• Latest
  • Trending
ପୋଲିସ ମୁଖିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ପୋଲିସ ମୁଖିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

June 15, 2024
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Sunday, June 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପୋଲିସ ମୁଖିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

by M M
June 15, 2024
in ବଡ଼ ଖବର, ଭିଡ଼ିଓ
0
ପୋଲିସ ମୁଖିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
491
SHARES
1.4k
VIEWS
Share on FacebookShare on Twitter

ରାଜ୍ୟ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ । ଥାନାକୁ ଆସୁଥିବା ଅଭିଯୋଗକାରୀ ଯେପରି ହଇରାଣ ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦିଅନ୍ତୁ । ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରୁ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।ଆଜି ରାଜ୍ୟ ଅତିଥିଭବନରେ ଓଡ଼ିଶାର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ବିଭିନ୍ନ ଜିଲ୍ଲାର ଏସପି ମଧ୍ୟ ଉପସ୍ଥିତ ଅଛନ୍ତି । ରାଜ୍ୟ ଅତିଥି ଭବନରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବୈଠକ ହୋଇଛି । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । ଏହାରି ଭିତରେ ଆଜି ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ନେଇ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବୈଠକ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Tags: bjpnewsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 8, 2025, 2:04 pm
 

S
Clear sky
31°C
2 m/s
Apparent: 37°C
Pressure: 1003 mb
Humidity: 76%
Winds: 2 m/s S
Windgusts: 7.3 m/s
UV-Index: 0
Precip.: 5.1mm /58% / Rain
Sunrise: 5:05 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom