• Latest
  • Trending
ପ୍ରବଳ ବର୍ଷିବ

ପ୍ରବଳ ବର୍ଷିବ

August 22, 2024

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

ଭୋଟ ଚୋରି

August 9, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025
  • About
  • Careers
  • Contact Us
Tuesday, August 12, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ପ୍ରବଳ ବର୍ଷିବ

by M M
August 22, 2024
in ଭିଡ଼ିଓ, ରାଜ୍ୟ
0
ପ୍ରବଳ ବର୍ଷିବ
491
SHARES
1.4k
VIEWS
Share on FacebookShare on Twitter

ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂଷ୍ଣିବଳୟ ସୃଷ୍ଟି ହୋଇପାରେ। ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୩ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆକଳନ କରାଯାଇଛି। ତେବେ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ୨୪ତାରିଖରୁ ବଢ଼ିବ ବର୍ଷାର ପରିମାଣ। ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Tags: newsroomodisha
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025

Weather

Bhubaneswar
August 12, 2025, 4:46 pm
 

SSE
Overcast
28°C
0.4 m/s
Apparent: 35°C
Pressure: 1003 mb
Humidity: 91%
Winds: 0.4 m/s SSE
Windgusts: 6.7 m/s
UV-Index: 0
Precip.: 10.2mm /73% / Rain
Sunrise: 5:25 am
Sunset: 6:17 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom