• Latest
  • Trending
ହସପିଟାଲରେ ଅଭିନେତା ଧର୍ମେନ୍ଦ୍ର, ଇଶା କହିଲେ ଚିକିତ୍ସିତ ହେଉଛନ୍ତି

ହସପିଟାଲରେ ଅଭିନେତା ଧର୍ମେନ୍ଦ୍ର, ଇଶା କହିଲେ ଚିକିତ୍ସିତ ହେଉଛନ୍ତି

Nov-11-2025 09:16 AM IST
odisha.newsroom.in

ବାହାରିଲା CBSE ଦଶମ ଶ୍ରେଣୀ ରେଜଲ୍ଟ …ଜାଣିବାକୁ ଏହି ଲିଙ୍କରେ କ୍ଲିକ କରନ୍ତୁ…

Apr-15-2026 04:40 PM IST
odisha.newsroom.in

ସାବଧାନ…ଓଡ଼ିଶା ବଜାରରେ ବୁଲୁଛି ପୁଳାପୁଳା ନକଲି ୫ ଶହ ଟଙ୍କିଆ ନୋଟ…

Apr-15-2026 04:01 PM IST
odisha.newsroom.in

ଶାନ୍ତି ଆଲୋଚନା ବିଫଳ ପରେ ଧମକ: ବିମାନ ବଦଳାଇ ବସ୍ ଓ ଟ୍ରେନ୍‌ରେ ଫେରିଲେ ଇରାନ୍ ପ୍ରତିନିଧି ଦଳ

Apr-15-2026 03:08 PM IST
odisha.newsroom.in

ନୂଆ ଦଳ ଗଠନ ପରେ ଗର୍ଜିଲେ ମୋକିମ…ପଞ୍ଚାୟତ ନିର୍ବାଚନରୁ ଆରମ୍ଭ ଲଢ଼େଇ

Apr-15-2026 02:44 PM IST
odisha.newsroom.in

ଆମେରିକାକୁ କଡ଼ା କାଉଣ୍ଟର…ହର୍ମୁଜରେ ପଇଁତରା ମାରିବ ଚୀନ ଯୁଦ୍ଧ ଜାହାଜ !

Apr-15-2026 01:01 PM IST
odisha.newsroom.in

ଟ୍ରମ୍ପ କହିଲେ ଅପେକ୍ଷା କର…ଗୁରୁବାର ପରେ କିଛି ବଡ଼ ଘଟଣା ଘଟିବ

Apr-15-2026 12:32 PM IST
odisha.newsroom.in

ପାଣିପାଗ ବିଭାଗର ଚେତାବନୀ…ଆଗକୁ ୪୫ ଡିଗ୍ରୀ ଟପିବ ତାପମାତ୍ରା…

Apr-15-2026 12:03 PM IST
odisha.newsroom.in

କଡ଼ ଲେଉଟାଇଲା ବିହାର ରାଜନୀତି…ସମ୍ରାଟଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ଶପଥ

Apr-15-2026 11:36 AM IST
Horoscope 2026 April 15: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 April 15: ଜାଣନ୍ତୁ ଆଜିର ରାଶିଫଳ…

Apr-15-2026 11:00 AM IST
odisha.newsroom.in

କାଲି ଓଡ଼ିଶା ଜନତା କଂଗ୍ରେସର ପ୍ରଥମ ଅଗ୍ନି ପରୀକ୍ଷା…ବିଜେଡି ଓ କଂଗ୍ରେସର ଅସନ୍ତୁଷ୍ଟ ନେତା ହେବେ ସାମିଲ

Apr-14-2026 05:19 PM IST
  • About
  • Careers
  • Contact Us
Thursday, April 16, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମନୋରଞ୍ଜନ

ହସପିଟାଲରେ ଅଭିନେତା ଧର୍ମେନ୍ଦ୍ର, ଇଶା କହିଲେ ଚିକିତ୍ସିତ ହେଉଛନ୍ତି

by M M
Nov-11-2025 09:16 AM IST
in ମନୋରଞ୍ଜନ
0
ହସପିଟାଲରେ ଅଭିନେତା ଧର୍ମେନ୍ଦ୍ର, ଇଶା କହିଲେ ଚିକିତ୍ସିତ ହେଉଛନ୍ତି

Film Icon Dharmendra On Ventilator Support

491
SHARES
1.4k
VIEWS
Share on FacebookShare on Twitter

ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ଝିଅ ଇଶା ସ୍ପଷ୍ଟିକରଣ ଦେଇଛନ୍ତି । ଗଣମାଧ୍ୟମରେ ଭୁଲ ଖବର ପ୍ରଚାରିତ ହେଉଥିବା ସେ କହିଛନ୍ତି ।   ସୋମବାର ଦିନ ତାଙ୍କୁ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶ୍ୱାସକ୍ରିୟାରେ ସମସ୍ୟା ଯୋଗୁଁ ତାଙ୍କୁ ଆଇସିୟୁରେ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିଲା। ଡାକ୍ତରଙ୍କ ଏକ ଟିମ୍ ଲଗାତର ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିଲେ ଏବଂ ଆଗାମୀ ୭୨ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ତେବେ, ମଙ୍ଗଳବାର ସକାଳେ ତାଙ୍କର ଦେହାନ୍ତ ହୋଇଛି। ଦେହାନ୍ତ ସମୟରେ ତାଙ୍କ ପତ୍ନୀ ହେମାମାଳିନୀ ହସ୍ପିଟାଲରେ ଉପସ୍ଥିତ ଥିଲେ। ତାଙ୍କର ଦୁଇ ଝିଅଙ୍କୁ ଆମେରିକାରୁ ଆସିଛନ୍ତି ।

ଧର୍ମେନ୍ଦ୍ର ୧୯୬୦ ଦଶକରୁ ନିଜର ଅଭିନୟ ଯାତ୍ରା ଆରମ୍ଭ କରିଥିଲେ ଏବଂ ‘ଶୋଲେ’, ‘ଧରମ ବୀର’, ‘ଚୁପ୍‌କେ ଚୁପ୍‌କେ’ ଭଳି ଅନେକ ସଫଳ ଚଳଚ୍ଚିତ୍ରରେ ଅଭିନୟ କରି ଭାରତୀୟ ସିନେମାରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ।

ନିକଟରେ ତାଙ୍କର ଆଗାମୀ ଫିଲ୍ମ ‘ଇକ୍କିସ୍’ର ଟ୍ରେଲର୍ ରିଲିଜ୍ ହୋଇଥିଲା, ଯେଉଁଥିରେ ସେ ଦମ୍‌ଦାର ଅଭିନୟ କରିଛନ୍ତି। ସାତ ଦଶନ୍ଧିରୁ ଅଧିକ ସମୟ ଧରି ତାଙ୍କର କ୍ୟାରିୟରରେ, ସେ ୩୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ। ଶୋଲେ, ଚୁପକେ ଚୁପକେ, ସୀତା ଔର ଗୀତା ଏବଂ ଧରମ ବୀର ଭଳି ସୁପରହିଟ ଫିଲ୍ମ ଅନ୍ତର୍ଭୁକ୍ତ।

 

Share196Tweet123
M M

M M

ଆଜିର ପାଗ

Bhubaneswar
April 16, 2026, 3:21 AM
 

S
Partly cloudy
27°C
2.6 m/s
Apparent: 32°C
Pressure: 1004 mb
Humidity: 90%
Winds: 2.6 m/s S
Windgusts: 11.4 m/s
UV-Index: 0
Precip.: 0mm /3% / Rain
Sunrise: 5:27 AM
Sunset: 6:05 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom