ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ by M M Dec-11-2025 07:10 PM IST 0 ବାରବାଟୀରେ ୧୦୧ ରନ୍ର ବଡ଼ ବିଜୟ ହାସଲ କରିବା ପରେ ଭାରତୀୟ କ୍ରିକେଟ୍ ଦଳ ଏବେ ନ୍ୟୁ ଚଣ୍ଡିଗଡ଼ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳୁଛି । ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ... Read moreDetails
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା by M M Dec-11-2025 04:33 PM IST 0 ନୂଆଦିଲ୍ଲୀ : ଭାରତର ମହିଳା କ୍ରିକେଟର ଷ୍ଟାର୍ ଓପନର୍ ସ୍ମୃତି ମନ୍ଧାନା ବଡ଼ ବୟାନ ଦେଇଛନ୍ତି। ପଳାଶ ମୁଚ୍ଛଲଙ୍କ ସହ ତାଙ୍କର ବିବାହ ବାତିଲ ହେବାକୁ ନେଇ ଜାତୀୟ ଗଣମାଧ୍ୟମରେ ଅନେକ ଖବର ପ୍ରକାଶିତ ହେଉଛି । କିନ୍ତୁ ସେ କହିଛନ୍ତି... Read moreDetails
ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍ରେ ୧-୦ରେ ଅଗ୍ରଣୀ by M M Dec-09-2025 10:09 PM IST 0 କଟକ, ଡିସେମ୍ବର ୯: ବାରବାଟୀରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମ୍ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ବିସ୍ଫୋରକ ବ୍ୟାଟିଂ ଓ ବୋଲରଙ୍କ ଦମଦାର ବୋଲିଂ ଫଳରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍କୁ... Read moreDetails
ସମ୍ପୂର୍ଣ୍ଣ ସୁସ୍ଥ ଅନୁଭବ କରୁଛି : ଗିଲ୍ by M M Dec-09-2025 07:31 PM IST 0 ଆଜି ମ୍ୟାଚ୍ ରେ ବଡ଼ ସ୍କୋର କରିବାରେ ବିଫଳ ହୋଇଛନ୍ତି ଶୁଭମନ ଗିଲ । ଚାରି ରନ କରି ଆଉଟ ହୋଇଛନ୍ତି । ତେବେ ମ୍ୟାଚ ପୂର୍ବରୁ ଶୁଭମନ ଗିଲ କହିଛନ୍ତି ମୁଁ ନିଶ୍ଚିତ ଭାବରେ ଭଲ ଅଛି। ମୋର ଶରୀର... Read moreDetails
ଟସ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ସାଉଥ ଆଫ୍ରିକା-ଭାରତ ପ୍ରଥମେ ବ୍ୟାଟିଂ କରିବ by M M Dec-09-2025 06:56 PM IST 0 ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ କଟକର ବାରବାଟୀ ଷ୍ଟାଡିୟମ୍ରେ ଖେଳାଯାଉଥିବା ପ୍ରଥମ T20I ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ଆଇଡେନ୍ ମାର୍କରମ୍ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ, ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ।... Read moreDetails
ମହାପ୍ରଭୁଙ୍କ ଦର୍ଶନ କଲେ ସୂର୍ଯ୍ୟକୁମାର, ଗମ୍ଭୀରଙ୍କ ସହ ଅନ୍ୟ ଖେଳାଳି by M M Dec-09-2025 04:30 PM IST 0 ଆଜି ସନ୍ଧ୍ୟାରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ T20I ସିରିଜ୍ର ପ୍ରଥମ ମୁକାବିଲା ଖେଳାଯିବ । ତେବେ ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର କିଛି ଖେଳାଳି ପୁରୀ ଯାଇ ମହାପ୍ରଭୁ ଶ୍ରୀ... Read moreDetails
ବାରବାଟୀରେ କିଏ ମାରିବ ବାଜି ? by M M Dec-09-2025 04:22 PM IST 0 ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ପାଇଁ କେବଳ ଲଢ଼େଇକୁ ଅପେକ୍ଷା। ବାରବାଟୀରେ ଖୁବ କମ୍ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯାଉଥିବାରୁ ଏହି ମ୍ୟାଚ୍ ଲାଗି ଦର୍ଶକମାନେ ଉତ୍କଣ୍ଠାର ସହ... Read moreDetails
ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍ by M M Dec-08-2025 02:57 PM IST 0 ଭୁବନେଶ୍ୱର : ଆସନ୍ତା କାଲି କଟକର ବାରବାଟୀ ଷ୍ଟାଡିୟମ୍ରେ ଆରମ୍ଭ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଟି-୨୦ ଉପ-ଅଧିନାୟକ ଶୁଭମନ ଗିଲ୍ ଖେଳିବେ । ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଓ ଦିନିକିଆ... Read moreDetails
ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ by M M Dec-08-2025 09:32 AM IST 0 କଟକ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆସନ୍ତାକାଲି ଟି-୨୦ ମହାସମର । ଡିସେମ୍ବର ୯ରେ, ବାରବାଟୀ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଥିବା ଏହି ହାଇ-ଭୋଲଟେଜ୍ ଟି-୨୦ ମ୍ୟାଚ୍ ପାଇଁ କଟକ ସହର ଏବେ ସମ୍ପୂର୍ଣ୍ଣ ଉତ୍ସବ ମୁଖର ।... Read moreDetails
ବିଶାଖାପାଟନମରେ ଭାରତର ଦମଦାର ବିଜୟ by M M Dec-07-2025 10:19 AM IST 0 ବିଶାଖାପାଟନମରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ ମ୍ୟାଚ୍ରେ ଭାରତ ଦମଦାର ବିଜୟ ହାସଲ କରିଛି। ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ହରାଇ ଭାରତ ୨-୧ରେ ଏହି ଦିନିକିଆ ସିରିଜକୁ କବ୍ଜା କରିଛି। ୨୭୧ ରନ୍ର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ... Read moreDetails