• Latest
  • Trending
ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Jul-07-2024 05:07 PM IST
ମୁଣ୍ଡବିହୀନ ମୃତଦେହକୁ ନେଇ ଗଣ୍ଡଗୋଳ: ରାଖାଲଗୁଡ଼ା ଓ ଏମ୍‌ଭି-୨୬ ଗାଁରେ ‘BNS ୧୬୬’ ଧାରା ଲାଗୁ

ମୁଣ୍ଡବିହୀନ ମୃତଦେହକୁ ନେଇ ଗଣ୍ଡଗୋଳ: ରାଖାଲଗୁଡ଼ା ଓ ଏମ୍‌ଭି-୨୬ ଗାଁରେ ‘BNS ୧୬୬’ ଧାରା ଲାଗୁ

Dec-09-2025 09:08 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-09-2025 08:30 AM IST
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

Dec-08-2025 04:51 PM IST
ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

Dec-08-2025 02:57 PM IST
ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

Dec-08-2025 10:26 AM IST
ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

Dec-08-2025 10:15 AM IST
କ୍ଷମତାଚ୍ୟୁତ ପରେ ଫିକା ପଡୁଛି ‘ନବୀନ ମ୍ୟାଜିକ୍’,

କ୍ଷମତାଚ୍ୟୁତ ପରେ ଫିକା ପଡୁଛି ‘ନବୀନ ମ୍ୟାଜିକ୍’,

Dec-08-2025 10:08 AM IST
ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

Dec-08-2025 09:32 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-08-2025 09:21 AM IST

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

Dec-07-2025 06:45 PM IST
  • About
  • Careers
  • Contact Us
Tuesday, December 9, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

by M M
Jul-07-2024 05:07 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
491
SHARES
1.4k
VIEWS
Share on FacebookShare on Twitter

ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ସବୁ ଦଳର ନେତା। ଏହି ଉପଲକ୍ଷେ ବଡ଼ଦାଣ୍ଡରେ ହୋଇଥିବା ଏକ ମଞ୍ଚରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନ୍ୟ ନେତୃବୃନ୍ଦ ମଞ୍ଚାସୀନ ଥିଲେ। ଏହି ସମୟରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିଲେ। ନବୀନ ପ୍ରଥମେ ମଞ୍ଚ ତଳେ ଥାଇ ସମସ୍ତଙ୍କୁ ହାତଯୋଡ଼ି ଅଭିନନ୍ଦନ ଜଣାଇଥିଲେ। ଏହି ସମୟରେ ମଞ୍ଚରେ ଥିବା ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଦେଖି ଧାଇଁ ଆସିଥିଲେ ତଳକୁ ପାଛୋଟି ନେବା ପାଇଁ।ଧର୍ମେନ୍ଦ୍ର ତଳକୁ ଆସିବା ପରେ ନବୀନଙ୍କ ସହ କିଛି କଥା ହୋଇଥିଲେ। ଏହା ପରେ ତାଙ୍କ ହାତ ଧରି ମଞ୍ଚ ଉପରକୁ ନେଇଯାଇଥିଲେ। ମଞ୍ଚରେ ରାଷ୍ଟ୍ରପତି ଏବଂ ମୁଖ୍ୟମନ୍ତ୍ରୀ ଠିଆ ହୋଇ ନବୀନଙ୍କୁ ବସିବା ପାଇଁ ଇଙ୍ଗିତ କରିଥିଲେ। ସମସ୍ତଙ୍କ ମୁହଁରେ ବେଶ୍‌ ହସ ପରିଲକ୍ଷିତ ହୋଇଥିଲା। ନବୀନ ମଧ୍ୟ ବହୁତ ଖୁସି ଦେଖାଯାଉଛନ୍ତି ଭିଡିଓରେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା ହେଉଛି।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 9, 2025, 1:38 PM
 

N
Overcast
27°C
2.3 m/s
Apparent: 16°C
Pressure: 1016 mb
Humidity: 79%
Winds: 2.3 m/s N
Windgusts: 6.1 m/s
UV-Index: 0
Precip.: 0mm /0% / Rain
Sunrise: 6:10 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ମୁଣ୍ଡବିହୀନ ମୃତଦେହକୁ ନେଇ ଗଣ୍ଡଗୋଳ: ରାଖାଲଗୁଡ଼ା ଓ ଏମ୍‌ଭି-୨୬ ଗାଁରେ ‘BNS ୧୬୬’ ଧାରା ଲାଗୁ

ମୁଣ୍ଡବିହୀନ ମୃତଦେହକୁ ନେଇ ଗଣ୍ଡଗୋଳ: ରାଖାଲଗୁଡ଼ା ଓ ଏମ୍‌ଭି-୨୬ ଗାଁରେ ‘BNS ୧୬୬’ ଧାରା ଲାଗୁ

December 9, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

December 9, 2025
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

December 8, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom