• Latest
  • Trending

ମୁଖ୍ୟମନ୍ତ୍ରୀ ଦେଲେ ୧୫-ଦଫା ସଂସ୍କାର ନିର୍ଦ୍ଦେଶାବଳୀ

Jan-02-2026 08:08 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Wednesday, March 11, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମୁଖ୍ୟମନ୍ତ୍ରୀ ଦେଲେ ୧୫-ଦଫା ସଂସ୍କାର ନିର୍ଦ୍ଦେଶାବଳୀ

ଓଡ଼ିଶା ପ୍ରଶାସନରେ ନୂଆ ଯୁଗ ଆରମ୍ଭ

by M M
Jan-02-2026 08:08 AM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
493
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନ କଳରେ ଏକ ଐତିହାସିକ ପରିବର୍ତ୍ତନ ଘଟିଛି। ରାଜ୍ୟର  ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ୧୯୯୧ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍  ଅଧିକାରୀ ଅନୁ ଗର୍ଗ  ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିବା ପରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ଲୋକାଭିମୁଖୀ କରିବା ପାଇଁ ଏକ ୧୫-ଦଫା ନିର୍ଦ୍ଦେଶାବଳୀ ଜାରି କରିଛନ୍ତି।

୨୦୩୬ ଲକ୍ଷ୍ୟ: ୫୦୦ ବିଲିଅନ ଅର୍ଥନୀତି ଓ ‘ମିଶ୍ରିତ ମଡେଲ’

ଓଡ଼ିଶା ଗଠନର ୧୦୦ ବର୍ଷ ପୂର୍ତ୍ତି ,୨୦୩୬ ମସିହା ସୁଦ୍ଧା ଧାର୍ଯ୍ୟ ହୋଇଥିବା ୫୦୦ ବିଲିଅନ ଡଲାର ଅର୍ଥନୀତିର ଲକ୍ଷ୍ୟ ହାସଲ ପାଇଁ ତୁରନ୍ତ ରୋଡମ୍ୟାପ୍ ପ୍ରସ୍ତୁତି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଆସନ୍ତା ୨ ବର୍ଷ ମଧ୍ୟରେ ରାଜ୍ୟର ସମସ୍ତ ବିଭାଗରେ ଖାଲି ପଡ଼ିଥିବା ସରକାରୀ ପଦବୀଗୁଡ଼ିକୁ ଚିହ୍ନଟ କରି ସ୍ୱଚ୍ଛତାର ସହ ପୂରଣ କରିବା ଦିଗରେ କାର୍ଯ୍ୟ କରିବ ବିଜେପି ସରକାର ।  ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ‘ଜିରୋ ଟଲରାନ୍ସ’ ନୀତି। ଦାୟିତ୍ୱହୀନ ଓ ଅପାରଗ କର୍ମଚାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କହିଛନ୍ତି ।  ଓଡ଼ିଶାକୁ କେବଳ ଖଣିଜ ଭିତ୍ତିକ ନୁହେଁ, ବରଂ କୃଷି, ପର୍ଯ୍ୟଟନ ଓ ଆଇଟି (IT) କ୍ଷେତ୍ରରେ ଏକ ମିଶ୍ରିତ ଅର୍ଥନୈତିକ ମଡେଲ ଆଡ଼କୁ ନେବାକୁ ସରକାର କାର୍ଯ୍ୟ କରୁଛନ୍ତି।  ସାଧାରଣ ଲୋକଙ୍କୁ ସରକାରୀ ସେବା ପାଇଁ ଯେପରି ଅଫିସ୍ ଦୌଡ଼ିବାକୁ ନପଡ଼େ, ସେଥିପାଇଁ ଟେକ୍ନୋଲୋଜିର ବ୍ୟବହାର ଓ ଡିଜିଟାଲ୍, ଅନଲାଇନ ସର୍ଭିସକୁ ଗୁରୁତ୍ୱ ଦେଉଛନ୍ତି ସରକାର । ଚାଷୀମାନଙ୍କୁ ସମୟ ଅନୁସାରେ ବିହନ, ସାର ଓ ମଣ୍ଡି ସୁବିଧା ଯୋଗାଇବା ସହ ସେମାନଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନିଉଯାଉଛି । ସୁଭଦ୍ରା ଯୋଜନା ଭଳି ମହିଳା କଲ୍ୟାଣକାରୀ ଯୋଜନାଗୁଡ଼ିକର ସୂଚାରୁ ରୂପେ ପରିଚାଳନା ଏବଂ ମହିଳାଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦିଆଯାଉଛି ।  ରାଜ୍ୟରେ ଥିବା ବୃହତ ଶିଳ୍ପଗୁଡ଼ିକରେ ସ୍ଥାନୀୟ ଓଡ଼ିଆ ପିଲାମାନଙ୍କୁ ନିଯୁକ୍ତି କ୍ଷେତ୍ରରେ ଅଗ୍ରାଧିକାର ଦେବା ନିଶ୍ଚିତ କରିବା କୁ ସରକାର ଗ୍ରହଣ କରିଛନ୍ତି   । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ଥିତି ସୁଧାରିବା ଏବଂ ଗ୍ରାମାଞ୍ଚଳରେ ଡାକ୍ତରଙ୍କ ଉପସ୍ଥିତି ନିଶ୍ଚିତ କରିବାକୁ ଗୁରୁତ୍ବ ଦେଉଛନ୍ତି ନୂଆ ସରକାର ।  ସରକାରୀ ସ୍କୁଲ ଓ କଲେଜଗୁଡ଼ିକରେ ଶିକ୍ଷାର ଗୁଣବତ୍ତା ବଢ଼ାଇବା ସହ ଉଚ୍ଚଶିକ୍ଷା ପାଇଁ ଭିତ୍ତିଭୂମିର ବିକାଶ କରାଯାଉଛି ।  ପ୍ରତି ସୋମବାର ବ୍ଲକ ଓ ଜିଲ୍ଲା ସ୍ତରରେ ହେଉଥିବା ଜନଶୁଣାଣିର ନିୟମିତ ମନିଟରିଂ ଓ ଲୋକଙ୍କ ସମସ୍ୟାର ସମୟ ଭିତରେ ସମାଧାନ କରାଯିବାକୁ ନିର୍ଦେଶ ରହିଛି। କେନ୍ଦ୍ର ସରକାରଙ୍କ ଯୋଜନାଗୁଡ଼ିକୁ ଓଡ଼ିଶାରେ ଫଳପ୍ରଦ ଭାବେ କାର୍ଯ୍ୟକାରୀ କରିବା ପାଇଁ କେନ୍ଦ୍ରୀୟ ମନ୍ତ୍ରଣାଳୟ ସହ ଉତ୍ତମ ସମନ୍ୱୟ ରଖାଯାଉଛି । ବିଭିନ୍ନ ରେଳ ପ୍ରକଳ୍ପ ଓ ଜାତୀୟ ରାଜପଥ କାମରେ ଥିବା ଜମି ଅଧିଗ୍ରହଣ ସମସ୍ୟାର ତୁରନ୍ତ ସମାଧାନ କରାଯିବ। ଓଡ଼ିଶାର ଐତିହ୍ୟ ସ୍ଥଳଗୁଡ଼ିକର ବିକାଶ କରି ପର୍ଯ୍ୟଟନକୁ ଅର୍ଥନୀତିର ଅନ୍ୟତମ ମୁଖ୍ୟ ଉତ୍ସ ଭାବେ ଗଢ଼ିବାକୁ ଗୁରୁତ୍ବ ଦେବେ ସରକାର। ପ୍ରତ୍ୟେକ ବିଭାଗର ସଚିବ ଓ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦିଷ୍ଟ ଟାର୍ଗେଟ୍ ଦେବା ଏବଂ ସେମାନଙ୍କ କାର୍ଯ୍ୟର ନିୟମିତ ସମୀକ୍ଷା କରୁଛନ୍ତି ସରକାର ।

 

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କ ସହ ହୋଇଥିବା ସାକ୍ଷାତକାରରେ ରାଜ୍ୟର ଭବିଷ୍ୟତ ରୋଡମ୍ୟାପ୍ ସ୍ପଷ୍ଟ କରାଯାଇଛି। ‘ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ’ ଅନୁସାରେ ଧାର୍ଯ୍ୟ ଲକ୍ଷ୍ୟକୁ ଅଗ୍ରାଧିକାର ଭିତ୍ତିରେ ହାସଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।  ୨୦୩୬ ସୁଦ୍ଧା ଓଡ଼ିଶାକୁ ୫୦୦ ବିଲିଅନ ଡଲାର ଅର୍ଥନୀତିରେ ପରିଣତ କରିବା ଏବଂ ଦେଶର ଶ୍ରେଷ୍ଠ ୫ଟି ବିକଶିତ ରାଜ୍ୟ ମଧ୍ୟରେ ସ୍ଥାନିତ କରିବା ପାଇଁ ‘ମିଶ୍ରିତ ଅର୍ଥନୀତି’ (Mixed Economy) ଆଡ଼କୁ ଅଗ୍ରସର ହେବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନକୁ ସ୍ୱଚ୍ଛ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ଗର୍ଗଙ୍କୁ ଦୁଇଟି ବଡ଼ ଦାୟିତ୍ୱ ଦେଇଛନ୍ତି ।  ଆସନ୍ତା ୨ ବର୍ଷ ମଧ୍ୟରେ ସମସ୍ତ ଖାଲିଥିବା ସରକାରୀ ପଦବୀ ପୂରଣ କରିବାକୁ ପଦକ୍ଷେପ ନିଆଯିବ।  ଦୁର୍ନୀତିଗ୍ରସ୍ତ, ଅପାରଗ ଏବଂ ଦାୟିତ୍ୱହୀନ ଅଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ବାଧ୍ୟତାମୂଳକ ଅବସର   ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

 

Share197Tweet123
M M

M M

ଆଜିର ପାଗ

Bhubaneswar
March 11, 2026, 3:02 PM
 

SSW
Mainly clear
33°C
3.3 m/s
Apparent: 29°C
Pressure: 1013 mb
Humidity: 87%
Winds: 3.3 m/s SSW
Windgusts: 7.4 m/s
UV-Index: 0
Precip.: 0mm /18% / Rain
Sunrise: 5:58 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom