• Latest
  • Trending
କେଉଁଠି ଅଛି ବାତ୍ୟା ଦାନା

କେଉଁଠି ଅଛି ବାତ୍ୟା ଦାନା

Oct-23-2024 02:07 PM IST

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

Nov-04-2025 05:16 PM IST
ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

Nov-04-2025 04:21 PM IST
ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

Nov-04-2025 04:04 PM IST
ନୂଆପଡ଼ା ଉପ-ନିର୍ବାଚନ:  ପ୍ରତିଷ୍ଠା ବଞ୍ଚାଇବାକୁ ତିନି ଦଳର ଜୋରଦାର ପ୍ରଚାର

ନୂଆପଡ଼ା ଉପ-ନିର୍ବାଚନ:  ପ୍ରତିଷ୍ଠା ବଞ୍ଚାଇବାକୁ ତିନି ଦଳର ଜୋରଦାର ପ୍ରଚାର

Nov-04-2025 09:38 AM IST
ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

Nov-04-2025 09:03 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Nov-04-2025 08:55 AM IST
ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

Nov-03-2025 03:11 PM IST
ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

Nov-03-2025 11:05 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-03-2025 10:35 AM IST
ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତିଲା

ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତିଲା

Nov-03-2025 10:26 AM IST
  • About
  • Careers
  • Contact Us
Tuesday, November 4, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

କେଉଁଠି ଅଛି ବାତ୍ୟା ଦାନା

by M M
Oct-23-2024 02:07 PM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସାମୁଦ୍ରିକ ବାତ୍ୟା ‘ଦାନା’ ସୃଷ୍ଟି ହୋଇଛି। ‘ଦାନା’ର ପ୍ରଭାବ କେନ୍ଦ୍ରାପଡ଼ାଠାରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ରହିବ। ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କିମି ରହିଥିବ। ଅତିରୁ ଅତିପ୍ରବଳ ବର୍ଷା ହେଉଥିବ। ବେଳେବେଳେ ପବନର ବେଗ ୧୨୦ କିମି ଛୁଇଁପାରେ। ୨୪ ତାରିଖ ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବାକୁ ଥିବା ଏହି ବାତ୍ୟାର ପ୍ରଭାବ ବହୁ କମ୍‌ ସମୟ ରହିବ। ସ୍ଥଳଭାଗରେ ମାତ୍ର ୩୦ କିମି ପର୍ଯ୍ୟନ୍ତ ବାତ୍ୟା ତାଣ୍ଡବ ରଚିବ ଏବଂ ୨୫ ତାରିଖ ଭୋର ବେଳକୁ ଗଭୀର ଅବପାତରେ ପରିଣତ ହୋଇସାରିଥିବ।

ବାତ୍ୟାର କେନ୍ଦ୍ର ଚାରିପାଖରେ ସମୁଦ୍ର ଭିତରେ ସର୍ବାଧିକ ପବନର ବେଗ  ଘଣ୍ଟା ପ୍ରତି ୮୫ କିମି ରହିଛି ବାତ୍ୟାର କେନ୍ଦ୍ର ଚାରିପାଖରେ ପରିଧି ୪୯୦ କିମି ପାଖାପାଖି ରହିଛି।ଏହାର ବାହ୍ୟ ଅଂଶ ଅର୍ଥାତ ଚାରିପାଖରେ ଥିବା ବାଦଲ ଉପକୂଳ ଛୁଇଁବା ଆରମ୍ଭ କରିଛି।

ଯାହାର ପ୍ରଭାବରେ କେନ୍ଦ୍ରାପଡ଼ା, ଭଦ୍ରକର କିଛି ଅଂଶରେ ତୀବ୍ର ବର୍ଷା ସହ ପବନର ବେଗ ଘଣ୍ଟା ପ୍ରତି  ୩୦ ରୁ ୪୦  କିମି ରହୁଛି। ଧୀରେ ଧୀରେ ଏହି ବର୍ଷା ଉପକୂଳର ଅନ୍ୟ ଜିଲ୍ଲାରେ ପ୍ରଭାବ ବିସ୍ତାର ହେବ। ଉପକୂଳ ସହ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହ ଆସନ୍ତା କାଲି ଠାରୁ ବର୍ଷାର ପ୍ରଭାବ,ଓ ପରିମାଣ ବଢିବ।

ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ପ୍ରାୟ ୯ଟି ଜିଲ୍ଲା ଉପରେ ପଡ଼ିବ । ଜଗତସିଂହପୁର ପାଇଁ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ବାଲେଶ୍ବର ପାଇଁ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଭଦ୍ରକ ପାଇଁ କ୍ରୀଡ଼ା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ମୟୂରଭଞ୍ଜ ପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପୁରୀ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରାପଡ଼ା ପାଇଁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଗଞ୍ଜାମ ପାଇଁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, କେନ୍ଦୁଝର ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, କଟକ ପାଇଁ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଦାୟିତ୍ବ ଦିଆଯାଇଛି।

ରାଜ୍ୟ ସରକାର ୬ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ ୬ଟି ଜିଲ୍ଲାର ଦାୟିତ୍ବ ଦେଇଛନ୍ତି। ୨୩ତାରିଖ ସକାଳ ସୁଦ୍ଧା ଏହି ଆଇଏଏସ୍‌ ଅଧିକାରୀମାନଙ୍କୁ ସେମାନଙ୍କୁ ଆବଣ୍ଟନ ହୋଇଥିବା ଜିଲ୍ଲାରେ ପହଞ୍ଚିବାକୁ କୁହାଯାଇଛି। ସ୍ବତନ୍ତ୍ର ରିଲଫ କମିସନରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମା ଅନୁଯାୟୀ, ଲଘୁ ଖଣିଜ ନିର୍ଦ୍ଦେଶକ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ, ପର୍ଯ୍ୟଟନ ସଚିବ ବଲୱନ୍ତ ସିଂହଙ୍କୁ ପୁରୀ, ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକ ବିିନୀତ ଭରଦ୍ୱାଜଙ୍କୁ ମୟୂରଭଞ୍ଜ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀଙ୍କୁ ଜଗତସିଂହପୁର, ପର୍ଯ୍ୟଟନ ନିର୍ଦ୍ଦେଶକ ସମର୍ଥ ବର୍ମାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଦାୟିତ୍ୱ ଦିଆଯାଇଛି।

ଏହି ଅଧିକାରୀମାନେ ପୂର୍ବରୁ ସଂପୃକ୍ତ ଜିଲ୍ଲାରେ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିବାର ଅଭିଜ୍ଞତା ଅଛି। ତେଣୁ ସେମାନଙ୍କୁ ଏହି ଜରୁରୀ ପରିସ୍ଥିତିରେ ଉକ୍ତ ଜିଲ୍ଲାକୁ ପଠାଯାଇଛି। ଅପରପକ୍ଷେ ବାତ୍ୟା ମୁକାବିଲା ଓ ରିଲିଫ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସମସ୍ତ ବିଧାୟକ/ବିଧାୟିକାମାନେ ନିଜ ନିର୍ବାଚନ ମଣ୍ଡଳୀରେ ଉପସ୍ଥିତ ରହି ଜିଲ୍ଲା ପ୍ରଶାସନ ଓ ଅଞ୍ଚଳବାସୀଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
November 4, 2025, 5:40 PM
 

NE
Mainly clear
26°C
0.9 m/s
Apparent: 26°C
Pressure: 1009 mb
Humidity: 79%
Winds: 0.9 m/s NE
Windgusts: 4.8 m/s
UV-Index: 0
Precip.: 0mm /0% / Rain
Sunrise: 5:49 AM
Sunset: 5:10 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

November 4, 2025
ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

November 4, 2025
ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

ଟ୍ରମ୍ପଙ୍କ ବଡ଼ ଦାବି: ପାକିସ୍ତାନ, ରୁଷ ଓ ଚୀନ୍ କରୁଛନ୍ତି ଗୁପ୍ତ ପରମାଣୁ ପରୀକ୍ଷଣ

November 4, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom