• Latest
  • Trending
odisha.newsroom.in

ଆଜିଠୁ ସାରା ରାଜ୍ୟରେ ଡିଜିଟାଲ ଜନଗଣନା…ପଚରାଯିବ ଏହି ପ୍ରଶ୍ନ

Apr-16-2026 01:12 PM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

May-11-2026 07:19 PM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଆଜିଠୁ ସାରା ରାଜ୍ୟରେ ଡିଜିଟାଲ ଜନଗଣନା…ପଚରାଯିବ ଏହି ପ୍ରଶ୍ନ

by M M
Apr-16-2026 01:12 PM IST
in ରାଜ୍ୟ
0
odisha.newsroom.in

odisha.newsroom.in

491
SHARES
1.4k
VIEWS
Share on FacebookShare on Twitter

ଆଜି ଏପ୍ରିଲ୍ ୧୬ ତାରିଖ ଠାରୁ ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ଡିଜିଟାଲ୍ ଜନଗଣନା (ହାଉସ୍ ଲିଷ୍ଟିଂ ଅପରେସନ୍) ଆରମ୍ଭ ହୋଇଛି। ଏହି ଐତିହାସିକ ଡିଜିଟାଲ୍ ଜନଗଣନା ପ୍ରକ୍ରିୟାରେ ୯୦ ହଜାରରୁ ଊର୍ଦ୍ଧ୍ୱ ପ୍ରଶିକ୍ଷିତ ଅଧିକାରୀ ଓ ଗଣନାକାରୀ ଘର ଘର ବୁଲି ତଥ୍ୟ ସଂଗ୍ରହ କରୁଛନ୍ତି।

ଏହା ହେଉଛି ଦେଶର ପ୍ରଥମ ପୂର୍ଣ୍ଣ ଡିଜିଟାଲ୍ ଜନଗଣନା। ପ୍ରଥମ ପର୍ଯ୍ୟାୟରେ ଘର ତାଲିକା ଓ ଗୃହ ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କରାଯିବ। ଆପଣଙ୍କ ପରିବାରର ସବିଶେଷ ତଥ୍ୟ ପଚରାଯିବ। ଏପ୍ରିଲ୍ ୧୬ ରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟ ଚାଲିବ। ପୂର୍ବରୁ ଏପ୍ରିଲ୍ ୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱୟଂ ଗଣନା (ସେଲ୍ଫ୍ ଏନୁମେରେସନ୍) ପାଇଁ ଅନଲାଇନ୍ ପୋର୍ଟାଲ୍ ଖୋଲା ଥିଲା। ଭୁବନେଶ୍ୱର ମୁନିସିପାଲ୍ କର୍ପୋରେସନ୍ (ବିଏମ୍‌ସି) ମେୟର ସୁଲୋଚନା ଦାସ ଏହି ଗଣନା ପ୍ରକ୍ରିୟାର ପ୍ରାରମ୍ଭିକ ପର୍ଯ୍ୟାୟରେ ସାମିଲ୍ ହୋଇ ନାଗରିକଙ୍କୁ ସହଯୋଗ କରିବାକୁ ଆହ୍ୱାନ ଦେଇଛନ୍ତି।

ସେ କହିଛନ୍ତି ଯେ, ସଠିକ୍ ତଥ୍ୟ ସଂଗ୍ରହ ହେଲେ ହିଁ ରାଜ୍ୟ ଓ ଦେଶର ଉନ୍ନୟନ ପାଇଁ ଯୋଜନା ପ୍ରସ୍ତୁତ କରିବାରେ ସୁବିଧା ହେବ। ସମସ୍ତ ନାଗରିକ ଗଣନାକାରୀଙ୍କୁ ପୂର୍ଣ୍ଣ ସହଯୋଗ କରିବା ଉଚିତ୍ ବୋଲି ସେ ଅନୁରୋଧ କରିଛନ୍ତି।ଏହି ଡିଜିଟାଲ୍ ପ୍ରକ୍ରିୟାରେ ମୋବାଇଲ୍ ଆପ୍ ବ୍ୟବହାର କରାଯାଉଛି, ଯାହା ତଥ୍ୟ ସଂଗ୍ରହକୁ ଅଧିକ ସହଜ, ସ୍ୱଚ୍ଛ ଏବଂ ଦ୍ରୁତ କରିବ।

ରାଜ୍ୟ ସରକାର ଏହି ଗଣନାକୁ ସଫଳ କରିବା ପାଇଁ ସମସ୍ତ ପ୍ରସ୍ତୁତି ସମ୍ପୂର୍ଣ୍ଣ କରିଛନ୍ତି।ନାଗରିକଙ୍କୁ ଅନୁରୋଧ କରାଯାଉଛି ଯେ, ଗଣନାକାରୀଙ୍କୁ ଘରେ ପ୍ରବେଶ କରିବାକୁ ଦେବା ସହ ସଠିକ୍ ଓ ପୂର୍ଣ୍ଣ ତଥ୍ୟ ପ୍ରଦାନ କରନ୍ତୁ। କୌଣସି ପରିବାର ଯେପରି ଛାଡ଼ି ନ ଯାଏ ସେଦିଗରେ ସଚେତନ ରହିବାକୁ ଅନୁରୋଧ କରାଯାଇଛି।

Tags: census2026digital census
Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 12:28 AM
 
S
Clear sky
27°C
2.5 m/s
Apparent: 32°C
Pressure: 1008 mb
Humidity: 82%
Winds: 2.5 m/s S
Windgusts: 10.4 m/s
UV-Index: 0
Precip.: 0mm /32% / Rain
Sunrise: 5:11 AM
Sunset: 6:14 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom