ଭାରତୀୟ ହକି ଖେଳାଳିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । କଥା ହେବା ସହ ଅଭିନନ୍ଦନ ଜଣାଇଥିଲେ । ଏହାପରେ ପୁରସ୍କାର ଘୋଷଣା କଲେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା । ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ୱତନ୍ତ୍ର ଭାବେ ମିଳିବ ୪ କୋଟି ଟଙ୍କା । ଏହାସହ ହକି ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡିଶା ଆସିବାକୁ କଲେ ନିମନ୍ତ୍ରଣ ।




/odishatv/media/media_files/2026/03/25/naa-2026-03-25-12-43-50.jpg?w=1280&resize=1280,730&ssl=1)




