• Latest
  • Trending
ପ୍ରବଳ ବର୍ଷିବ, ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଆସୁଛି ବାତ୍ୟା

ପ୍ରବଳ ବର୍ଷିବ, ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଆସୁଛି ବାତ୍ୟା

Oct-26-2025 07:38 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-05-2026 06:57 AM IST
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

Feb-05-2026 06:55 AM IST
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

Feb-05-2026 07:39 AM IST
ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

Feb-04-2026 10:25 PM IST
ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

Feb-04-2026 10:21 PM IST
ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

Feb-04-2026 10:17 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
  • About
  • Careers
  • Contact Us
Friday, February 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ପ୍ରବଳ ବର୍ଷିବ, ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଆସୁଛି ବାତ୍ୟା

by M M
Oct-26-2025 07:38 PM IST
in ରାଜ୍ୟ
0
ପ୍ରବଳ ବର୍ଷିବ, ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଆସୁଛି ବାତ୍ୟା
491
SHARES
1.4k
VIEWS
Share on FacebookShare on Twitter

ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଉ ୨୪ଘଣ୍ଟା ଭିତରେ ଭୟଙ୍କର ରୂପ ଧାରଣ କରିବ।  ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ।

ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ପଡ଼ିବ ।  ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।  ଏନେଇ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ରାଜ୍ୟର ସମସ୍ତ ଜିଲାକୁ ବାତ୍ୟା ଓ ବର୍ଷା ଆଲର୍ଟ ଜାରି କରାଯାଇଛି। ବାତ୍ୟାର ପ୍ରକୋପ ୧୫ ଜିଲା ଉପରେ ଅଧିକ ରହୁଥିବାରୁ ସେଠାରେ ସଜାଗ ରହିବାକୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିି।

ସାମୁଦ୍ରିକ ବାତ୍ୟାର ମୁକାବିଲା ପାଇଁ ଓଡ଼ଶା ସରକାର ପ୍ରସ୍ତୁତି କରିଛନ୍ତି। ବାତ୍ୟା ଏବେ ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଥିବା ବେଳେ ଏହା ଘଣ୍ଟା ପିଛା ୬ କିଲୋମିଟର ବେଗରେ ଗତି କରୁଛି। ଭାରତୀୟ ପାଣିପାଗ ବିଭାଗ କହିଛି ଯେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ଅକ୍ଟୋବର ୨୭ ତାରିଖରେ ଏହା ବାତ୍ୟାର ରୂପ ନେବ ।  ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେଉଛି।

ବାତ୍ୟାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ଓଡ଼ିଶାର ‌ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଥିବା ସମ୍ଭାବ୍ୟ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବନି। ଅକ୍ଟୋବର ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆନ୍ଧ୍ରପ୍ରଦେଶର ମଛଲିପାଟନମ ଏବଂ କଳିଙ୍ଗପାଟଣା ମଝିରେ ଏହା ସ୍ଥଳଭାଗ ସ୍ପର୍ଶ କରିବ। ଓଡ଼ିଶାରେ ବାତ୍ୟାର ପ୍ରଭାବ ନରହିଲେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ।

ଲୋକଙ୍କର ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
February 6, 2026, 4:40 AM
 
N
Clear sky
19°C
0.6 m/s
Apparent: 22°C
Pressure: 1016 mb
Humidity: 95%
Winds: 0.6 m/s N
Windgusts: 6 m/s
UV-Index: 0
Precip.: 0mm /0% / Rain
Sunrise: 6:20 AM
Sunset: 5:40 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 5, 2026
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

February 5, 2026
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

February 5, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom