• Latest
  • Trending
ଶପଥ ନେଲେ ମୁଖ୍ୟମନ୍ତ୍ରୀଙ୍କ ସହ  ଓଡ଼ିଶାର ଦୁଇ ଉପମୁଖ୍ୟମନ୍ତ୍ରୀ

ଶପଥ ନେଲେ ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାର ଦୁଇ ଉପମୁଖ୍ୟମନ୍ତ୍ରୀ

June 13, 2024
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Sunday, June 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ଶପଥ ନେଲେ ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାର ଦୁଇ ଉପମୁଖ୍ୟମନ୍ତ୍ରୀ

by M M
June 13, 2024
in ଭିଡ଼ିଓ, ମୁଖ୍ୟ ଖବର, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହିତ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା। ରାଜ୍ୟପାଳ ରଘୁବର ଦାସ ପ୍ରଥମେ ମୋହନ ମାଝିଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲେ, ଏହାପରେ ତାଙ୍କର ଦୁଇ ଉପମୁଖ୍ୟମନ୍ତ୍ରୀ ଦ୍ବୟ ଶପଥ ନେଇଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପିଙ୍କ ଉପସ୍ଥିତିରେ ମୋହନ ଏବଂ ତାଙ୍କର ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିଛନ୍ତି। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ ବାଦ୍ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ, ୮ ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ର ମନ୍ତ୍ରୀ(ସ୍ବାଧୀନ) ଅଛନ୍ତି। ନିୟମ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ବାଦ୍ ୨୧ ଜଣ ମନ୍ତ୍ରୀ ହୋଇପାରିବେ। ତେଣୁ ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରିମଣ୍ଡଳରେ ଆଉ ୬ ଜଣଙ୍କୁ ସାମିଲ କରିପାରିବେ। ତେବେ କାହିଁକି ପୂର୍ଣ୍ଣାଙ୍ଗ ମନ୍ତ୍ରିମଣ୍ଡଳ ଗଠନ କରାଗଲା ନାହିଁ ଓ କେବେ ଅଧିକ ମନ୍ତ୍ରୀଙ୍କୁ ସାମିଲ କରାଯିବ, ସେ ସମ୍ପର୍କରେ କେହି ମୁହଁ ଖୋଲି ନାହାନ୍ତି। ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।ମନ୍ତ୍ରିମଣ୍ଡଳରେ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ୍‌ ୧୬ ଜଣ ସ୍ଥାନ ପାଇଛନ୍ତି ।ମନ୍ତ୍ରିମଣ୍ଡଳରେ ୧୩ ଜିଲ୍ଲାକୁ ପ୍ରତିନିଧିତ୍ବ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜିଲ୍ଲା କେନ୍ଦୁଝର ହୋଇଥିଲା ବେଳେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ବଲାଙ୍ଗୀର ଓ ପ୍ରଭାତୀ ପରିଡ଼ା ପୁରୀରୁ ପ୍ରତିନିଧିତ୍ବ କରୁଛନ୍ତି।

Tags: newsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 8, 2025, 1:47 pm
 

S
Clear sky
31°C
2 m/s
Apparent: 37°C
Pressure: 1003 mb
Humidity: 76%
Winds: 2 m/s S
Windgusts: 7.3 m/s
UV-Index: 0
Precip.: 5.1mm /58% / Rain
Sunrise: 5:05 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom