• Latest
  • Trending

ହତ୍ୟାକାରୀ ସ୍ବାମୀକୁ ଫାଶୀ ଦଣ୍ଡ

Aug-01-2024 03:45 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ହତ୍ୟାକାରୀ ସ୍ବାମୀକୁ ଫାଶୀ ଦଣ୍ଡ

by M M
Aug-01-2024 03:45 PM IST
in ଅପରାଧ, ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର: ହତ୍ୟାକାରୀ ସ୍ବାମୀକୁ ଫାଶୀ ଦଣ୍ଡ  । ସାତ ଜନ୍କ ପାଇଁ ସାଥି ହେବାକୁ ଶପଥ ନେଇଥବା ସ୍ବାମୀ ଶେଷରେ ସାଜିଲା ହତ୍ୟାକାରୀ । ଆଉ ଦଣ୍ଡ ମିଳିଛି ଏବେ ଫାଶୀ ।  ପତ୍ନୀହନ୍ତାକୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି କୋର୍ଟ । ଖଣ୍ଡଗିରିର ଅଭିଯୁକ୍ତ ସଞ୍ଜିତ ଦାସକୁ ଫାଶୀ ଦଣ୍ଡ ଶୁଣାଇଲେ କୋର୍ଟ। ୨୦୨୨ ଜୁନ ୯ ରେ ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆରେ ସ୍ତ୍ରୀକୁ ବିଭତ୍ସ ଭାବେ ହତ୍ୟା କରିଥିଲା ସ୍ୱାମୀ । ୧୫ ଜଣ ସାକ୍ଷୀ, ସାଇଣ୍ଟିଫିକ ଏଭିଡ଼େନ୍ସ, ଫିଙ୍ଗର ପ୍ରିଣ୍ଟ ଓ ୧୮ ଟି ଡକ୍ୟୁମେଣ୍ଟ ଆଧାରରେ ଏହି ଦଣ୍ଡବିଧାନ ହୋଇଛନ୍ତି । ୩୩ ଥର ଛୁରୀ ଭୂଷି ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା । ଅଭିଯୁକ୍ତର ଝିଅ, ଅଭିଯୁକ୍ତର ମା’ ଓ ଭାଉଜ ଏହି ଲୋମହର୍ଷଣକାରୀ କାହାଣୀ ବଖାଣିବା ପରେ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି ମାନ୍ୟବର କୋର୍ଟ ।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 12:22 PM
 

S
Mainly clear
34°C
3.6 m/s
Apparent: 31°C
Pressure: 1007 mb
Humidity: 97%
Winds: 3.6 m/s S
Windgusts: 10.8 m/s
UV-Index: 0
Precip.: 0mm /35% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom