• Latest
  • Trending
ବିଜେପି ବିଧାୟକଙ୍କ ଇଂରାଜୀ କାନମୁଣ୍ଡା ଝାଇଁ ଝାଇଁ

ବିଜେପି ବିଧାୟକଙ୍କ ଇଂରାଜୀ କାନମୁଣ୍ଡା ଝାଇଁ ଝାଇଁ

Nov-17-2024 05:03 PM IST
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

Oct-23-2025 07:51 PM IST
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

Oct-23-2025 07:37 PM IST
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

Oct-23-2025 06:43 PM IST
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

Oct-23-2025 04:44 PM IST
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

Oct-23-2025 01:04 PM IST
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

Oct-23-2025 12:37 PM IST
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

Oct-23-2025 12:26 PM IST
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

Oct-23-2025 12:03 PM IST
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

Oct-23-2025 11:07 AM IST
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

Oct-23-2025 09:49 AM IST
  • About
  • Careers
  • Contact Us
Thursday, October 23, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେପି ବିଧାୟକଙ୍କ ଇଂରାଜୀ କାନମୁଣ୍ଡା ଝାଇଁ ଝାଇଁ

by M M
Nov-17-2024 05:03 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ବିଜେପି ବିଧାୟକଙ୍କ ଇଂରାଜୀ କାନମୁଣ୍ଡା ଝାଇଁ ଝାଇଁ
491
SHARES
1.4k
VIEWS
Share on FacebookShare on Twitter

ବିଧାୟକଙ୍କ ମୁହଁରୁ  ଇଂରାଜୀ ଭାଷଣ ଭିଡିଓ ଏବେ ଭାଇରାଲ ହେଉଛି  ।  ସଭାମଞ୍ଚରେ ଉପସ୍ଥିତ ଅତିଥିମାନେ ପରଷ୍ପରର ମୁହଁକୁ ଚାହୁଁଥିଲେ । ବିଧାୟକ କ’ଣ କହୁଛନ୍ତି କେହି ବୁଝିପାରୁ ନ ଥିଲେ । କାରଣ ସେହି ଇଂରାଜୀର ଅର୍ଥ ନଥିଲା । କଟକ ବାଲିଯାତ୍ରା ମହୋତ୍ସବର ଉଦଘାଟନୀ ସମାରୋହରେ କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀଙ୍କ ଇଂରାଜୀ ଭାଷଣ ଆଜି ସୋସିଆଲ୍ ମିଡିଆରେ ପ୍ରବଳ ମାତ୍ରାରେ ଭାଇରାଲ୍ ହେଉଛି । ଏହି ଭାଷଣଟିକୁ ଶୁଣୁଥିବା ଜ୍ଞାନୀ, ମାନୀ ଲୋକ ଲାଜରେ କାନମୁଣ୍ଡା ଆଉଁଷି ପକଉଛନ୍ତି । ବିଧାୟକ ତାଙ୍କ ଭାଷଣର କ’ଣ କହୁଛନ୍ତି କେହି ବୁଝିପାରୁନାହାନ୍ତି । ୧୪ ରାଷ୍ଟ୍ରର ପ୍ରତିନିଧିଙ୍କ ଗହଣରେ ଓଡିଆ ଅସ୍ମିତାର ପ୍ରତୀକ କଟକ ବାଲିଯାତ୍ରା ଭଳି ଐତିହାସିକ ସମାରୋହରେ ବିଧାୟକଙ୍କ ବିକୃତ ଇଂରାଜୀ ଭାଷଣ ସାଧାରଣରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 23, 2025, 8:19 PM
 

SSE
Clear sky
27°C
0.9 m/s
Apparent: 32°C
Pressure: 1011 mb
Humidity: 83%
Winds: 0.9 m/s SSE
Windgusts: 5.6 m/s
UV-Index: 0
Precip.: 0mm /8% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

October 23, 2025
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

October 23, 2025
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom