ଆଜିର ପାଗ ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ… by M M May-02-2026 12:20 PM IST
ଆନ୍ଧ୍ର-ଓଡ଼ିଶା ଯୋଗାଯୋଗ ବିଚ୍ଛିନ୍ନ by M M Oct-29-2025 09:52 AM IST 0 ଆନ୍ଧ୍ରର ଆରକୁରେ ବାତ୍ୟା ‘ମୋନ୍ଥା’ର ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ କୋରାପୁଟ-କୋତାୱାଲସା ରେଳ ଲାଇନ୍ ଧୋଇଯାଇଛି। ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ ପରେ କିଛି ସ୍ଥାନରେ ଗଛ ଭାଙ୍ଗିବା ସହ ପଥର ଧସିଛି । ଲୋକଙ୍କ ଘର ମଧ୍ୟ ଭୁଷୁଡି ପଡିଛି ।... Read moreDetails
ସନ୍ଧ୍ୟା ପରେ ଆନ୍ଧ୍ର ଉପକୂଳ ଅତିକ୍ରମ କରି କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମୋନ୍ଥା’ by M M Oct-28-2025 10:50 AM IST 0 ବାତ୍ୟା ‘ମୋନ୍ଥା’ର ଗତି ଏବଂ ଅବସ୍ଥିତି ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋନ୍ଥା ଗତ ୬ ଘଣ୍ଟାରେ ୧୫ କିଲୋମିଟର ପ୍ରତିଘଣ୍ଟା ବେଗରେ ଗତି କରି ଆଜି ସକାଳ ୫.୩୦... Read moreDetails
ମୋନ୍ଥା ପାଇଁ କେଉଁ ଟ୍ରେନ ବାତିଲ ଜାଣନ୍ତୁ by M M Oct-28-2025 09:30 AM IST 0 ମୋନ୍ଥା ପାଇଁ ଅନେକ ଟ୍ରେନ ବାତିଲ ହୋଇଥିବାବେଳେ ଏକାଧିକ ଟ୍ରେନର ଗତିପଥ ବଦଳିଛି । ଟ୍ରେନ ଯାତ୍ରାକୁ ସୁରକ୍ଷିତ କରିବା ସହ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରେଳବାଇ ଏହି ନିଷ୍ପତ୍ତି ନେଇଛି । ୩୨ଟି ଟ୍ରେନ ଚଳାଚଳ ବାତିଲ କରାଯାଇଛି... Read moreDetails
ବର୍ଷା ଆରମ୍ଭ : ରାଜ୍ୟ ସରକାର ପ୍ରସ୍ତୁତ by M M Oct-28-2025 09:25 AM IST 0 ବଙ୍ଗୋପସାଗରରେ ବଳ ଗୋଟାଇ ସ୍ଥଳଭାଗ ମୁହାଁ ବାତ୍ୟା ମୋନ୍ଥା। ଆଜି ସକାଳ ସୁଦ୍ଧା ଏହା ଭୀଷଣ ବାତ୍ୟା ବା ଭୟଙ୍କର ଘୁର୍ଣ୍ଣିଝଡ଼ର ରୂପ ନେଇ ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା କାକିନାଡା ପାଖାପାଖି ମଛଲିପଟନମ ଏବଂ କଳିଙ୍ଗପଟନମ ମଝିରେ ସ୍ଥଳଭାଗ... Read moreDetails
ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ by M M Oct-27-2025 09:55 AM IST 0 ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସୋମବାରଠାରୁ ଓଡ଼ିଶାର ପାଗରେ ପରିବର୍ତ୍ତନ ଆସିବ । ୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୬୦ରୁ... Read moreDetails
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ by M M Oct-25-2025 09:21 AM IST 0 ଦକ୍ଷିଣ-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି। ତେବେ ଏହା କେତେ ଭୟଙ୍କର ହେବ, ଗତିପଥ କେଉଁଆଡ଼େ ରହିବ ଓ କେଉଁଠାରେ... Read moreDetails
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ by M M Oct-24-2025 09:36 AM IST 0 ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ଆଜି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଦକ୍ଷିଣପୂର୍ବ... Read moreDetails
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା by M M Oct-23-2025 09:39 AM IST 0 ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଆଜି ମଧ୍ୟ ବର୍ଷା ଜାରି ରହିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।... Read moreDetails
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା by M M Oct-22-2025 10:04 AM IST 0 ଆଜିଠୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ପାଣିପାଗ ବିଭାଗ ପୂର୍ବାନୁମାନ କରି କହିଛି, ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ... Read moreDetails
ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ by M M Oct-21-2025 07:32 PM IST 0 ସମ୍ଭାବ୍ୟ ଘୂର୍ଣ୍ଣିଝଡ଼ ଏବଂ ପ୍ରବଳ ବର୍ଷାର ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସବୁ ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦେଶ ଜାରି କରିଛନ୍ତି । ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ କହିଛନ୍ତି ଯେ ରାଜ୍ୟ ସରକାର ପ୍ରତ୍ୟେକ ପରିସ୍ଥିତି ସହିତ ମୁକାବିଲା... Read moreDetails