• Latest
  • Trending

କ୍ୟାପିଟାଲ ହାଇସ୍କୁଲର 1980 ବ୍ୟାଚ୍ ମାଟ୍ରିକ ଛାତ୍ରଛାତ୍ରୀଙ୍କ ଦ୍ବାରା ପୂରାତନ ଶିକ୍ଷକମାନଙ୍କୁ ସମ୍ବର୍ଦ୍ଧନା

Nov-14-2024 08:43 AM IST
ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

Mar-19-2026 02:55 PM IST
ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

Mar-19-2026 02:30 PM IST
କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

Mar-19-2026 01:29 PM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
  • About
  • Careers
  • Contact Us
Thursday, March 19, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଶିକ୍ଷା

କ୍ୟାପିଟାଲ ହାଇସ୍କୁଲର 1980 ବ୍ୟାଚ୍ ମାଟ୍ରିକ ଛାତ୍ରଛାତ୍ରୀଙ୍କ ଦ୍ବାରା ପୂରାତନ ଶିକ୍ଷକମାନଙ୍କୁ ସମ୍ବର୍ଦ୍ଧନା

by M M
Nov-14-2024 08:43 AM IST
in ଶିକ୍ଷା
0
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର: ରାଷ୍ଟ୍ରର ଗଠନ ତଥା ଯୁବବର୍ଗଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଦେଶର ସ୍ୱର୍ଣ୍ଣିମ ଭବିଷ୍ୟତ ନିର୍ମାଣ କରୁଥିବା ଶିକ୍ଷକମାନଙ୍କୁ ଉପଯୁକ୍ତ ସମ୍ମାନ ମିଳିଲେ ସମାଜର ସର୍ବାଙ୍ଗୀନ ଉନ୍ନତି ହେବ । ଛାତ୍ରଛାତ୍ରୀଙ୍କୁ ସମୃଦ୍ଧ କରିବା ଏବଂ ଭବିଷ୍ୟତ ଗଠନ ପାଇଁ ସେମାନଙ୍କର ଅତୁଟ ସମର୍ପଣର ସ୍ୱୀକୃତିକୁ ଆମେ ମନେ ପକାଇବା ଆବଶ୍ୟକ । ଶିକ୍ଷକମାନଙ୍କ ପ୍ରତିବଦ୍ଧତାକୁ ପ୍ରଶଂସା କରିବା ଆବଶ୍ୟକ ।  ଉଚ୍ଚଶିକ୍ଷାର ଗୁଣାତ୍ମକ ଉନ୍ନତି ଦିଗରେ ଆମର ଶିକ୍ଷକ ଏବଂ ସେମାନଙ୍କର ଅତୁଳନୀୟ ଅବଦାନକୁ ପାଳନ କରିବା ଉଚିତ  ବୋଲି ଗୁରୁପୂଜନ ଉତ୍ସବରେ କହିଥିଲେ ପୂରାତନ ଛାତ୍ରଛାତ୍ରୀ ।

ରାଜଧାନୀ, ୟୁନିଟ-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲର ୧୯୮୦ ମସିହାରେ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରମାନଙ୍କର ସଂଘ “କ୍ୟାପିଟାଲ ୮୦” ଆନୁକୁଲ୍ୟରେ ଗତ ୧୦.୧୧.୨୦୨୪ ତାରିଖ ଦିନ ୟୁନିଟ-୯ସ୍ଥିତ ରୋଟାରୀ ଭବନ ଠାରେ ପ୍ରାକ୍ତନ ଛାତ୍ରମାନଙ୍କ ଦ୍ଵାରା ଗୁରୁ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ୫୦ ବର୍ଷର ବନ୍ଧୁତାର ସ୍ମୃତିରେ ଅନୁଷ୍ଠିତ ହୋଇଥିଲା। ସଭ୍ୟମାନେ ୧୯୭୪ ମସିହାରେ କ୍ୟାପିଟାଲ ହାଇ ସ୍କୁଲରେ ଷଷ୍ଠ ଶ୍ରେଣୀରେ ଯୋଗ ଦେଇଥିଲେ। ଏଠାରେ ସମସ୍ତେ ଅତୀତର ସ୍ମୃତି ମନେ ପକାଇଥିଲେ ।

ଛାତ୍ରମାନଙ୍କ ଅନୁରୋଧକ୍ରମେ କ୍ୟାପିଟାଲ ହାଇସ୍କୁଲର ଛଅ ଜଣ ବର୍ଶୀୟାନ ସ୍ବନାମଧନ୍ୟ ତତ୍କାଳୀନ ଶିକ୍ଷକ ଉକ୍ତ ଉତ୍ସବରେ ଯୋଗ ଦେଇଥିଲେ ଏବଂ ୫୦ରୁ ଉର୍ଦ୍ଧ୍ଵ ପ୍ରାକ୍ତନ ଛାତ୍ର ଉପସ୍ଥିତ ଥିଲେ ।

ଏହି ଅବସରରେ ପ୍ରାକ୍ତନ ଶିକ୍ଷକ ବାସୁଦେବ ମହାପାତ୍ର, ଜନାବ ମୀର ହାଇଦର ଅଲ୍ଲୀ,  ସତ୍ୟନାରାୟନ ହୋତା,  ପୂର୍ଣ୍ଣଚନ୍ଦ୍ର ରଥ, ଶ୍ରୀଯୁକ୍ତ ରମାକାନ୍ତ  ରାଉତ ଓ  ପୂର୍ଣ୍ଣଚନ୍ଦ୍ର ଭଟ୍ଟଙ୍କୁ ଛାତ୍ରମାନଙ୍କ ଦ୍ଵାରା ଭାବପୂର୍ଣ୍ଣ ସମ୍ବର୍ଦ୍ଧନା ଏବଂ ଶିକ୍ଷକମାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରାଯାଇଥିଲା । ଏହି ମର୍ମ୍ମସ୍ପର୍ଶୀ କାର୍ଯ୍ୟକ୍ରମରେ ଅଭିଭୁତ ପ୍ରାକ୍ତନ ଶିକ୍ଷକମାନେ ପୁରାତନ ଛାତ୍ରମାନଙ୍କୁ ସେମାନଙ୍କ ଆଶୀର୍ବାଦ ପ୍ରଦାନ କରିଥିଲେ ।

ସଂଘର ଅଧ୍ୟକ୍ଷ ଇଂ. ସରୋଜ କୁମାର ସାହୁ ସମ୍ବର୍ଦ୍ଧନା ସଭା ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସଂଘର ଉପାଧ୍ୟକ୍ଷ ଶ୍ରୀ ଶିବପ୍ରସାଦ ଦାସ ଓ ଇଂ. ବବିନ ମହାନ୍ତି, କୋଷାଧ୍ୟକ୍ଷ ଶ୍ରୀ କୃଷ୍ଣଚନ୍ଦ୍ର ସାହୁ, ଶ୍ରୀ ଜ୍ଞାନରଞ୍ଜନ ସେନାପତି, ଶ୍ରୀ ଅବନୀକାନ୍ତ ପଟ୍ଟନାୟକ ଆଦି ଉପସ୍ଥିତ ହୋଇ କାର୍ଯ୍ୟକ୍ରମ ର ସହ ପରିଚାଳନା କରିଥିଲେ ଏବଂ ସଂପାଦକ ଆଇନଜୀବୀ ବୈକୁଣ୍ଠନାଥ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

 

Share196Tweet123
M M

M M

ଆଜିର ପାଗ

Bhubaneswar
March 19, 2026, 3:42 PM
 

S
Overcast
33°C
2.1 m/s
Apparent: 29°C
Pressure: 1011 mb
Humidity: 92%
Winds: 2.1 m/s S
Windgusts: 5.8 m/s
UV-Index: 0
Precip.: 5.1mm /28% / Rain
Sunrise: 5:51 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

March 19, 2026
ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

March 19, 2026
କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

March 19, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom