• Latest
  • Trending

ଯୁକ୍ତ ୨ ପରୀକ୍ଷା, ଆସିଲା ବଡ ଘୋଷଣା

Aug-21-2024 03:45 PM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Sunday, May 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ଯୁକ୍ତ ୨ ପରୀକ୍ଷା, ଆସିଲା ବଡ ଘୋଷଣା

by M M
Aug-21-2024 03:45 PM IST
in ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଯୁକ୍ତ ୨ ପରୀକ୍ଷା, ଆସିଲା ବଡ ଘୋଷଣା । ଚଳିତ ଥର ପାଇଁ ଆସନ୍ତା ଫେବ୍ରୁଆରୀ ୧୫ରେ ହେବ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା। ଏହାର ଅବ୍ୟବହିତ ପୂର୍ବରୁ ଜାନୁଆରୀ ୧ରୁ ୧୨ ପର୍ଯ୍ୟନ୍ତ ପ୍ରାକ୍ଟିକାଲ୍‌ ପରୀକ୍ଷା ଅନୁଷ୍ଠିତ ହେବା ପାଇଁ ସ୍ଥିର କରାଯାଇଛି । ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ନିଜ ସୁବିଧା ଅନୁସାରେ ଏହି ତାରିଖ ଭିତରେ ପରୀକ୍ଷା କରିବେ। ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୬ ରୁ ୩୦ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୨୦୨୫ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ କରିବା ପାଇଁ ପୂର୍ବରୁ ସିଏଚ୍‌ଏସ୍‌ଇ ଯୋଜନା କରିଥିଲା। ମାତ୍ର ବର୍ତ୍ତମାନ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଶେଷ ହୋଇ ନ ଥିବାରୁ ଫର୍ମପୂରଣ ପାଇଁ ଓକାକ ମନା କରି ଦେଇଥିବା ଜଣାପଡ଼ିଛି। ଫଳସ୍ୱରୂପ ଯୁକ୍ତ ଦୁଇ ଫର୍ମ ପୂରଣ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ବୋଲି ପରିଷଦ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି।

Tags: Educationnewsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
May 3, 2026, 10:27 PM
 

S
Thunderstorm
26°C
2.8 m/s
Apparent: 32°C
Pressure: 1008 mb
Humidity: 96%
Winds: 2.8 m/s S
Windgusts: 11.5 m/s
UV-Index: 0
Precip.: 2.5mm /69% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom