• Latest
  • Trending

ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ

Aug-13-2024 05:39 PM IST
odisha.newsroom.in

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ କିଏ ? ଚର୍ଚ୍ଚାରେ ଏହି ନେତାଙ୍କ ନାମ…

May-04-2026 06:12 PM IST
odisha.newsroom.in

ତାମିଲନାଡୁରେ ଅଟୋ ଚାଳକଙ୍କ କମାଲ…ବଡ଼ ନେତାଙ୍କୁ ହରାଇଦେଲେ

May-04-2026 05:13 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ

by M M
Aug-13-2024 05:39 PM IST
in ବଡ଼ ଖବର, ଭିଡ଼ିଓ, ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ
0
491
SHARES
1.4k
VIEWS
Share on FacebookShare on Twitter

କଟକ ସ୍ଥିତ ଏସସିବି ମେଡିକାଲରୁ ମଙ୍ଗଳବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୨ ଜଣ ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । କାର୍ଡିଓଲୋଜୀ ବିଭାଗର ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ନେଇ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ ହୋଇଛି ।

ମିଳିଥିବା ସୂଚନାନୁଯାୟୀ, ଇସିଜି କରିବା ବାହାନାରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇ ଥିବା ବେଳେ ପୀଡିତାଙ୍କ ସମ୍ପର୍କୀୟଙ୍କ ଆକ୍ରମଣରେ ଡାକ୍ତର ଗୁରୁତର ହୋଇଛନ୍ତି । ଗୁରୁତର ଡାକ୍ତର ଏସସିବି ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।ଦୁଷ୍କର୍ମ ଅଭିଯୋଗ ନେଇ ଅତିରିକ୍ତ ଡିସିପି ପ୍ରତିକ୍ରିୟା ରଖିଛନ୍ତି ଯେ, ‘୧୬୧,୧୬୪ ଧାରାରେ ପୀଡିତାଙ୍କ ବୟାନ ରେକର୍ଡ କରାଯିବ । ପୀଡିତାଙ୍କ ବୟାନ ରେକର୍ଡ କରାଯାଇ ତଦନ୍ତ କରାଯିବ।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 6:51 PM
 

S
Overcast
29°C
4.1 m/s
Apparent: 31°C
Pressure: 1007 mb
Humidity: 97%
Winds: 4.1 m/s S
Windgusts: 12 m/s
UV-Index: 0
Precip.: 0mm /45% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom