• Latest
  • Trending

ନବୀନ -ମୋହନଙ୍କ ପୂଜା ମଣ୍ଡପ ବୁଲାକୁ ନେଇ ରାଜନୀତି

Oct-11-2024 03:13 PM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Sunday, March 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ନବୀନ -ମୋହନଙ୍କ ପୂଜା ମଣ୍ଡପ ବୁଲାକୁ ନେଇ ରାଜନୀତି

by M M
Oct-11-2024 03:13 PM IST
in ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ନବୀନ -ମୋହନଙ୍କ ପୂଜା ମଣ୍ଡପ ବୁଲା ରାଜନୀତି । ଦୁଇ ନେତା ବିଭିନ୍ନ ପୂଜାମଣ୍ଡପ ବୁଲି ଲୋକମାନଙ୍କ ସହ ମାଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ।

ପାଟଣା ସାହିରେ ମୁଖ୍ୟମନ୍ତ୍ରୀ

  ରାଜଧାନୀର ପାଟଣା ସାହି ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ସେଠାରେ ପହଞ୍ଚି ମାଆଙ୍କର ଆଳତି କରିଛନ୍ତି। ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି।

ପାଟଣା ସାହି ପୂଜାମଣ୍ଡପରେ ସେଠାକାର ବିଶେଷାଙ୍କ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀରେ ଆହୁର ୮ଟି ପୂଜାମଣ୍ଡପ ବୁଲିବେ ବୋଲି ସୂଚନା ରହିଛି।

ସେପଟେ ପୂଜା ମଣ୍ଡପ ବୁଲୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଶାରଦୀୟ ଦୂର୍ଗାପୂଜା ଅବସରରେ  ଏ ଖୁସୀର ମାହୋଲରେ ସାମିଲ ହେଇଛନ୍ତି । ଆଜି ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କର ଆଶିଷ ଭିକ୍ଷା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ମହାଷ୍ଟମୀ ଅବସରରେ ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲୁଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ଭୁବନେଶ୍ବରରେ ୩ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ଥିବାବେଳେ ରସୁଲଗଡ଼ରୁ ସକାଳ ସାଢ଼େ ୧୦ଟାରୁ ଦର୍ଶନ ଆରମ୍ଭ କରିଥିଲେ । ରସୁଲଗଡ ଦୁର୍ଗାପୂଗା ମଣ୍ଡପରେ ନବୀନଙ୍କୁ କମିଟି ତରଫରୁ ଭବ୍ୟ ସ୍ବାଗତକରାଯାଇଥିବା ବେଳେ ରସୁଲଗଡ ପୂଜା ପେଣ୍ଡାଲ ବୁଲିଥିଲେ ନବୀନ ।

ଏହାପରେ ୧୧ଟା ୩ ମିନିଟରେ ସହିଦନଗର ପୂଜା ପେଣ୍ଡାଲରେ ପହଞ୍ଚି  ମା’ଙ୍କୁ ଦର୍ଶନ କରିବା ସହିତ ପେଣ୍ଡାଲ ବୁଲି ଦେଖିଥିଲେ ନବୀନ

Tags: newsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
March 15, 2026, 8:34 PM
 
S
Overcast
26°C
1.9 m/s
Apparent: 30°C
Pressure: 1012 mb
Humidity: 85%
Winds: 1.9 m/s S
Windgusts: 11.8 m/s
UV-Index: 0
Precip.: 0mm /8% / Rain
Sunrise: 5:54 AM
Sunset: 5:55 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom