• Latest
  • Trending
ଆଜି ପବିତ୍ର ଧନତେରାସ୍‌: ଜାଣନ୍ତୁ କ’ଣ ନୂଆ କିଣିଲେ ମଙ୍ଗଳ ହେବ

ଆଜି ପବିତ୍ର ଧନତେରାସ୍‌: ଜାଣନ୍ତୁ କ’ଣ ନୂଆ କିଣିଲେ ମଙ୍ଗଳ ହେବ

Oct-18-2025 09:19 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-06-2026 06:15 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-05-2026 06:57 AM IST
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

Feb-05-2026 06:55 AM IST
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

Feb-05-2026 07:39 AM IST
ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

Feb-04-2026 10:25 PM IST
ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

Feb-04-2026 10:21 PM IST
ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

Feb-04-2026 10:17 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
  • About
  • Careers
  • Contact Us
Friday, February 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଆଜି ପବିତ୍ର ଧନତେରାସ୍‌: ଜାଣନ୍ତୁ କ’ଣ ନୂଆ କିଣିଲେ ମଙ୍ଗଳ ହେବ

ସ୍ବତନ୍ତ୍ର ନୂଆ ଜିନିଷ କିଣିଲେ ଏହା ଭାଗ୍ୟରେ ପରିବର୍ତ୍ତନ ଆଣିଥାଏ

by M M
Oct-18-2025 09:19 AM IST
in ରାଜ୍ୟ
0
ଆଜି ପବିତ୍ର ଧନତେରାସ୍‌: ଜାଣନ୍ତୁ କ’ଣ ନୂଆ କିଣିଲେ ମଙ୍ଗଳ ହେବ
496
SHARES
1.4k
VIEWS
Share on FacebookShare on Twitter

ଆଜି ପବିତ୍ର ଧନତେରାସ । କାର୍ତ୍ତିକ ମାସ କୃଷ୍ଣପକ୍ଷ ତ୍ରୋୟୋଦଶୀ ତିଥି ।  ଧନତେରାସକୁ ହିନ୍ଦୁ ପରମ୍ପରାରେ ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ ବୋଲି ବିଶ୍ବାସ କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ଆଜି କିଛି ସ୍ବତନ୍ତ୍ର ନୂଆ ଜିନିଷ କିଣିଲେ ଏହା ଭାଗ୍ୟରେ ପରିବର୍ତ୍ତନ ଆଣିଥାଏ ।  ଆପଣ ଯଦି ଭାଗ୍ୟରେ  ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି ତେବେ ଆପଣଙ୍କ ରାଶି ଅନୁସାରେ କିଛି ନୂଆ ଜିନିଷ କିଣିବାକୁ ସଂକଳ୍ପ ନିଅନ୍ତୁ । ଯଦି ଆଜିର ଦିନରେ  ବାସନ କିମ୍ବା ସୁନା, ଧନିଆ, ଝାଡୁ, ଲକ୍ଷ୍ମୀ-ଗଣେଶଙ୍କ ପ୍ରତିମୂର୍ତ୍ତି କିଣିବେ ଆପଣଙ୍କ ଭାଗ୍ୟରେ  ଶୁଭପ୍ରଦ ହୋଇପାରେ । କାରଣ ପରମ୍ପରା ଅନୁସାରେ ଆଜିର ଦିନରେ ଏମିତି କିଛି ଜିନିଷ କିଣିବାକୁ ପରାମର୍ଶ ଦିଆଯାଇଥାଏ ।

ଧନତେରାସରେ ନୂଆ ସାମଗ୍ରୀ କିଣିଲେ ପରିବାରର ମଙ୍ଗଳ ହୁଏ ବୋଲି ଲୋକଙ୍କ ଧର୍ମୀୟ ବିଶ୍ୱାସ ରହିଛି । ବିଶେଷ କରି ସୁନା, ରୁପା ଓ ମୂଲ୍ୟବାନ ଧାତୁ କିଣିବାକୁ ଦୋକାନରେ ଆଜି ଭିଡ଼ ଜମିବ ।  ଧନତେରାସରେ ସୁନା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି ବୋଲି କୁହାଯାଏ ।  ଲକ୍ଷ୍ମୀଙ୍କ ଆଶୀର୍ବାଦରେ ଘର ଧନଧାନ୍ୟରେ ପରିପୂର୍ଣ୍ଣ ହୁଏ ବୋଲି ଲୋକଙ୍କ ବିଶ୍ୱାସ । ଧନତେରାସ ଭଳି ଶୁଭ ଦିନରେ କେବଳ ସୁନା ନୁହେଁ, ନୂଆଗାଡ଼ି ଆପଣ କିଣିପାରନ୍ତି । ଏପରିକି ନୂଆ ଆସବାବପତ୍ର ଲୋକ କିଣାକିଣି କରିଥାନ୍ତି । ପବିତ୍ର ଧନତେରାସରୁ ଆରମ୍ଭ ହେଉଛି ହିନ୍ଦୁଙ୍କ ପଞ୍ଚ ପର୍ବ । ତେବେ ଚଳିତ ବର୍ଷ ପଞ୍ଚପର୍ବ ୫ ଦିନ ବଦଳରେ ୬ ଦିନ ଧରି ପାଳିତ ହେବ । ଏହି ପଞ୍ଚପର୍ବ ପାଞ୍ଚ ଗ୍ରହ, ପାଞ୍ଚ ଶକ୍ତି ଓ ୫ଟି ପର୍ବପର୍ବାଣୀ ପାଇଁ ଉତ୍ସର୍ଗୀକୃତ । ଧନତେରାସ ପରେ ମରକ ଚତୁର୍ଦ୍ଦଶୀ, ଦୀପାବଳି, ଗୋବର୍ଦ୍ଧନ ପୂଜା ଓ ଭାଇ ଜିଉନ୍ତିଆ ପାଳିତ ହେବ ।

Tags: Dhanteras
Share198Tweet124
M M

M M

ଆଜିର ପାଗ

Bhubaneswar
February 6, 2026, 4:27 PM
 
N
Clear sky
30°C
3.1 m/s
Apparent: 29°C
Pressure: 1014 mb
Humidity: 29%
Winds: 3.1 m/s N
Windgusts: 6 m/s
UV-Index: 2
Precip.: 0mm /0% / Rain
Sunrise: 6:20 AM
Sunset: 5:40 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 6, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 5, 2026
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

February 5, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom