• Latest
  • Trending
କଣ ସବୁ ହେଲା ଶସ୍ତା

କଣ ସବୁ ହେଲା ଶସ୍ତା

Jul-23-2024 02:13 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
ଓଡ଼ିଶାର ବିକାଶ କରିବ ବିଜେପି

ଓଡ଼ିଶାର ବିକାଶ କରିବ ବିଜେପି

Dec-10-2025 10:02 PM IST
ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

Dec-10-2025 11:45 AM IST
ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

Dec-10-2025 11:23 AM IST
  • About
  • Careers
  • Contact Us
Thursday, December 11, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

କଣ ସବୁ ହେଲା ଶସ୍ତା

by M M
Jul-23-2024 02:13 PM IST
in ଦେଶ ବିଦେଶ
0
କଣ ସବୁ ହେଲା ଶସ୍ତା
491
SHARES
1.4k
VIEWS
Share on FacebookShare on Twitter

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ  ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟରେ କଣ ଶସ୍ତା ହେଲା ତାକୁ ନେଇ ଅର୍ଥମନ୍ତ୍ରୀ କହିଛନ୍ତି । ନିର୍ମଳା ସୀତାରମଣ ତାଙ୍କ ବଜେଟ୍ ଅଭିଭାଷଣରେ ଗରିବ, ଯୁବପିଢ଼ି, ମହିଳା, କୃଷକ ଇତ୍ୟାଦିଙ୍କୁ ଗୁରୁତ୍ବ ଦେଇଥିବା ବେଳେ ସୁନା ଦର କମିଛି। ସୁନା ଓ ରୂପା ଉପରେ ସୀମା ଶୁଳ୍କ ୬ ପ୍ରତିଶତକୁ ହ୍ରାସ ପାଇଛି, ଯାହାଦ୍ବାରା ଏହା ଶସ୍ତା ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଭାଷଣରେ ସୁନା ଓ ରୂପା ଉପରେ ସୀମା ଶୁଳ୍କ ୬ପ୍ରତିଶତକୁ ହ୍ରାସ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହା ବ୍ୟତୀତ ସେ ପ୍ଲାଟିନମ ଉପରେ ସୀମା ଶୁଳ୍କ ୬.୪ପ୍ରତିଶତକୁ ହ୍ରାସ କରିବା ବିଷୟରେ ମଧ୍ୟ ସୂଚନା ଦେଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବା ପରେ ସୁନା, ରୂପା ଏବଂ ପ୍ଲାଟିନମର ମୂଲ୍ୟ ହ୍ରାସ ପାଇବ।

ମୋବାଇଲ୍ ଫୋନ୍ ଏବଂ ଚାର୍ଜର୍ ଉପରେ ସୀମା ଶୁଳ୍କ ୧୫ପ୍ରତିଶତ ହ୍ରାସ କରାଯାଇଛି। ଏହି କାରଣରୁ, ବର୍ତ୍ତମାନ ମୋବାଇଲ୍ ଫୋନ୍ ପୂର୍ବ ଅପେକ୍ଷା ଶାସ୍ତା ହେବ। ଏହା ବ୍ୟତୀତ ଯେଉଁସବୁ ଜିନିଷ ଉପରୁ ସୀମା ଶୁଳ୍କ ହ୍ରାସ କରାଯାଇଛି ସେଗୁଡ଼ିକ ହେଲା, ୩ଟି କର୍କଟ ଔଷଧ, ଏକ୍ସରେ ଟ୍ୟୁବ୍,  ଫ୍ଲାଟ ପ୍ୟାନେଲ ଡିଟେକ୍ଟର, ୨୫ଟି କ୍ରିଟିକାଲ ମିନେରାଲ, ସୋଲାର ସେଲ ଓ ପ୍ୟାନେଲ, ସାମୁଦ୍ରିକ ଚିଙ୍ଗୁଡ଼ି ଓ ମାଛ, ଚମଡା ଓ ବୟନ ଶିଳ୍ପ ଉତ୍ପାଦ, ଫେରୋ ନିକେଲ, ବ୍ଲିଷ୍ଟର କପର, ଇଲେକ୍ଟ୍ରୋନିକ ସାମଗ୍ରୀ, ସାର, ଟେଲିକମ ଉପକରଣ, କ୍ରୁଜ୍ ଯାତ୍ରା ଇତ୍ୟାଦି।

Tags: nationalnewsnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
December 11, 2025, 6:37 PM
 

NNE
Clear sky
21°C
0.6 m/s
Apparent: 15°C
Pressure: 1016 mb
Humidity: 86%
Winds: 0.6 m/s NNE
Windgusts: 4.5 m/s
UV-Index: 0
Precip.: 0mm /0% / Rain
Sunrise: 6:11 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

December 11, 2025
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

December 11, 2025
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom