• Latest
  • Trending
ହରିଆନା ଆଇପିଏସ ଅଧିକାରୀଙ୍କୁ ନ୍ୟାୟ ଦେବାକୁ ଦାବି କଲା କଂଗ୍ରେସ

ହରିଆନା ଆଇପିଏସ ଅଧିକାରୀଙ୍କୁ ନ୍ୟାୟ ଦେବାକୁ ଦାବି କଲା କଂଗ୍ରେସ

Oct-14-2025 08:37 PM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Thursday, March 12, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ହରିଆନା ଆଇପିଏସ ଅଧିକାରୀଙ୍କୁ ନ୍ୟାୟ ଦେବାକୁ ଦାବି କଲା କଂଗ୍ରେସ

by M M
Oct-14-2025 08:37 PM IST
in ଦେଶ ବିଦେଶ
0
ହରିଆନା ଆଇପିଏସ ଅଧିକାରୀଙ୍କୁ ନ୍ୟାୟ ଦେବାକୁ ଦାବି କଲା କଂଗ୍ରେସ
491
SHARES
1.4k
VIEWS
Share on FacebookShare on Twitter
ଭୁବନେଶ୍ୱର : ହରିଆନାରେ  ଅନୁସୂଚିତ ଜାତିବର୍ଗର ଅଫିସରଙ୍କ ପ୍ରତି ଅନ୍ୟାୟ ହୋଇଛି । ତାଙ୍କ ଆତ୍ମହତ୍ୟା ପରେ ତାଙ୍କୁ ନ୍ୟାୟ ଦେବା ଦାବି କରିଛି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି  । ଏନେଇ  ପ୍ରେସ ମିଟ ମାଧ୍ୟମରେ କଂଗ୍ରେସ କହିଛି ଯେ   ୨୦୦୧ ବ୍ୟାଚର ଆଇପିଏସ ଅଫିସର ଶ୍ରୀ ୱାଇ.ପୁରନ କୁମାରଙ୍କ  ମୃତ୍ୟୁ ଓ ତାଙ୍କ “ସୁଇସାଇଡ ନୋଟ” ଅନୁଯାୟୀ ହରିଆନା ସରକାର ପଦକ୍ଷେପ ନେଉନାହିଁ ।  ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଏହାକୁ ନିନ୍ଦା କରୁଛି ।   କୁମାର ଜଣେ ଅନୁସୂଚିତ ଜାତିବର୍ଗର ଅଫିସର ଥିଲେ ଓ ସେ ସର୍ବଦା ଚାକିରୀ ଏବଂ ପଦୋନ୍ନତି କ୍ଷେତ୍ରରେ ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗର ଅଧିକାରୀ ମାନଙ୍କର ଅନୁପାତିକ ସଂରକ୍ଷଣ ସପକ୍ଷରେ ସ୍ୱର ଉତ୍ତୋଳନ କରୁଥିଲେ । ଗତ ଅକ୍ଟୋବର ୭ ତାରିଖରେ ସେ ଲେଖିଥିବା ୯ ପୃଷ୍ଠା ବିଶିଷ୍ଟ “ସୁଇସାଇଡ” ନୋଟ ଅନୁଯାୟୀ ହରିଆନା ପୋଲିସ ଡିଜି ଶତୃଜିତ କପୁର ଓ ଅନ୍ୟ ୧୬ ଜଣ ଆଇଏଏସ ଏବଂ ଆଇପିଏସ ଅଧିକାରୀ ମାନେ ତାଙ୍କୁ ଜାତିଗତ ନିର୍ଯ୍ୟାତନା ଦେଇଛନ୍ତି ବୋଲି ଉଲ୍ଲେଖ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ହରିଆନା ସରକାର କୌଣସି ଜଣେ ମଧ୍ୟ ଅଧିକାରୀଙ୍କୁ ତଦନ୍ତ ପରିସର ଭୁକ୍ତ କରିନାହାନ୍ତି ।
ଅପର ପକ୍ଷରେ ହରିଆନାର ବିଜେପି ସରକାର ହରିଆନା ପୋଲିସ ମହାନିର୍ଦ୍ଦେଶକଙ୍କୁ ତଦନ୍ତରୁ ବଞ୍ଚାଇବାପାଇଁ ଛୁଟିରେ ପଠେଇଦେଇଛନ୍ତି । ଆହୁରି ମଧ୍ୟ ସୂଚନା ଯୋଗ୍ୟ ଯେ ମୃତ ଆଇପିଏସ ଅଧିକାରୀ ଶ୍ରୀ କୁମାରଙ୍କ ଧର୍ମପତ୍ନୀ ଅମନିତ ପି କୁମାର ଯିଏ ମଧ୍ୟ ଜଣେ ଆଇଏଏସ ଅଧିକାରୀ ସୁଇସାଇଡ ନୋଟରେ ଥିବା ଅଧିକାରୀ ମାନଙ୍କ ନାମରେ ଏତଲା ରୁଜୁ କରିଛନ୍ତି । କିନ୍ତୁ ଏ ପର୍ଯ୍ୟନ୍ତ ହରିଆନା ସରକାର ତାଙ୍କ ଏତଲା ଉପରେ କୌଣସି କାର୍ଯ୍ୟାନୁଷ୍ଠାନ କରି ନାହାନ୍ତି ଯାହାକି ହରିଆନା ସରକାରଙ୍କ ଜାତିଗତ ବିଦ୍ୱେଷ ଭାବର ପ୍ରମାଣିତ କରୁଅଛି ।
ଉଲ୍ଲେଖ ଯୋଗ୍ୟ ଯେ ଆଜି ସଂସଦର ବିରୋଧି ଦଳ ନେତା ଶ୍ରୀ ରାହୁଲ ଗାନ୍ଧୀ ଘଟଣାସ୍ଥଳକୁ ପରିଦର୍ଶନ କରିଛନ୍ତି । ଏଣୁ ଆମ୍ଭେମାନେ ମଧ୍ୟ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ତରଫରୁ ଶ୍ରୀ କୁମାରଙ୍କ ସୁଇସାଇଡ ନୋଟରେ ଉଲ୍ଲେଖିତ ଥିବା ସମସ୍ତ ଅଧିକାରୀଙ୍କୁ ତଦନ୍ତ ପରିସରଭୁକ୍ତ କରିବାପାଇଁ ଓ ସିବିଆଇକୁ ଏହି ତଦନ୍ତଭାର  ଦେବାପାଇଁ ଦାବି କରୁଅଛୁ ।  ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀଯୁକ୍ତ ରାମଚନ୍ଦ୍ର କାଡାମ, ପୂର୍ବତନ ସାଂସଦ ଶ୍ରୀଯୁକ୍ତ ଅନନ୍ତ ପ୍ରସାଦ ସେଠୀ, ରାଜ୍ୟ କଂଗ୍ରେସ ଅନୁସୂଚିତ ଜାତି ବିଭାଗ ଅଧ୍ୟକ୍ଷ ଆଇନଜୀବି ମାନସ କୁମାର ମଲ୍ଲିକ, ପିସିସି ସମ୍ପାଦିକା ଶ୍ରୀମତୀ ଅନିମା ମିଞ୍ଜ ଉପସ୍ଥିତ ଥିଲେ ।
Share196Tweet123
M M

M M

ଆଜିର ପାଗ

Bhubaneswar
March 12, 2026, 11:38 PM
 
S
Partly cloudy
26°C
2.9 m/s
Apparent: 29°C
Pressure: 1009 mb
Humidity: 87%
Winds: 2.9 m/s S
Windgusts: 9.3 m/s
UV-Index: 0
Precip.: 0mm /3% / Rain
Sunrise: 5:57 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom