୩୦ଲକ୍ଷ ଟଙ୍କା , ଗାଡ଼ି ନେବାପରେ କାହିଁକି ଧାରା ଦେଉନାହାନ୍ତି ପିୟୁଷ !
ମୁଁ କମ୍ ଜୋର ହଜବ୍ୟାଣ୍ଡ ନୁହେଁ
ଆଦିବାସୀ ପିଲାଙ୍କୁ ଶିକ୍ଷାଦେବା ଭୁଲ ;ଦେଶ ଛାଡ଼ି ଚାଲିଯିବେ କି ଅଚ୍ୟୁତସମାନ୍ତ ?
ଜେପି ନଡ୍ଡାଙ୍କ କବାଟ କିଳା ବୈଠକରେ ତିନୋଟି କଥାକୁ ଗୁରୁତ୍ୱ
ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ
ହିନ୍ଦୁ ବାବାଙ୍କୁ ଟିଭି ଚ୍ୟାନେଲରେ ମାଡ଼
ନବ ଦାସଙ୍କ ହତ୍ୟା ପଛରେ ପାଣ୍ଡିଆନ – ବବି ଅଛନ୍ତି: ପ୍ରଦୀପ
ଉତ୍ତମଙ୍କ ଅବର୍ତ୍ତମାନରେ ଅଭିନେତ୍ରୀ ପିଙ୍କିଙ୍କ ଶେଷ ଗୀତ|

ରାଜନୀତି

ଜୟପୁରରେ ପ୍ରଚାର ବେଳେ ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ

ଜୟପୁରରେ ପ୍ରଚାର ବେଳେ ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ

ବିରୋଧୀ ନେତା ମିଛ କହୁଛନ୍ତି । ବିରୋଧୀ ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରାପୁଟରେ ଆଜି ମାରାଥନ୍ ପ୍ରଚାର କ୍ରମରେ ଜୟପୁରରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

Read more

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ

ନିର୍ବାଚନ ପୂର୍ବରୁ ନିଜର ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି ଭୁବନେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ । ମୋଟ ୨ କୋଟି ୫ ଲକ୍ଷ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ରହିଛି । ଅପରାଜିତାଙ୍କ ପାଖରେ ଅଛି ନଗଦ...

Read more

ଟିକେଟ୍ ଫେରାଇଲେ ପୁରୀ କଂଗ୍ରେସ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି

ଟିକେଟ୍ ଫେରାଇଲେ ପୁରୀ କଂଗ୍ରେସ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି

ପୁରୀ : କଂଗ୍ରେସ ବିରୋଧରେ ବଡ଼ ଅଭିଯୋଗ ଆଣିଛନ୍ତି ପୁରୀ ଲୋକସଭା ପ୍ରାର୍ଥୀ  ।  ନିର୍ବାଚନ ପୂର୍ବରୁ ପୁରୀରେ କଂଗ୍ରେସକୁ ବଡ ଝଟକା ଲାଗିଛି । ଟିକେଟ୍ ଫେରାଇଛନ୍ତି ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି । ଏନେଇ ସେ ସୋନିଆ...

Read more

ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼ ହେବ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରାଯିବ ରାହୁଲ...

Read more

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ବର: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି...

Read more

ବିଜେଡିର ଶେଷ ପ୍ରାର୍ଥୀ ତାଲିକା

ବିଜେଡିର ଶେଷ ପ୍ରାର୍ଥୀ ତାଲିକା

ଘୋଷଣା ହୋଇଛି ବିଜେଡିର ଶେଷ ପ୍ରାର୍ଥୀ ତାଲିକା । ଏହି ୩ଟି ଆସନ ପାଇଁ ପ୍ରାର୍ଥୀମାନେ ବ୍ୟଗ୍ର ଥିବାବେଳେ ୩ଟି ଗୁରୁତ୍ୱପୂର୍ଣ୍ଣ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ । ଏବଂ ଏହାସହ ଦେବଗଡର ପ୍ରାର୍ଥୀ ବଦଳିଛନ୍ତି ।...

Read more

ଆଜି ନାମାଙ୍କନ ଦାଖଲ କରିବେ ହେଭିୱେଟ ନେତା

ଆଜି ନାମାଙ୍କନ ଦାଖଲ କରିବେ ହେଭିୱେଟ ନେତା

ବଲାଙ୍ଗୀର ତୁଷୁରାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଣ୍ଟାବାଞ୍ଝି ଆସନରୁ ନାମାଙ୍କନ ଦାଖଲ କରିବେ ନବୀନ ପଟ୍ଟନାୟକ । ସିଟି ହାଇସ୍କୁଲ ପଡିଆରୁ ଶୋଭାଯାତ୍ରାରେ ବାହାରି ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଟିଟିଲାଗଡ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ...

Read more

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି- ଅପରାଜିତା

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି- ଅପରାଜିତା

ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଉପରେ ବର୍ଷିଛନ୍ତି।...

Read more

ଭାଜପାରେ ମିଶିବେ ସୌମ୍ୟରଞ୍ଜନ ପଟ୍ଟନାୟକ

ଭାଜପାରେ ମିଶିବେ ସୌମ୍ୟରଞ୍ଜନ ପଟ୍ଟନାୟକ

ପୂର୍ବତନ ଖଣ୍ଡପଡା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ କେଉଁ ଦଳକୁ ଯିବେ ଓ କେଉଁଠୁ ଲଢିବେ ଏନେଇ ସ୍ପଷ୍ଟ କରିଛନ୍ତି। ନିକଟରେ ସେ ଭାଜପାରେ...

Read more
Page 33 of 35 1 32 33 34 35

Weather

March 4, 2025, 10:16 pm
 

SSW
Partly cloudy
25°C
1.3 m/s
Apparent: 30°C
Pressure: 1010 mb
Humidity: 85%
Winds: 1.3 m/s SSW
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 6:03 am
Sunset: 5:52 pm