• Latest
  • Trending
ବିଜେଡି ଗାଡିର ଡ୍ରାଇଭର ସାଜିଛି କଂଗ୍ରେସ : ମନୋଜ ମହାପାତ୍ର

ବିଜେଡି ଗାଡିର ଡ୍ରାଇଭର ସାଜିଛି କଂଗ୍ରେସ : ମନୋଜ ମହାପାତ୍ର

Aug-27-2024 03:46 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Monday, November 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେଡି ଗାଡିର ଡ୍ରାଇଭର ସାଜିଛି କଂଗ୍ରେସ : ମନୋଜ ମହାପାତ୍ର

by M M
Aug-27-2024 03:46 PM IST
in ବଡ଼ ଖବର, ରାଜ୍ୟ
0
ବିଜେଡି ଗାଡିର ଡ୍ରାଇଭର ସାଜିଛି କଂଗ୍ରେସ : ମନୋଜ ମହାପାତ୍ର
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର :ଏବେ “ବିଜେଡି ଗାଡିର ଡ୍ରାଇଭର ସାଜିଛି କଂଗ୍ରେସ”  । ଏଭଳି ଅଭିଯୋଗ ଆଣିଛି ବିଜେପି  । ଦେଶରେ ଓଡିଶା ଆଜିବି ଗରିବ ରାଜ୍ୟ ହୋଇ ରହିଛି । ସର୍ବଭାରତୀୟ ସ୍ତରରେ ଓଡିଶାର ଚାଷୀ “ଆୟ କରେ କମ୍ ଓ ବ୍ୟୟ କରେ କମ୍‌” । ବିଧାନସଭା ଓଡିଶାବାସୀଙ୍କ ସ୍ୱାର୍ଥ ପାଇଁ ଚାଲିଥାଏ । କିନ୍ତୁ ଆମେ ଯାହା ଗଣମାଧ୍ୟମରୁ ଦେଖିଲୁ ତାହା ଆମକୁ ମର୍ମାହତ କରୁଛି । ଗଣମାଧ୍ୟମରେ ଚର୍ଚ୍ଚା ଓ ଶିରୋନାମାରେ ରହିବା ପାଇଁ ଓଡ଼ିଶା ବିଧାନସଭାରେ ବିଜେଡି ଓ କଂଗ୍ରେସ ଉଭୟ “ଦୌରାତ୍ମ” ଦେଖାଉଛନ୍ତି । ବିଧାନସଭାରେ କୌଣସି ପ୍ରସଙ୍ଗ ଉପରେ ଆଲୋଚନା ନହେଉ, ସେ ନେଇ ବିଜେଡି ଓ କଂଗ୍ରେସ ଅପଚେଷ୍ଟା କରୁଛି । । ଯେତେବେଳେ ଜନଗଣନା ହେବ ସେତେବେଳେ ଜାତି ଜନଗଣନା ପ୍ରସଙ୍ଗ ଉଠାଇବା ଯଥାର୍ଥ ହୋଇପାରେ । ଗତ ପଂଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗଙ୍କୁ ସଂରକ୍ଷଣରୁ ବାଦ୍ ଦେଇଥିବା ତତ୍‌କାଳୀନ ବିଜେଡି ସରକାର ସର୍ଭେ ନାଁରେ ଯେଉଁ ପ୍ରହସନ ଚଳାଇଲେ ତାହା ଓଡ଼ିଶାବାସୀଙ୍କ ସାମ୍ନାରେ ସାର୍ବଜନୀନ ହେଲା ନାହିଁ କାହିଁକି? କିନ୍ତୁ ଏବେ ଅଯଥାରେ ଜାତି ଜନଗଣନା ପ୍ରସଙ୍ଗରେ ବିଧାନସଭାକୁ ବନ୍ଦ କରୁଛି କଂଗ୍ରେସ । କଂଗ୍ରେସ ଓ ବିଜୁ ଜନତା ଦଳ ଉଭୟ ଶାସନ କ୍ଷମତାରେ ଥିଲାବେଳେ ଆଦିବାସୀ, ଦଳିତ ଓ ପଛୁଆବର୍ଗଙ୍କୁ ନ୍ୟାୟ ଦେଇନାହାନ୍ତି । ଏବେ ଭାରତୀୟ ଜନତା ପାର୍ଟି ସରକାରରେ ଓଡିଶାରେ ସାମାଜିକ ନ୍ୟାୟ ସ୍ଥାପନା ହୋଇଛି, ଏହାକୁ କଂଗ୍ରେସ ଓ ବିଜେଡି ଉଭୟ ହଜମ କରିପାରୁନାହାନ୍ତି । ଜଣେ ଆଦିବାସୀ ଆଜି ରାଜ୍ୟରେ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ବିଜେଡି ଓ କଂଗ୍ରେସ ଏହାକୁ ସହ୍ୟ କରିପାରୁନାହିଁ । ଓଡ଼ିଶାରେ ଆଦିବାସୀ, ଦଳିତ ୩୮% ଓ ଓବିସି ୫୨% ଅଛନ୍ତି । ଏ ସମସ୍ତଙ୍କୁ ନ୍ୟାୟ ଦେବାରେ ସମର୍ଥ ହୋଇଛି ବିଜେପି ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ମନୋଜ ମହାପାତ୍ର କହିଛନ୍ତି ।
୨୫ବର୍ଷ ବଜେଡି ଶାସନରେ ଓବିସି, ଏସି,ଏସ୍‌ଟିଙ୍କୁ ନ୍ୟାୟ ଦେବାକୁ ସ୍ୱର ଉଠାଇନଥିଲେ । ପ୍ରଧାନମନ୍ତ୍ରୀଙ୍କ ସମେତ ି କେନ୍ଦ୍ରରେ ୨୭ଜଣ ଓବିସିବର୍ଗ ମନ୍ତ୍ରୀ ଅଛନ୍ତି । ବିଜେପି ଓଡ଼ିଶାରେ ଆଦିବାସୀବର୍ଗଙ୍କୁ ପ୍ରତିନିଧିତ୍ୱ କରୁଥିବା ଶ୍ରୀ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିଛି । ରାଜ୍ୟର ୧୬ଜଣିଆ ମନ୍ତ୍ରୀ ପରିଷଦରେ ୪ଜଣ ଆଦିବାସୀ, ୨ଜଣ ଦଳିତ, ୭ଜଣ ଓବିସି ବର୍ଗର ମନ୍ତ୍ରୀ ଅଛନ୍ତି । ସେହିପରି ମୁଖ୍ୟସଚେତକ ଓବିସି ବର୍ଗର ହୋଇଥିବାବେଳେ ଉପମୁଖ୍ୟସଚେତକ ଜଣେ ଦଳିତ ବର୍ଗର ଅଟନ୍ତି । ବିଜେପି ସରକାର ଗଠନରେ ସାମାଜିକ ନ୍ୟାୟ ପ୍ରତିଷ୍ଠା କରିଥିବାବେଳେ ଅତୀତରେ କଂଗ୍ରେସ ଓ ବିଜେଡି ଓବିସି, ଏସି,ଏସ୍‌ଟିଙ୍କୁ ଆଦୌ ପ୍ରାଧାନ୍ୟ ଦେଇନଥିବାର ନଜିର ରହିଛି । “କଂଗ୍ରେସ କାନ୍ଧରେ ବନ୍ଧୁକ ରଖି ଗୁଳି ଫୁଟାଇବାର” ଅପଚେଷ୍ଟା କରୁଥିବା ବିଜେଡି ଆଦିବାସୀମାନଙ୍କ ଜମି ହଡପ କରିବା ପାଇଁ ଜଘନ୍ୟ ଷଡଯନ୍ତ୍ର କରିଥିଲା । ଠିକ୍ ସେହିପରିଭାବେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ବିଭାଗ ପାଇଁ କ୍ୟାବିନେଟ୍ ପାହ୍ୟା ମନ୍ତ୍ରୀଟିଏ ମଧ୍ୟ ଦେଇନଥିଲେ । ସଂରକ୍ଷଣ ପାଇଁ କୁମ୍ଭୀର କାନ୍ଧଣା କାନ୍ଦୁଥିବା ବିଜେଡି ମୁଖିଆ ନବୀନ ପଟ୍ଟନାୟକ ଦଳର ସଭାପତି ଓ ବିରୋଧୀ ଦଳ ନେତା ୨ଟି ପଦକୁ ମାଡି ବସିଛନ୍ତି । ବିଜେଡି ଓ ନବୀନ ବାବୁ ଯଦି ସାମାଜିକ ନ୍ୟାୟରେ ବିଶ୍ୱାସ ରଖୁଥାନ୍ତି ତେବେ ଏ ଦୁଇଟି ପଦରୁ ଗୋଟିଏ ପଦବୀ ଅନୁସୂଚିତ ଜାତି, ଜନଜାତି କିମ୍ବା ପଛୁଆ ବର୍ଗଙ୍କୁ ଦେଇ ଦିଅନ୍ତୁ ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ଏହି ଅବସରରେ ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ ଉପସ୍ଥିତ ଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
November 17, 2025, 12:44 PM
 

NNE
Clear sky
27°C
3 m/s
Apparent: 16°C
Pressure: 1016 mb
Humidity: 80%
Winds: 3 m/s NNE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom