• Latest
  • Trending
ସନ୍ଧ୍ୟା ପରେ ଆନ୍ଧ୍ର ଉପକୂଳ ଅତିକ୍ରମ କରି କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମୋନ୍ଥା’

ସନ୍ଧ୍ୟା ପରେ ଆନ୍ଧ୍ର ଉପକୂଳ ଅତିକ୍ରମ କରି କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମୋନ୍ଥା’

Oct-28-2025 10:50 AM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ସନ୍ଧ୍ୟା ପରେ ଆନ୍ଧ୍ର ଉପକୂଳ ଅତିକ୍ରମ କରି କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମୋନ୍ଥା’

by M M
Oct-28-2025 10:50 AM IST
in ଆଜିର ପାଗ, ରାଜ୍ୟ
0
ସନ୍ଧ୍ୟା ପରେ ଆନ୍ଧ୍ର ଉପକୂଳ ଅତିକ୍ରମ କରି କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମୋନ୍ଥା’
491
SHARES
1.4k
VIEWS
Share on FacebookShare on Twitter

ବାତ୍ୟା ‘ମୋନ୍ଥା’ର ଗତି ଏବଂ ଅବସ୍ଥିତି ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋନ୍ଥା ଗତ ୬ ଘଣ୍ଟାରେ ୧୫ କିଲୋମିଟର ପ୍ରତିଘଣ୍ଟା ବେଗରେ ଗତି କରି ଆଜି ସକାଳ ୫.୩୦ ରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି । ଆଜି ସକାଳଠାରୁ ୨୯ ତାରିଖ ସକାଳ ମଧ୍ୟରେ ଅତ୍ୟନ୍ତ ଉଚ୍ଚର ଜୁଆର ରହିବ ଏବଂ ସମୁଦ୍ର ଅଶାନ୍ତ ପ୍ରକ୍ରିୟା ଲାଗିରହିବ। ୨୮ ତାରିଖ ସକାଳଠାରୁ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟା‌ପ୍ରତି ୬୦ରୁ ୭୦ କିମି ବେଗରେ ପବନ ହେବ। ଝଟକା ପବନର ବେଗ ୮୦ କିମି ଛୁଇଁପାରେ। ଆଖପାଖ ଅଞ୍ଚଳରେ ପବନର ବେଗ ସାମାନ୍ୟ କମ୍‌ ରହିବ। ଅନୁରୂପ ଭାବେ ଉତ୍ତର ଓଡ଼ିଶା ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପବନର ବେଗ ୫୦ରୁ ୭୦ କିମି ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୨୪ ଘଣ୍ଟା ଓଡ଼ିଶା ଉପକୂଳ ସମ୍ପୂର୍ଣ୍ଣ ଅଶାନ୍ତ ରହିବ। ତେଣୁ ୨୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପଗସାର, ଓଡ଼ିଶା ଉପକୂଳ ଓ ନିକଟବର୍ତ୍ତୀ ଅଞ୍ଚଳ ଏବଂ ୨୮ ଓ ୨୯ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ ଅଞ୍ଚଳ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଓଡ଼ିଶାର ସମସ୍ତ ବନ୍ଦର ପାଇଁ ଦୁଇ ନମ୍ବର ସିଗନାଲ୍‌ ଜାରି ହୋଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 12:45 PM
 

S
Mainly clear
34°C
3.7 m/s
Apparent: 31°C
Pressure: 1007 mb
Humidity: 97%
Winds: 3.7 m/s S
Windgusts: 10.8 m/s
UV-Index: 0
Precip.: 0mm /35% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom