍ରାଇଭର କଲେ ଏପରି କାମ, ପ୍ରଶଂସା କରୁଛନ୍ତି ସମସ୍ତେ

Oct-27-2025 07:03 PM IST
ନୂଆପଡ଼ାରେ ପ୍ରଭାତୀଙ୍କୁ କଡ଼ା ଜବାବ୍ ଦେଲେ ବର୍ଷା ସିଂ ବରିହା

ନୂଆପଡ଼ାରେ ପ୍ରଭାତୀଙ୍କୁ କଡ଼ା ଜବାବ୍ ଦେଲେ ବର୍ଷା ସିଂ ବରିହା

Oct-27-2025 06:41 PM IST
ଭାରତର ଅଂଶକୁ ବାଂଲାଦେଶର ଦେଖାଇଲେ ୟୁନୁସ

ଭାରତର ଅଂଶକୁ ବାଂଲାଦେଶର ଦେଖାଇଲେ ୟୁନୁସ

Oct-27-2025 05:49 PM IST
ହାତୀ ଦେବୀ, ଘୋଡ଼ା ଦେବୀ : ବିହାର ନିର୍ବାଚନ ପାଇଁ ତେଜସ୍ୱୀଙ୍କ ଲୋଭନୀୟ ପ୍ରତିଶ୍ରୁତି

ହାତୀ ଦେବୀ, ଘୋଡ଼ା ଦେବୀ : ବିହାର ନିର୍ବାଚନ ପାଇଁ ତେଜସ୍ୱୀଙ୍କ ଲୋଭନୀୟ ପ୍ରତିଶ୍ରୁତି

Oct-27-2025 05:17 PM IST
ଆଇସିୟୁରେ ଶ୍ରେୟସ, ଚାଲିଛି ଚିକିତ୍ସା

ଆଇସିୟୁରେ ଶ୍ରେୟସ, ଚାଲିଛି ଚିକିତ୍ସା

Oct-27-2025 01:23 PM IST
ସଲମାନ ଖାନଙ୍କୁ କାହିଁକି ଆତଙ୍କବାଦୀ ଲିଷ୍ଟରେ ରଖିଲା ପାକିସ୍ତାନ ?

ସଲମାନ ଖାନଙ୍କୁ କାହିଁକି ଆତଙ୍କବାଦୀ ଲିଷ୍ଟରେ ରଖିଲା ପାକିସ୍ତାନ ?

Oct-27-2025 12:43 PM IST
ସାରା ଦେଶରେ SIR ଲାଗୁ ହେବ

ସାରା ଦେଶରେ SIR ଲାଗୁ ହେବ

Oct-27-2025 10:39 AM IST
ନୂଆପଡ଼ାରେ ଘାସିରାମ ଯୋଗ୍ୟ ପ୍ରାର୍ଥୀ, କଂଗ୍ରେସ ଜିତିବ: ନିରଞ୍ଜନ

ନୂଆପଡ଼ାରେ ଘାସିରାମ ଯୋଗ୍ୟ ପ୍ରାର୍ଥୀ, କଂଗ୍ରେସ ଜିତିବ: ନିରଞ୍ଜନ

Oct-27-2025 10:19 AM IST
ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ

ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ

Oct-27-2025 09:55 AM IST
ପ୍ରବଳ ବର୍ଷିବ, ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଆସୁଛି ବାତ୍ୟା

ପ୍ରବଳ ବର୍ଷିବ, ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଆସୁଛି ବାତ୍ୟା

Oct-26-2025 07:38 PM IST
  • About
  • Careers
  • Contact Us
Monday, October 27, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

by M M
Oct-27-2025 07:44 PM IST
in ରାଜନୀତି, ରାଜ୍ୟ
0
ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ
491
SHARES
1.4k
VIEWS
Share on FacebookShare on Twitter

ନୂଆଁପଡ଼ା  – ନୁଆଁପଡା ବିଧାନସଭା ଉପ ନିର୍ବାଚନରେ ରାଜନୈତିକ ଚଳ ଚଞ୍ଚଳତା ଦିନକୁ ଦିନ ବଢ଼ିବାରେ ଲାଗିଛି । ନେତାଙ୍କ ସମେତ କାର୍ଯ୍ୟକର୍ତ୍ତା ଙ୍କ ମଧ୍ୟରେ ସକ୍ରିୟତା ବୃଦ୍ଧି ପାଇବାରେ ଲାଗିଛି । ଆଜି ଏହି ମର୍ମ ରେ ଖରିଆର୍ ରୋଡ଼ ସ୍ଥିତ ଅଗ୍ରସେନ ଭବନ ଠାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଖାରିଆର ବିଜ୍ଞାପିତ ପରିଷଦ ଅଞ୍ଚଳ ର ୪,୫,୬,୭ ନମ୍ବର ୱାର୍ଡ ର ବିଜେପି କାର୍ଯ୍ୟକର୍ତ୍ତା ଓ ପଦାଧିକାରୀ ମାନେ ଉପସ୍ଥିତ ଥିଲେ ।
ନିର୍ବାଚନ ପ୍ରଚାରରେ କେନ୍ଦ୍ରର ମୋଦୀ ସରକାର୍ ଓ ରାଜ୍ୟର ମୋହନ୍ ମାଝୀ ସରକାରଙ୍କର ସମସ୍ତ ଜନକଲ୍ୟାଣକରୀ ଯୋଜନା କିଭଳି ତୃଣମୂଳ ସ୍ତରରେ ସଧାରଣ ଲୋକଙ୍କ ପାଖକୁ ପହଞ୍ଚିବ ସେ ନେଇ ବୈଠକ ରେ ଉପସ୍ଥିତ ନେତୃବୃନ୍ଦ କାର୍ଯ୍ୟକର୍ତ୍ତା ଙ୍କୁ ବୁଝାଇଥିଲେ । ନିର୍ବାଚନ ଦିନ କେମିତି ସମସ୍ତ ଭୋଟର୍ ବୁଥ କୁ ଯାଇ ନିଜର ଭୋଟ ଅଧିକର ର ସତ୍ ଉପଯୋଗ କରିବେ ଓ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ସପକ୍ଷ ରେ ଭୋଟ କରିବେ ସେ ନେଇ ଳୋକଙ୍କୁ ସଚେତନ କରାଇବା ପାଇଁ ମଧ୍ୟ ସଜାଗ କରେଇଥିଲେ ।
ଆଜିର ବୈଠକ ରେ ସୁକାନ୍ତ ପାଣିଗ୍ରାହୀ, ଗୋବିନ୍ଦ ଜେନ୍, ଡ. ସୋନିଆ ଜେନ, ଗୋଲ୍ଡି ଅଗ୍ରୱାଲ, ସନ୍ଦୀପ ଶର୍ମା, ପଙ୍କଜ ମାରୋଡିଆ, ସଲମାନ୍ ସୁମ୍ରା, ସଞ୍ଜୟ ସୋନି, ଡାଭିଁନ ଠାକୁର୍, ନନ୍ଦ କୁମାର୍ କଲର ପ୍ରମୁଖ ଉପସ୍ଥିତ ଥିଲେ ।

ନୂଆପଡ଼ା ବିଧାନସଭା ର ଉପନିର୍ବାଚନ କୁ ରହିଲା ଆଉ ଦୁଇ ସପ୍ତାହ । ତିନି ପ୍ରମୁଖ ଦଳ ର ପ୍ରାର୍ଥୀ ବର୍ତ୍ତମାନ ପ୍ରଚାର ମଇଦାନ ରେ । ପ୍ରାର୍ଥୀ ଙ୍କ ସପକ୍ଷ ରେ ତାଙ୍କ ଦଳ ର ବିଭିନ୍ନ ସ୍ତରର ନେତୃମଣ୍ଡଳୀ ମଧ୍ଯ ନିର୍ବାଚନୀ ପ୍ରଚାର ରେ ଅଣ୍ଟା ଭିଡ଼ିଲେନି ।
ବିଜେପି ର ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ସମର୍ଥନ ରେ ରାଜ୍ୟ ସଭାପତି ଠୁ ଆରମ୍ଭ କରି ମନ୍ତ୍ରୀ, ସାଂସଦ, ବିଧାୟକ ନୂଆପଡ଼ା ରେ ଡେରା ପକାଇଛନ୍ତି । ସକାଳୁ ରାତି ଯାଏଁ ଚାଲିଛି ପ୍ରଚାର । ବିଭିନ୍ନ ଢଙ୍ଗ ରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ ଓ ତାଙ୍କ ସମର୍ଥକ ।
ଏହି ମର୍ମ ରେ ଆଜି ନୂଆପଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳ ର ୩ ଓ ୪ ନମ୍ବର ୱାର୍ଡ ରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର୍ ଟୁଡୁ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଟିଟିଲାଗଡ ବିଧାୟକ ନବୀନ ଜେନ, ଭଟଲି ବିଧାୟକ ଇରାଶିଷ୍ ଆଚାର୍ଯ୍ୟ ପ୍ରମୁଖ ପଦଯାତ୍ରା କରି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ସପକ୍ଷ ରେ ଭୋଟ ଭିକ୍ଷା କରିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 27, 2025, 10:20 PM
 

ENE
Overcast
26°C
1.8 m/s
Apparent: 32°C
Pressure: 1011 mb
Humidity: 93%
Winds: 1.8 m/s ENE
Windgusts: 10.9 m/s
UV-Index: 0
Precip.: 0mm /55% / Rain
Sunrise: 5:46 AM
Sunset: 5:14 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

October 27, 2025
ରାପିଡୋ ଡ୍ରାଇଭର କଲେ ଏପରି କାମ, ପ୍ରଶଂସା କରୁଛନ୍ତି ସମସ୍ତେ

ରାପିଡୋ ଡ୍ରାଇଭର କଲେ ଏପରି କାମ, ପ୍ରଶଂସା କରୁଛନ୍ତି ସମସ୍ତେ

October 27, 2025
ନୂଆପଡ଼ାରେ ପ୍ରଭାତୀଙ୍କୁ କଡ଼ା ଜବାବ୍ ଦେଲେ ବର୍ଷା ସିଂ ବରିହା

ନୂଆପଡ଼ାରେ ପ୍ରଭାତୀଙ୍କୁ କଡ଼ା ଜବାବ୍ ଦେଲେ ବର୍ଷା ସିଂ ବରିହା

October 27, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom