• Latest
  • Trending
ନୂଆପଡ଼ାରେ  ପଦ୍ମ ଫୁଟିଲା, ଜୟ ଜିତିଲେ

ନୂଆପଡ଼ାରେ ପଦ୍ମ ଫୁଟିଲା, ଜୟ ଜିତିଲେ

Nov-14-2025 04:35 PM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନୂଆପଡ଼ାରେ ପଦ୍ମ ଫୁଟିଲା, ଜୟ ଜିତିଲେ

by M M
Nov-14-2025 04:35 PM IST
in ବଡ଼ ଖବର
0
ନୂଆପଡ଼ାରେ  ପଦ୍ମ ଫୁଟିଲା, ଜୟ ଜିତିଲେ
491
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା ଉପନିର୍ବାଚନରେ ଭାଜପା ବାଜିମାତ୍‌ କରିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡ଼ା ବିଜୟକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନୂଆପଡ଼ା ବିଜୟ ଓଡ଼ିଶା ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ସରକାରଙ୍କ ନୀତି, ଜନକଲ୍ୟାଣ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କ ଆସ୍ଥାକୁ ପ୍ରମାଣିତ କରୁଛି। ବିରୋଧୀଙ୍କ ଅପପ୍ରଚାର, ମିଥ୍ୟା ପ୍ରତିଶ୍ରୁତିକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି। ବିକାଶକୁ ସମର୍ଥନ କରି ଲୋକେ ଭାଜପାକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି। ଦେଶରେ ମୋଦିଙ୍କ ନେତୃତ୍ୱ ବିକାଶର ଏକମାତ୍ରା ପରିଭାଷା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୋଦିଙ୍କ ମାର୍ଗଦର୍ଶନରେ ରାଜ୍ୟର ବିକାଶ ପାଇଁ ଭାଜପା ଦିନରାତି କାମ କରିଚାଲିଛି। ନୂଆପଡ଼ାବାସୀଙ୍କ ସମର୍ଥନ ଦଳକୁ ନୂଆ ପ୍ରେରଣା ଏବଂ ଶକ୍ତି ଦେଇଛି। ନୂଆପଡ଼ାର ବିକାଶ ପାଇଁ ଦଳ ସଂପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖମନ୍ତ୍ରୀ ସୋସିଆଲ ମିଡିଆରେ ପୋଷ୍ଟ କରି ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ ନୂଆପଡ଼ା ଉପନିର୍ବାଚନ ଭୋଟ ଗଣତି ଶୁକ୍ରବାର ଶେଷ ହୋଇ ଫଳଫଳ ପ୍ରକାଶ ପାଇଛି। ଅନ୍ତିମ ତଥା ୨୯ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୧୨୩୮୬୯ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୪୦ ହଜାର ୧୨୧ଖଣ୍ଡ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୩୮ ହଜାର ୪୦୮ ଖଣ୍ଡ ଭୋଟ ମିଳିଛି।

ଓଡ଼ିଶା ବିଧାନସଭା ନିର୍ବାଚନ-୨୦୧୪ରେ ନୂଆପଡ଼ା ଆସନରେ ଭାରତୀୟ ଜନତା ପାର୍ଟି ପ୍ରଥମ ଥର ପଦ୍ମ ଫୁଟାଇଥିଲା।‌ ସେହି ସମୟରେ ବିଜେପିର ପ୍ରାର୍ଥୀ ବସନ୍ତ ପଣ୍ଡା ବିଜେପିରୁ ପ୍ରାର୍ଥୀ ହୋଇଥିଲେ। ତାଙ୍କୁ ୫୫,୨୫୨ ଖଣ୍ଡ ଭୋଟ୍‌ ମିଳିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କୁ ୪୬,୨୦୭ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ବସନ୍ତ ପଣ୍ଡା ୯,୬୧୦ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିଲେ। କିନ୍ତୁ ୨୦୧୯ ନିର୍ବାଚନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଏହି ଆସନରେ କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୨୦,୩୩୦ ଖଣ୍ଡ ଭୋଟ୍‌ ବ୍ୟବଧାନରେ ପରାସ୍ତ କରିଥିଲେ। ସେହି ସମୟରେ ରାଜେନ୍ଦ୍ର ଢୋଲକିଆଙ୍କୁ ୬୫,୬୪୭ ଖଣ୍ଡ ଭୋଟ୍‌ ମିଳିଥିଲା। ୨୦୨୪ ନିର୍ବାଚନରେ ବିଜେଡି ସରକାରର ବିପର୍ଯ୍ୟୟ ଘଟିଥିଲା। କିନ୍ତୁ ରାଜେନ୍ଦ୍ର ଢୋଲକିଆ ପୁଣି ଥରେ ନୂଆପଡ଼ାରେ ବିଜୟୀ ହୋଇଥିଲେ। ସେ ୬୧,୮୨୨ ଖଣ୍ଡ ଭୋଟ୍‌ ପାଇ କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୧୦,୮୮୧ ଖଣ୍ଡ ଭୋଟ୍‌ ବ୍ୟବଧାନରେ ପରାସ୍ତ କରିଥିଲେ। ଗତ ନିର୍ବାଚନରେ ବିଜେପି ଏଠାରେ ତୃତୀୟ ସ୍ଥାନରେ ଥିଲା।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:09 AM
 

SSW
Clear sky
31°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SSW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom