• Latest
  • Trending
ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଭରିଲେ ମମତା ମହାନ୍ତ, ପ୍ରଥମ ପ୍ରସ୍ତାବକ ରହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଭରିଲେ ମମତା ମହାନ୍ତ, ପ୍ରଥମ ପ୍ରସ୍ତାବକ ରହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Aug-21-2024 02:16 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଭରିଲେ ମମତା ମହାନ୍ତ, ପ୍ରଥମ ପ୍ରସ୍ତାବକ ରହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by M M
Aug-21-2024 02:16 PM IST
in ବଡ଼ ଖବର, ରାଜ୍ୟ
0
ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଭରିଲେ ମମତା ମହାନ୍ତ, ପ୍ରଥମ ପ୍ରସ୍ତାବକ ରହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
491
SHARES
1.4k
VIEWS
Share on FacebookShare on Twitter

ଶେଷରେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ମମତାଙ୍କୁ ସମ୍ମାନ ଦେଇଛି ବିଜେପି  ।  ରାଜ୍ୟସଭା ପ୍ରାର୍ଥୀ କାହାକୁ ବିଜେପି କରିବ ତାକୁ ନେଇ ଗତ କିଛି ଦିନ ଧରି ଭିନ୍ନ ଭିନ୍ନ ନାମ ଚର୍ଚା ହେଉଥିଲା । ତେବେ  ମମତା ମହାନ୍ତଙ୍କୁ ରାଜ୍ୟସଭା ପଠାଇ ବିଜେପି ଗୋଟିଏ ଗୁଳିରେ ଦୁଇଟି ଶିକାର କରିଛି । ତାହା ହେଲା ଯେଉଁମାନେ ବିଜେଡି ଛାଡି ଆସିବେ ତାଙ୍କୁ ବିଜେପି ଅବହେଳା କରିବ ନାହିଁ । ସେମାନେ ମୁକ୍ତ ଭାବେ କାର୍ଯ୍ୟ କରିବେ । ବିଜେପିର ଶକ୍ତି ବୃଦ୍ଧି ହେବା ସହ ବିଜେଡିର ଶକ୍ତି କ୍ଷେୟ ହେବ । ବର୍ତ୍ତମାନ ବିଜେଡିରେ ନେତାମାନେ ସ୍ବାଧୀନ ଭାବେ କାର୍ଯ୍ୟ କରିପାରୁନଥିବା ଅଭିଯୋଗ କରିଆସୁଥିଲେ ।  ଆଜି ବିଧିବଦ୍ଧ ଭାବେ ନାମାଙ୍କନ ମମତା ଭରିଥିବାରୁ ସେ ରାଜ୍ୟ ସଭାକୁ ଯିବା ସ୍ପଷ୍ଟ ହୋଇଛି।

ସେପଟେ ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ ମମତା ମହାନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ।

Tags: newsnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 9:09 PM
 
SSE
Clear sky
21°C
1.3 m/s
Apparent: 23°C
Pressure: 1018 mb
Humidity: 88%
Winds: 1.3 m/s SSE
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom