• Latest
  • Trending

ଘାସିରାମ ମାଝୀଙ୍କୁ କଂଗ୍ରେସ ଟିକେଟ

Oct-08-2025 03:06 AM IST

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

Dec-07-2025 06:45 PM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST

ବିଶାଖାପାଟନମରେ ଭାରତର ଦମଦାର ବିଜୟ

Dec-07-2025 10:19 AM IST
ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

Dec-07-2025 08:41 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-07-2025 08:33 AM IST
ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

Dec-06-2025 09:51 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-06-2025 09:46 AM IST
ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

Dec-05-2025 05:33 PM IST
ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

Dec-05-2025 01:20 PM IST
  • About
  • Careers
  • Contact Us
Sunday, December 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଘାସିରାମ ମାଝୀଙ୍କୁ କଂଗ୍ରେସ ଟିକେଟ

by M M
Oct-08-2025 03:06 AM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା ଉପନିର୍ବାଚନ ପାଇଁ ରାଜ୍ୟର ତିନୋଟି ପ୍ରମୁଖ ଦଳ ଲଢ଼େଇ ମଇଦାନକୁ ଓହ୍ଲାଇବେ । ତେବେ ପ୍ରଥମ ଦଳ ଭାବେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରିଛି। ଶ୍ରୀ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି। ଆସନ୍ତା ନଭେମ୍ବର ୧୧ ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ। ଏଥି ପାଇଁ କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଦେଇଛି।

୨୦୨୪ ନିର୍ବାଚନକୁ ମିଶାଇ ଶ୍ରୀ ମାଝୀ  ମୋଟ ୩ ଥର ଲଢି ହାରିଥିଲେ। ୨୦୧୪ ଓ ୨୦୧୯ରେ ସେ କଂଗ୍ରେସ ଦଳର ପ୍ରାର୍ଥୀ ହୋଇଥିବା ବେଳେ ୨୦୨୪ ନିର୍ବାଚନରେ ତାଙ୍କୁ ଦଳୀୟ ଟିକଟ ନ ମିଳିବାରୁ ସେ ସ୍ବାଧୀନ ଭାବେ ଲଢି ୫୦ ହଜାର ୯୪୧ ଖଣ୍ଡ ଭୋଟ୍ ପାଇବା ସହ ଦ୍ବିତୀୟ ସ୍ଥାନରେ ଥିଲେ। କଂଗ୍ରେସର ଦଳୀୟ ପ୍ରାର୍ଥୀ ତଥା ତତ୍କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ୧୫ ହଜାରରୁ ଅଧିକ ଭୋଟ ପାଇଥିବାରୁ କଂଗ୍ରେସ ଖାତାରେ ୬୫ ହଜାରରୁ ଅଧିକ ଭୋଟ୍ ଥିବା ନେଇ ପିସିସି ସଭାପତି ଆକଳନ କରିଆସୁଥିଲେ। ତେଣୁ ଏ ଥର ସେ ଜିତିବାରେ ଅସୁବିଧା ହେବନାହିଁ ବୋଲି ଶ୍ରୀ ଦାସ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷରେ ବିଜେଡି ଓ ବିଜେପି କାହାକୁ ପ୍ରାର୍ଥୀ କରିବେ ସେ ନେଇ ଦ୍ବନ୍ଦ୍ବରେ ଅଛନ୍ତି। ଆହୁରି ମଧ୍ୟ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପିସିସି ସଭାପତିଙ୍କ ଲୋକସଭା କ୍ଷେତ୍ର କଳାହାଣ୍ଡିର ଅଂଶବିଶେଷ ହୋଇଥିବାରୁ କଂଗ୍ରେସ ପ୍ରଚାର ଦୃଷ୍ଟିରୁ ଆଗୁଆ ଥିବା ସ୍ପଷ୍ଟ ହୋଇଛି। ଶ୍ରୀ ଦାସ ଗତ ସୋମବାରଠାରୁ ନୂଆପଡ଼ାରେ ୪ ଦିନ ପାଇଁ ଡେରା ପକାଇ ଅଛନ୍ତି। ପ୍ରଥମ ଦିନର ରାଲିରେ କର୍ମୀମାନେ ଉତ୍ସାହିତ ଦେଖାଯାଇଥିଲେ।

ନୂଆପଡ଼ା ଜିଲ୍ଲା କଂଗ୍ରେସ କମିଟିର ସଭାପତି ଘାସିରାମ ମାଝୀଙ୍କୁ ଦଳୀୟ ପ୍ରାର୍ଥୀ କରିବା ପାଇଁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ଓ ପିସିସିର ରାଜନୈତିକ ବ୍ୟାପାର କମିଟିର ସର୍ବସମ୍ମତ ପ୍ରସ୍ତାବରେ ମଙ୍ଗଳବାର ମୋହର ଲଗାଇଛି ଏଆଇସିସି। ଆଜି ଏହି ମର୍ମରେ ଏଆଇସିସି ପକ୍ଷରୁ ସାଧାରଣ ସଂପାଦକ (ସଙ୍ଗଠନ) ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଶ୍ରୀ ମାଝୀଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷିତ ହେବାପରେ ଦଳୀୟ ମହଲରେ ଆନନ୍ଦ ପ୍ରକାଶ ପାଇଛି। ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରଠାରୁ ସମ୍ଭାବ୍ୟ ଉପନିର୍ବାଚନ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ମୂଳରୁ ହିଁ ଶ୍ରୀ ମାଝୀ ଦଳର ପ୍ରାର୍ଥୀ ହେବେ ବୋଲି ପିସିସି ସଭାପତିଙ୍କ ଅନୁମାନ ସତ୍ୟ ହୋଇଛି।

ଘାସିରାମ ମାଝୀ ୨୦୨୪ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ୫୦,୯୪୧ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଥିଲେ । ବିଜେଡି ଓ ବିଜେପି ପ୍ରାର୍ଥୀ ଚୟନରେ ଦ୍ୱନ୍ଦ୍ୱରେ ଥିବା ବେଳେ, କଂଗ୍ରେସ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ନୂଆପଡ଼ାରେ ପ୍ରଚାର ଆରମ୍ଭ କରି ଆଗୁଆ ଅଛି।

 

Share196Tweet123
M M

M M

ଆଜିର ପାଗ

Bhubaneswar
December 7, 2025, 11:20 PM
 

NE
Overcast
18°C
0.8 m/s
Apparent: 18°C
Pressure: 1016 mb
Humidity: 71%
Winds: 0.8 m/s NE
Windgusts: 5.4 m/s
UV-Index: 0
Precip.: 0mm /0% / Rain
Sunrise: 6:09 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

December 7, 2025
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

December 7, 2025
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

December 7, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom