• Latest
  • Trending
ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

April 30, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
  • About
  • Careers
  • Contact Us
Sunday, August 3, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

by newsroom
April 30, 2025
in ବଡ଼ ଖବର
0
ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
492
SHARES
1.4k
VIEWS
Share on FacebookShare on Twitter

ଆଜି ହେଉଛି ଅକ୍ଷୟ ତୃତୀୟା। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସର‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି। ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ| ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି, ସରକାର ସବୁ ବେଳେ ଚାଷୀଙ୍କ ହିତସାଧନ ଲାଗି ପ୍ରୟାସରତ।

ଅକ୍ଷୟ ତୃତୀୟା ଉପଲକ୍ଷେ ଅଖୀ ମୁଠି ଅନୁକୂଳ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କ ଖାତାକୁ ସିଏମ କିଷାନ ଟଙ୍କା ପଠାଇଛନ୍ତି। ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯାଇଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ଏକାମ୍ର ବିଧାୟକ ବାବୁ ସିଂହ ଉପସ୍ଥିତ ଥିଲେ।

Share197Tweet123
newsroom

newsroom

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

Weather

Bhubaneswar
August 3, 2025, 12:40 am
 

S
Overcast
28°C
1 m/s
Apparent: 36°C
Pressure: 1004 mb
Humidity: 94%
Winds: 1 m/s S
Windgusts: 7.4 m/s
UV-Index: 0
Precip.: 2.5mm /78% / Rain
Sunrise: 5:22 am
Sunset: 6:23 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom