• Latest
  • Trending
ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

Oct-27-2025 07:44 PM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

by M M
Oct-27-2025 07:44 PM IST
in ରାଜନୀତି, ରାଜ୍ୟ
0
ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ
491
SHARES
1.4k
VIEWS
Share on FacebookShare on Twitter

ନୂଆଁପଡ଼ା  – ନୁଆଁପଡା ବିଧାନସଭା ଉପ ନିର୍ବାଚନରେ ରାଜନୈତିକ ଚଳ ଚଞ୍ଚଳତା ଦିନକୁ ଦିନ ବଢ଼ିବାରେ ଲାଗିଛି । ନେତାଙ୍କ ସମେତ କାର୍ଯ୍ୟକର୍ତ୍ତା ଙ୍କ ମଧ୍ୟରେ ସକ୍ରିୟତା ବୃଦ୍ଧି ପାଇବାରେ ଲାଗିଛି । ଆଜି ଏହି ମର୍ମ ରେ ଖରିଆର୍ ରୋଡ଼ ସ୍ଥିତ ଅଗ୍ରସେନ ଭବନ ଠାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଖାରିଆର ବିଜ୍ଞାପିତ ପରିଷଦ ଅଞ୍ଚଳ ର ୪,୫,୬,୭ ନମ୍ବର ୱାର୍ଡ ର ବିଜେପି କାର୍ଯ୍ୟକର୍ତ୍ତା ଓ ପଦାଧିକାରୀ ମାନେ ଉପସ୍ଥିତ ଥିଲେ ।
ନିର୍ବାଚନ ପ୍ରଚାରରେ କେନ୍ଦ୍ରର ମୋଦୀ ସରକାର୍ ଓ ରାଜ୍ୟର ମୋହନ୍ ମାଝୀ ସରକାରଙ୍କର ସମସ୍ତ ଜନକଲ୍ୟାଣକରୀ ଯୋଜନା କିଭଳି ତୃଣମୂଳ ସ୍ତରରେ ସଧାରଣ ଲୋକଙ୍କ ପାଖକୁ ପହଞ୍ଚିବ ସେ ନେଇ ବୈଠକ ରେ ଉପସ୍ଥିତ ନେତୃବୃନ୍ଦ କାର୍ଯ୍ୟକର୍ତ୍ତା ଙ୍କୁ ବୁଝାଇଥିଲେ । ନିର୍ବାଚନ ଦିନ କେମିତି ସମସ୍ତ ଭୋଟର୍ ବୁଥ କୁ ଯାଇ ନିଜର ଭୋଟ ଅଧିକର ର ସତ୍ ଉପଯୋଗ କରିବେ ଓ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ସପକ୍ଷ ରେ ଭୋଟ କରିବେ ସେ ନେଇ ଳୋକଙ୍କୁ ସଚେତନ କରାଇବା ପାଇଁ ମଧ୍ୟ ସଜାଗ କରେଇଥିଲେ ।
ଆଜିର ବୈଠକ ରେ ସୁକାନ୍ତ ପାଣିଗ୍ରାହୀ, ଗୋବିନ୍ଦ ଜେନ୍, ଡ. ସୋନିଆ ଜେନ, ଗୋଲ୍ଡି ଅଗ୍ରୱାଲ, ସନ୍ଦୀପ ଶର୍ମା, ପଙ୍କଜ ମାରୋଡିଆ, ସଲମାନ୍ ସୁମ୍ରା, ସଞ୍ଜୟ ସୋନି, ଡାଭିଁନ ଠାକୁର୍, ନନ୍ଦ କୁମାର୍ କଲର ପ୍ରମୁଖ ଉପସ୍ଥିତ ଥିଲେ ।

ନୂଆପଡ଼ା ବିଧାନସଭା ର ଉପନିର୍ବାଚନ କୁ ରହିଲା ଆଉ ଦୁଇ ସପ୍ତାହ । ତିନି ପ୍ରମୁଖ ଦଳ ର ପ୍ରାର୍ଥୀ ବର୍ତ୍ତମାନ ପ୍ରଚାର ମଇଦାନ ରେ । ପ୍ରାର୍ଥୀ ଙ୍କ ସପକ୍ଷ ରେ ତାଙ୍କ ଦଳ ର ବିଭିନ୍ନ ସ୍ତରର ନେତୃମଣ୍ଡଳୀ ମଧ୍ଯ ନିର୍ବାଚନୀ ପ୍ରଚାର ରେ ଅଣ୍ଟା ଭିଡ଼ିଲେନି ।
ବିଜେପି ର ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ସମର୍ଥନ ରେ ରାଜ୍ୟ ସଭାପତି ଠୁ ଆରମ୍ଭ କରି ମନ୍ତ୍ରୀ, ସାଂସଦ, ବିଧାୟକ ନୂଆପଡ଼ା ରେ ଡେରା ପକାଇଛନ୍ତି । ସକାଳୁ ରାତି ଯାଏଁ ଚାଲିଛି ପ୍ରଚାର । ବିଭିନ୍ନ ଢଙ୍ଗ ରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ ଓ ତାଙ୍କ ସମର୍ଥକ ।
ଏହି ମର୍ମ ରେ ଆଜି ନୂଆପଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳ ର ୩ ଓ ୪ ନମ୍ବର ୱାର୍ଡ ରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର୍ ଟୁଡୁ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଟିଟିଲାଗଡ ବିଧାୟକ ନବୀନ ଜେନ, ଭଟଲି ବିଧାୟକ ଇରାଶିଷ୍ ଆଚାର୍ଯ୍ୟ ପ୍ରମୁଖ ପଦଯାତ୍ରା କରି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ସପକ୍ଷ ରେ ଭୋଟ ଭିକ୍ଷା କରିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:07 AM
 
SSW
Clear sky
31°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SSW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom