• Latest
  • Trending
କାନାଡ଼ା- ଭାରତ ସଂପର୍କ ସୁଧୁରୁଛି

କାନାଡ଼ା- ଭାରତ ସଂପର୍କ ସୁଧୁରୁଛି

Oct-14-2025 08:39 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
ପ୍ରଧାନମନ୍ତ୍ରୀଙ୍କ ଗୁରୁ ମନ୍ତ୍ର, ମାର୍କ ଏକ ବେମାର

ପ୍ରଧାନମନ୍ତ୍ରୀଙ୍କ ଗୁରୁ ମନ୍ତ୍ର, ମାର୍କ ଏକ ବେମାର

Feb-06-2026 09:09 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-06-2026 06:15 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-05-2026 06:57 AM IST
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

Feb-05-2026 06:55 AM IST
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

Feb-05-2026 07:39 AM IST
ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

Feb-04-2026 10:25 PM IST
  • About
  • Careers
  • Contact Us
Saturday, February 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

କାନାଡ଼ା- ଭାରତ ସଂପର୍କ ସୁଧୁରୁଛି

by M M
Oct-14-2025 08:39 AM IST
in ଦେଶ ବିଦେଶ
0
କାନାଡ଼ା- ଭାରତ ସଂପର୍କ ସୁଧୁରୁଛି
494
SHARES
1.4k
VIEWS
Share on FacebookShare on Twitter
କାନାଡା ଓ ଭାରତର ସମ୍ପର୍କ ବର୍ତ୍ତମାନ ସ୍ଥିର ଅବସ୍ଥାରେ ରହିଛି, ଯଦିଓ ସୁଧାରର କେତେକ ଚିହ୍ନ ଦେଖାଯାଉଛି। ୨୦୨୩ ମସିହାରେ ଏହି ସଂପର୍କ ଗଭୀର ସଙ୍କଟରେ ପଡ଼ିଥିଲା, ଯେତେବେଳେ କାନାଡାର ପ୍ରଧାନମନ୍ତ୍ରୀ ଜସ୍ଟିନ୍ ଟ୍ରୁଡୋ ଖାଲିସ୍ତାନ୍ ନେତା ହରିନ୍ଦର ସିଂହର ହତ୍ୟାରେ ଭାରତୀୟ ସରକାରଙ୍କ ସଂପୃକ୍ତି ଥିବା ଉଲ୍ଲେଖ କରିଥିଲେ। ଏହା ଦୁଇ ଦେଶ ମଧ୍ୟରେ ଅସ୍ଥିରତା ସୃଷ୍ଟି କରିଥିଲା।

ଏହା ପରେ ପୁଣି ଭାରତ-କାନାଡ଼ା ସଂପର୍କରେ ଉନ୍ନତି ଆସିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି କାନାଡାର ବୈଦେଶିକ ମନ୍ତ୍ରୀ କାନାଡାର ବୈଦେଶିକ ବ୍ୟାପାର ମନ୍ତ୍ରୀ  ଅନୀତା ଆନନ୍ଦ ।  ପ୍ରଧାନମନ୍ତ୍ରୀ ବୈଦେଶିକ ମନ୍ତ୍ରୀ ଆନନ୍ଦଙ୍କୁ ସ୍ବାଗତ କରିବା ସହ କହିଥିଲେ ଯେ, ତାଙ୍କର ଗସ୍ତ ଭାରତ-କାନାଡା ଦ୍ବିପାକ୍ଷିକ ସହଯୋଗିତାକୁ ଗତି ପ୍ରଦାନ ଲାଗି ହେଉଥିବା ଉଦ୍ୟମକୁ ସହାୟତା କରିବ ।

ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଜୁନ ମାସରେ ଜି୭ ଶିଖର ସମ୍ମିଳନୀ ପାଇଁ ହୋଇଥିବା ତାଙ୍କର କାନାଡା ଗସ୍ତ ଓ ସେଠାରେ ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ସହ ହୋଇଥିବା ଫଳପ୍ରଦ ବୈଠକ କଥା ସ୍ମରଣ କରିଥିଲେ । ପ୍ରଧାନମନ୍ତ୍ରୀ ବାଣିଜ୍ୟ, ଶକ୍ତି, ପ୍ରଯୁକ୍ତିବିଦ୍ୟା, କୃଷି ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ବୃଦ୍ଧି ପାଉଥିବା ସହଯୋଗର ଗୁରୁତ୍ୱ ବିଷୟରେ କହିଥିଲେ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ, ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ କାର୍ନିଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ସେ ତାଙ୍କର ଆଗାମୀ ସାକ୍ଷାତ ଓ ଆଲୋଚନା ପାଇଁ ଅପେକ୍ଷା କରିଛନ୍ତି।

Share198Tweet124
M M

M M

ଆଜିର ପାଗ

Bhubaneswar
February 7, 2026, 1:10 AM
 

SE
Mainly clear
20°C
1.1 m/s
Apparent: 23°C
Pressure: 1015 mb
Humidity: 95%
Winds: 1.1 m/s SE
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

February 6, 2026
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

February 6, 2026
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

February 6, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom