• Latest
  • Trending
ବର୍ଷା ଆରମ୍ଭ : ରାଜ୍ୟ ସରକାର ପ୍ରସ୍ତୁତ

ବର୍ଷା ଆରମ୍ଭ : ରାଜ୍ୟ ସରକାର ପ୍ରସ୍ତୁତ

Oct-28-2025 09:25 AM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Sunday, February 1, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ବର୍ଷା ଆରମ୍ଭ : ରାଜ୍ୟ ସରକାର ପ୍ରସ୍ତୁତ

by M M
Oct-28-2025 09:25 AM IST
in ଆଜିର ପାଗ
0
ବର୍ଷା ଆରମ୍ଭ : ରାଜ୍ୟ ସରକାର ପ୍ରସ୍ତୁତ
492
SHARES
1.4k
VIEWS
Share on FacebookShare on Twitter

ବଙ୍ଗୋପସାଗରରେ ବଳ ଗୋଟାଇ ସ୍ଥଳଭାଗ ମୁହାଁ ବାତ୍ୟା ମୋନ୍ଥା। ଆଜି ସକାଳ ସୁଦ୍ଧା ଏହା ଭୀଷଣ ବାତ୍ୟା ବା ଭୟଙ୍କର ଘୁର୍ଣ୍ଣିଝଡ଼ର ରୂପ ନେଇ ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା କାକିନାଡା ପାଖାପାଖି ମଛଲିପଟନମ ଏବଂ କଳିଙ୍ଗପଟନମ ମଝିରେ ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ୯୦ରୁ ଶହେ କିଲୋମିଟର ବେଗରେ ପବନ ଓ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ହେବା ସମ୍ଭାବନା ରହିଛି। ଘଣ୍ଟାପ୍ରତି ୧୫ କିଲୋମିଟର ରହିଛି ବାତ୍ୟାର ବେଗ ।

କାକିନାଡାଠାରୁ ୩୧୦, ବିଶାଖାପାଟଣାଠାରୁ ୩୭୦ କିଲୋମିଟର ଓ ଗୋପାଳପୁର ଠାରୁ ୫୭୦ କିଲୋମିଟର ଦକ୍ଷିଣରେ ରହିଛି ସାମୁଦ୍ରିକ ଝଡ଼ । ଗତକାଲି ଠାରୁ ବର୍ଷା ଆରମ୍ଭ ହୋଇଥିବା ବେଳେ ଏହାର ପରିମାଣ ଆହୁରି ବଢ଼ିବ । ବିଶେଷ କରି ଗଜପତି, ରାୟଗଡ଼ା, କୋରାପୁଟ ,କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ରହିବ ସର୍ବାଧିକ ପବନର ପ୍ରଭାବ । ସେଥିପାଇଁ ଏହି ସବୁ ଜିଲ୍ଲା କୁ ରେଡ ଆଲର୍ଟ ଜାରି କରିଛି ବିଭାଗ । ଗଞ୍ଜାମ କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦେଇଛି ବିଭାଗ । ଏଠାରେ ପବନର ବେଗ ଘଣ୍ଟାପ୍ରତି ୬୦ ରୁ ୭୦ କିଲୋମିଟର ହେବାକୁ ଥିବା ବେଳେ ୮୦ କିମି ପ୍ରତି ଘଣ୍ଟାରେ ରହିବ ଝଟକା ପବନ ।

ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ବର୍ଷା ଆରମ୍ଭ ହୋଇଛି । ଏହା ଅକ୍ଟୋବର ୩୦ ଯାଏଁ ଜାରି ରହିବ। ପବନର ବେଗ ଘଣ୍ଟା ପିଛା ୬୦ରୁ ୭୦ ରହିବ। ଏଥି ସହିତ ଝଟକା ପବନର ବେଗ ଘଣ୍ଟା ପିଛା ୮୦ ପର୍ଯ୍ୟନ୍ତ ହୋଇପାରେ। ରାଜ୍ୟରେ ଥିବା ବନ୍ଦରଗୁଡ଼ିକୁ ୩ ନମ୍ବର ବିପଦ ସଂକେତ ଦିଆଯାଇଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ରାଜ୍ୟ ସରକାର ବିଭିନ୍ନ ବିଭାଗକୁ ନେଇ ସତର୍କ କରାଇଛନ୍ତି। ସ୍ବତନ୍ତ୍ର ରିଲିଫ କମିସନର ପକ୍ଷରୁ ନେଇ ପ୍ରସ୍ତୁତି ଜାରି ରହିଛି। ସେହିପରି ଜଳ ସମ୍ପଦ ବିଭାଗ ମଧ୍ୟ ନିଜର ଅଧିକାରୀମାନଙ୍କୁ ସତର୍କ ଓ ପ୍ରସ୍ତୁତ ରହିବାକୁ କହିଛି। ସମ୍ଭାବ୍ୟ ବାତ୍ୟା ପାଇଁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସମୀକ୍ଷା କରିଛନ୍ତି। ସେ କହିଛନ୍ତି, ବାତ୍ୟା ପାଇଁ ସ୍କୁଲ ଛୁଟି ନେଇ ଆସନ୍ତାକାଲି ନିଷ୍ପତ୍ତିି ନିଆଯିବ। ଆଜି ସମସ୍ତ ସରକାରୀ କର୍ମଚାରୀ ଅଫିସରେ ରହିବେ। ଅଧିକାରୀଙ୍କ ଛୁଟି ବାତିଲ ନେଇ କାଲି ନିଷ୍ପତ୍ତି ହେବ। ଛୁଟି ହେବ କି ନାହିଁ କାଲି ନିଷ୍ପତ୍ତି ନିଆଯିବ।

Share197Tweet123
M M

M M

ଆଜିର ପାଗ

Bhubaneswar
February 1, 2026, 9:17 PM
 

SSE
Overcast
21°C
1.3 m/s
Apparent: 23°C
Pressure: 1018 mb
Humidity: 84%
Winds: 1.3 m/s SSE
Windgusts: 5.3 m/s
UV-Index: 0
Precip.: 0mm /0% / Rain
Sunrise: 6:22 AM
Sunset: 5:37 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom