ପୀତବାସ ପଣ୍ଡା ହତ୍ୟାକାଣ୍ଡ ପଛରେ- ରାଜନୈତିକ କାରଣ
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା
କ’ଣ କହୁଛି ଆପଣଙ୍କ ରାଶିଫଳ
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ରାଜନୀତି

୬୦ ଛୁଇଁଥିବା ମହିଳାଙ୍କୁ ସୁଭଦ୍ରା ଯୋଜନାରୁ ବାଦ ଦେବା ନିନ୍ଦନୀୟ: ବିଜେଡି

୬୦ ଛୁଇଁଥିବା ମହିଳାଙ୍କୁ ସୁଭଦ୍ରା ଯୋଜନାରୁ ବାଦ ଦେବା ନିନ୍ଦନୀୟ: ବିଜେଡି

  ସୁଭଦ୍ରା ଯୋଜନାର ହିତାଧିକାରୀ ମାନଙ୍କ ମଧ୍ୟରୁ, ୬୦ ବର୍ଷ ଛୁଇଁଥିବା ପ୍ରାୟ ୯୩, ୭୯୨ ଜଣ ମହିଳା ବାଦ ପଡିବେ ବୋଲି ସ୍ପଷ୍ଟ ହୋଇଥିବା ବେଳେ ସେମାନେ ସାମାଜିକ ସୁରକ୍ଷା ଯୋଜନାରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରି ପାରିବେ...

Read more

ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା

ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା

ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଦେଶକୁ ଆତ୍ମନିର୍ଭର କରିବା ଉପରେ ଗୁରୁତ୍ୱାରୋପ କରୁଛନ୍ତି । ଅର୍ଥନୈତିକ କ୍ଷେତ୍ରରେ ସ୍ୱାବଲମ୍ବୀ କରିବା ପାଇଁ ମୋଦିଜୀ ଅନେକ ଯୋଜନା ପ୍ରଣୟନ କରିଛନ୍ତି । ସ୍ୱଦେଶୀ ଉତ୍ପାଦ ବ୍ୟବହାର ଏବଂ ସ୍ୱଦେଶୀ ଜୀବନ ମୂଲ୍ୟବୋଧକୁ...

Read more

ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

ରାମାୟଣ ଓ ମହାଭାରତ ଆମର ଜୀବନର ଅଂଶ। ସେଠାରୁ କିଛି ନେତା ଦଳର ନେତାଙ୍କୁ ନକାରାତ୍ମକ ଚରିତ୍ର ସହ ତୁଳନା କରି ଟାର୍ଗେଟ୍ କରୁଛନ୍ତି। ଏମିତି ବୁଲେଇ ନକରି ସିଧାସଳଖ ନାଁ ନେଇ କରନ୍ତୁ : ମନ୍ମଥ ଓଡ଼ିଶାରେ ରାଜନୈତିକ ଦୃଶ୍ୟ...

Read more

ବିହାର ନିର୍ବାଚନରେ ପୁଣି କ୍ଷମତା ହାତେଇବ ଏନଡିଏ

ବିହାର ନିର୍ବାଚନରେ ପୁଣି କ୍ଷମତା ହାତେଇବ ଏନଡିଏ

ଆଗାମୀ ବିହାର ବିଧାନସଭା ନିର୍ବାଚନ ପାଇଁ ଟାଇମ୍ସ ନାଓ-ଜେଭିସି ଜନମତ ସର୍ଭେ ଅନୁଯାୟୀ, ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ ଏନଡିଏ ୧୩୬ ଆସନ ଜିତିପାରେ। ଏହା ସହିତ ରାଷ୍ଟ୍ରୀୟ ଜନତା ଦଳ, କଂଗ୍ରେସ ଏବଂ ବାମ ଦଳମାନଙ୍କ ମେଣ୍ଟ ରାଜ୍ୟରେ ୭୫...

Read more

ଆମ ଶାସନ’ ନାଗରିକଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ

ଆମ ଶାସନ’ ନାଗରିକଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ

‘ଆମ ଶାସନ’ ହେଉଛି ଓଡ଼ିଶା ସରକାରଙ୍କର ଏକ ଅଭିନବ ପଦକ୍ଷେପ, ଯାହା ନାଗରିକଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ସରକାରୀ ପ୍ରତିଷ୍ଠାନଗୁଡ଼ିକୁ ସ୍ମାର୍ଟ, ଆଧୁନିକ, ଦକ୍ଷ ଏବଂ ସ୍ୱଚ୍ଛ କରାଇବ ।  ଜନସାଧାରଣଙ୍କ ମତାମତକୁ ପ୍ରାଥମିକତା ଦେଇ ସେବାର...

Read more

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ ବିଜୁ ଜନତା ଦଳ ଆଜି ରାଜ୍ୟ ବିଜେପି ସରକାରଙ୍କୁ ଦାୟୀ କରିବା ସହିତ ରାଜ୍ୟରେ ଛାତ୍ରୀ ଓ ନାରୀଙ୍କୁ ସୁରକ୍ଷା ପ୍ରଦାନ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି କହିଛି। ରାଜ୍ୟ ସରକାର ଅପରାଧୀ ମାନଙ୍କ...

Read more

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ ପଟ୍ଟନାୟକ । ମୁମ୍ବାଇରେ ରହି ନବୀନ ଚିକିତ୍ସା କରିବେ । ମୁମ୍ବାଇରେ ଡାକ୍ତର ରମାକାନ୍ତ ପଣ୍ଡା ତାଙ୍କର ଚିକିତ୍ସା କରିବେ । ଶ୍ରୀଜଗନ୍ନାଥଙ୍କ କରୁଣା ତାଙ୍କ ପ୍ରତି ଅଛି ବୋଲି...

Read more

ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

ଆସନ୍ତାକାଲି ଜୁନ୍ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସୁଛନ୍ତି ଓଡ଼ିଶା । ରାଜଧାନୀ ଭୁବନେଶ୍ୱର ଗସ୍ତ ପୂର୍ବରୁ, କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ମୋଟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୂତୟନ...

Read more

ଓଡିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ନେତୃତ୍ୱ କେନ୍ଦ୍ର ସରକାର ଗରିବ, ଯୁବକ, କୃଷକ ଓ ମହିଳା କେନ୍ଦ୍ରୀକ ଯୋଜନା ଆଧାରିତ ବିଭିନ୍ନ ଯୋଜନାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରୁଛନ୍ତି । ଆନ୍ତରୀଣ ଓ ବାହ୍ୟ ସୁରକ୍ଷାରେ ଭାରତବର୍ଷ ଆଜି ସଶକ୍ତ ହୋଇଛି ।...

Read more

ପାଣ୍ଡିଆନ ନୁହେଁ ନବୀନ ଦାୟୀ: ପ୍ରଭାତ ତ୍ରିପାଠୀ

ପାଣ୍ଡିଆନ ନୁହେଁ ନବୀନ ଦାୟୀ: ପ୍ରଭାତ ତ୍ରିପାଠୀ

ଗତ କିଛି ଦିନ ଧରି ବିଜେଡିରେ ତୁତୁ ମେ ମେ ଚାଲିଛି । ବରିଷ୍ଠ ନେତା ଆଉ ଯୁବ ନେତା ଙ୍କ ମଧ୍ୟରେ ରାଜ୍ୟ ସଭାରେ ଭୋଟକୁ ନେଇ ଟଣା ଓଟରା ପରେ ନବୀନ ସବୁ ନେତାଙ୍କୁ ତାଗିଦ କରିବା ସହ...

Read more
Page 4 of 24 1 3 4 5 24

ଆଜିର ପାଗ

October 22, 2025, 5:01 PM
 

ESE
Partly cloudy
30°C
1.4 m/s
Apparent: 32°C
Pressure: 1011 mb
Humidity: 93%
Winds: 1.4 m/s ESE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM