• Latest
  • Trending
ଆଜି ପବିତ୍ର ଧନତେରାସ୍‌: ଜାଣନ୍ତୁ କ’ଣ ନୂଆ କିଣିଲେ ମଙ୍ଗଳ ହେବ

ଆଜି ପବିତ୍ର ଧନତେରାସ୍‌: ଜାଣନ୍ତୁ କ’ଣ ନୂଆ କିଣିଲେ ମଙ୍ଗଳ ହେବ

Oct-18-2025 09:19 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଆଜି ପବିତ୍ର ଧନତେରାସ୍‌: ଜାଣନ୍ତୁ କ’ଣ ନୂଆ କିଣିଲେ ମଙ୍ଗଳ ହେବ

ସ୍ବତନ୍ତ୍ର ନୂଆ ଜିନିଷ କିଣିଲେ ଏହା ଭାଗ୍ୟରେ ପରିବର୍ତ୍ତନ ଆଣିଥାଏ

by M M
Oct-18-2025 09:19 AM IST
in ରାଜ୍ୟ
0
ଆଜି ପବିତ୍ର ଧନତେରାସ୍‌: ଜାଣନ୍ତୁ କ’ଣ ନୂଆ କିଣିଲେ ମଙ୍ଗଳ ହେବ
496
SHARES
1.4k
VIEWS
Share on FacebookShare on Twitter

ଆଜି ପବିତ୍ର ଧନତେରାସ । କାର୍ତ୍ତିକ ମାସ କୃଷ୍ଣପକ୍ଷ ତ୍ରୋୟୋଦଶୀ ତିଥି ।  ଧନତେରାସକୁ ହିନ୍ଦୁ ପରମ୍ପରାରେ ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ ବୋଲି ବିଶ୍ବାସ କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ଆଜି କିଛି ସ୍ବତନ୍ତ୍ର ନୂଆ ଜିନିଷ କିଣିଲେ ଏହା ଭାଗ୍ୟରେ ପରିବର୍ତ୍ତନ ଆଣିଥାଏ ।  ଆପଣ ଯଦି ଭାଗ୍ୟରେ  ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି ତେବେ ଆପଣଙ୍କ ରାଶି ଅନୁସାରେ କିଛି ନୂଆ ଜିନିଷ କିଣିବାକୁ ସଂକଳ୍ପ ନିଅନ୍ତୁ । ଯଦି ଆଜିର ଦିନରେ  ବାସନ କିମ୍ବା ସୁନା, ଧନିଆ, ଝାଡୁ, ଲକ୍ଷ୍ମୀ-ଗଣେଶଙ୍କ ପ୍ରତିମୂର୍ତ୍ତି କିଣିବେ ଆପଣଙ୍କ ଭାଗ୍ୟରେ  ଶୁଭପ୍ରଦ ହୋଇପାରେ । କାରଣ ପରମ୍ପରା ଅନୁସାରେ ଆଜିର ଦିନରେ ଏମିତି କିଛି ଜିନିଷ କିଣିବାକୁ ପରାମର୍ଶ ଦିଆଯାଇଥାଏ ।

ଧନତେରାସରେ ନୂଆ ସାମଗ୍ରୀ କିଣିଲେ ପରିବାରର ମଙ୍ଗଳ ହୁଏ ବୋଲି ଲୋକଙ୍କ ଧର୍ମୀୟ ବିଶ୍ୱାସ ରହିଛି । ବିଶେଷ କରି ସୁନା, ରୁପା ଓ ମୂଲ୍ୟବାନ ଧାତୁ କିଣିବାକୁ ଦୋକାନରେ ଆଜି ଭିଡ଼ ଜମିବ ।  ଧନତେରାସରେ ସୁନା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି ବୋଲି କୁହାଯାଏ ।  ଲକ୍ଷ୍ମୀଙ୍କ ଆଶୀର୍ବାଦରେ ଘର ଧନଧାନ୍ୟରେ ପରିପୂର୍ଣ୍ଣ ହୁଏ ବୋଲି ଲୋକଙ୍କ ବିଶ୍ୱାସ । ଧନତେରାସ ଭଳି ଶୁଭ ଦିନରେ କେବଳ ସୁନା ନୁହେଁ, ନୂଆଗାଡ଼ି ଆପଣ କିଣିପାରନ୍ତି । ଏପରିକି ନୂଆ ଆସବାବପତ୍ର ଲୋକ କିଣାକିଣି କରିଥାନ୍ତି । ପବିତ୍ର ଧନତେରାସରୁ ଆରମ୍ଭ ହେଉଛି ହିନ୍ଦୁଙ୍କ ପଞ୍ଚ ପର୍ବ । ତେବେ ଚଳିତ ବର୍ଷ ପଞ୍ଚପର୍ବ ୫ ଦିନ ବଦଳରେ ୬ ଦିନ ଧରି ପାଳିତ ହେବ । ଏହି ପଞ୍ଚପର୍ବ ପାଞ୍ଚ ଗ୍ରହ, ପାଞ୍ଚ ଶକ୍ତି ଓ ୫ଟି ପର୍ବପର୍ବାଣୀ ପାଇଁ ଉତ୍ସର୍ଗୀକୃତ । ଧନତେରାସ ପରେ ମରକ ଚତୁର୍ଦ୍ଦଶୀ, ଦୀପାବଳି, ଗୋବର୍ଦ୍ଧନ ପୂଜା ଓ ଭାଇ ଜିଉନ୍ତିଆ ପାଳିତ ହେବ ।

 

Tags: Dhanteras
Share198Tweet124
M M

M M

ଆଜିର ପାଗ

Bhubaneswar
November 18, 2025, 12:56 AM
 

N
Overcast
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 6.4 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:05 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom