• Latest
  • Trending
ନେହେରୁଙ୍କ ନାମ କୁ ନେଇ ପୁଣି ହେଲା ରାଜନୀତି

ନେହେରୁଙ୍କ ନାମ କୁ ନେଇ ପୁଣି ହେଲା ରାଜନୀତି

Aug-15-2024 02:58 PM IST

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

Oct-24-2025 05:56 PM IST
ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

Oct-24-2025 05:32 PM IST
କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

Oct-24-2025 04:08 PM IST
ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

Oct-24-2025 03:29 PM IST
ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

Oct-24-2025 03:02 PM IST
ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

Oct-24-2025 10:18 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ

କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ

Oct-24-2025 09:40 AM IST
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

Oct-24-2025 09:36 AM IST
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

Oct-23-2025 07:51 PM IST
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

Oct-23-2025 07:37 PM IST
  • About
  • Careers
  • Contact Us
Saturday, October 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ନେହେରୁଙ୍କ ନାମ କୁ ନେଇ ପୁଣି ହେଲା ରାଜନୀତି

by M M
Aug-15-2024 02:58 PM IST
in ଦେଶ ବିଦେଶ
0
ନେହେରୁଙ୍କ ନାମ କୁ ନେଇ ପୁଣି ହେଲା ରାଜନୀତି
491
SHARES
1.4k
VIEWS
Share on FacebookShare on Twitter

ଭାରତୀୟ ରାଜନୀତିରେ ନେହରୁ ହେଉଛନ୍ତି ପ୍ରଥମ ପ୍ରଧାନମନ୍ତ୍ରୀ । ତେବେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ତାଙ୍କ ନାମ ନଥିବାରୁ କଂଗ୍ରେସ ଚିହିଁକି ଉଠିଛି । ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ବିଜେପି ଜାଣିଶୁଣି  ଇତିହାସରୁ ହଟାଇବାକୁ ଷଡ଼ଯନ୍ତ୍ର କରୁଥିବା କଂଗ୍ରେସ ଅଭିଯୋଗ କରିଛି ।  ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ଭାଷଣରେ ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ନାମ ନଥିବା ନେଇ କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ଆପତ୍ତି ଉଠାଇଛନ୍ତି ।  ସ୍ୱାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ୱାଧୀନତା ଆନ୍ଦୋଳନର ପ୍ରସିଦ୍ଧ ବ୍ୟକ୍ତିତ୍ୱମାନଙ୍କ ବିଷୟରେ ସ୍ମୃତିଚାରଣ କରିଥିଲେ । ରାଷ୍ଟ୍ରପତିଙ୍କ ସମ୍ବୋଧନରେ ସ୍ୱାଧୀନତା ଆନ୍ଦୋଳନର ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ନାମ ଉଲ୍ଲେଖ ନଥିଲା । ରମେଶ ଅଭିଯୋଗ କରିଛନ୍ତି ଯେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ନାମକୁ ଇତିହାସରୁ ହଟାଇବା ପାଇଁ ବିଜେପି ସରକାର ଜାଣିଶୁଣି ଏପରି କରିଛନ୍ତି ।

କଂଗ୍ରେସର ମହାସଚିବ ଜୟରାମ ରମେଶ ବିଜେପି ଉପରେ ବର୍ଷିଛନ୍ତି । ସେ ମନେ ପକାଇ ଦେଇଛନ୍ତି ଯେ ୧୪ ଅଗଷ୍ଟ ୧୯୪୭ ମଧ୍ୟରାତ୍ରିରେ ଜବାହରଲାଲ ନେହେରୁ ସେଣ୍ଟ୍ରାଲ ହଲରେ ଭାଷଣ ଦେଇଥିଲେ। ସେ କହିଛନ୍ତି, ୧୫ ଅଗଷ୍ଟ ୧୯୪୭ରେ ଅଲ ଇଣ୍ଡିଆ ରେଡିଓରେ ଦେଶ ଉଦ୍ଦେଶ୍ୟରେ ନେହେରୁ ଭାଷଣ ଦେଇଥିଲେ। ଯେଉଁଥିରେ ସେ ନିଜକୁ’ ଭାରତୀୟ ଜନସାଧାରଣଙ୍କ ପ୍ରଥମ ସେବକ ‘ବୋଲି କହିବା ଆରମ୍ଭ କରିଥିଲେ। ଜାତି ପ୍ରତି ତାଙ୍କର ବାର୍ତ୍ତା ୧୫ ଅଗଷ୍ଟ ୧୯୪୭ ସକାଳେ ଖବରକାଗଜରେ ପ୍ରକାଶିତ ହୋଇଥିଲା।

ଜୟରାମ ରମେଶ କହିଛନ୍ତି ଦେଶ ସ୍ବାଧୀନ ହେବାପରେ ନେହରୁ ଦେଶ ପାଇଁ ଅନେକ ତ୍ୟାଗ କରିଛନ୍ତି , ଲୋକଙ୍କ ସେବା କରିଛନ୍ତି । ଦେଶ ଗଠନରେ ସେ ନିଜ ଜୀବନକୁ ବାଜି ଲଗାଇ ଦେଶସେବା କରିଥିବା ଜୟରାମ ରମେଶ କହିଛନ୍ତି । କଂଗ୍ରେସର ଏହି ଅଭିଯୋଗକୁ ବିଜେପି ପକ୍ଷରୁ ଖଣ୍ଡନ କରାଯାଇଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 25, 2025, 7:13 AM
 

N
Fog
25°C
0.7 m/s
Apparent: 32°C
Pressure: 1010 mb
Humidity: 92%
Winds: 0.7 m/s N
Windgusts: 7.1 m/s
UV-Index: 0
Precip.: 2.5mm /75% / Rain
Sunrise: 5:45 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

October 24, 2025
ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

October 24, 2025
କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

October 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom