• Latest
  • Trending
ବିହାରରେ ସୁଶାସନର ବିଜୟ : ମୋଦି

ବିହାରରେ ସୁଶାସନର ବିଜୟ : ମୋଦି

Nov-14-2025 07:29 PM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

May-11-2026 07:19 PM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିହାରରେ ସୁଶାସନର ବିଜୟ : ମୋଦି

by M M
Nov-14-2025 07:29 PM IST
in ଦେଶ ବିଦେଶ, ବଡ଼ ଖବର
0
ବିହାରରେ ସୁଶାସନର ବିଜୟ : ମୋଦି
491
SHARES
1.4k
VIEWS
Share on FacebookShare on Twitter

ଆଗାମୀ ବର୍ଷଗୁଡ଼ିକରେ ଆମେ ବିହାରର ବିକାଶ, ଏହାର ଭିତ୍ତିଭୂମି ଏବଂ ରାଜ୍ୟର ସଂସ୍କୃତିକୁ ଏକ ନୂତନ ପରିଚୟ ଦେବା ପାଇଁ ନିଷ୍ଠାର ସହିତ କାର୍ଯ୍ୟ କରିବୁ । ଆମେ ସୁନିଶ୍ଚିତ କରିବୁ ଯେ ଏହାର ଯୁବପିଢ଼ି ଏବଂ ମହିଳାମାନେ ଏକ ସମୃଦ୍ଧ ଜୀବନ ପାଇଁ ପ୍ରଚୁର ସୁଯୋଗ ପାଇବେ । ଏଭଳି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି  । ବିହାର ବିଧାନସଭା ନିର୍ବାଚନ ୨୦୨୫ର ରେଜଲ୍ଟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏନଡିଏର ସହଯୋଗୀ ଦଳଗୁଡ଼ିକୁ ଶୁଭେଚ୍ଛା ଜଣାଇବା ସହ ଏଭଳି କହିଛନ୍ତି । ବିହାରର ଜନତାଙ୍କୁ ଏନଡିଏର ଐତିହାସିକ ସଫଳତା ପାଇଁ ହୃଦୟରୁ ଧନ୍ୟବାଦ ଜଣାଇଛନ୍ତି ।  ବିହାର ନିର୍ବାଚନରେ ଏନଡିଏ ମୋଟ ୨୪୩ ଆସନରୁ ୨୦୦ରୁ ଅଧିକ ସିଟରେ ବିଜୟୀ ହେଉଥିବା ନଜର ଆସୁଛି ।

ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ୍ସରେ ପୋଷ୍ଟ କରି ବିହାରବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ବିହାର ନିର୍ବାଚନ ଫଳାଫଳକୁ ସୁଶାସନର ବିଜୟ ବୋଲି କହିଛନ୍ତି । ସେ କହିଛନ୍ତି ଯେ ବିକାଶର ବିଜୟ ହୋଇଛି । ଜନ କଲ୍ୟାଣର ଭାବନାର ବିଜୟ ହୋଇଛି । ସାମାଜିକ ନ୍ୟାୟର ବିଜୟ ହୋଇଛି । ମୁଁ ବିହାରରେ ମୋ ପରିବାରର ସଦସ୍ୟମାନଙ୍କୁ କୃତଜ୍ଞତା ଜଣାଉଛି, ଯେଉଁମାନେ ୨୦୨୫ ବିଧାନସଭା ନିର୍ବାଚନରେ ଏନଡିଏକୁ ଐତିହାସିକ ଏବଂ ଅଭୂତପୂର୍ବ ବିଜୟ ସହିତ ଆଶୀର୍ବାଦ ଦେଇଛନ୍ତି । ଏହି ବିପୁଳ ଜନାଦେଶ ଆମକୁ ଲୋକଙ୍କ ସେବା କରିବାକୁ ଏବଂ ବିହାର ପାଇଁ ନୂତନ ସଂକଳ୍ପ ସହିତ କାମ କରିବାକୁ ସଶକ୍ତ କରିବ ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 12:48 AM
 
S
Clear sky
27°C
2.5 m/s
Apparent: 32°C
Pressure: 1008 mb
Humidity: 82%
Winds: 2.5 m/s S
Windgusts: 10.4 m/s
UV-Index: 0
Precip.: 0mm /32% / Rain
Sunrise: 5:11 AM
Sunset: 6:14 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom