• Latest
  • Trending
ମୃତ୍ୟୁ ପୂର୍ବରୁ ୪୦ ଜୀବନ ବଞ୍ଚାଇଲେ ଡ୍ରାଇଭର ଶରତ ମାର୍ଥା

ମୃତ୍ୟୁ ପୂର୍ବରୁ ୪୦ ଜୀବନ ବଞ୍ଚାଇଲେ ଡ୍ରାଇଭର ଶରତ ମାର୍ଥା

Nov-01-2025 08:21 PM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମୃତ୍ୟୁ ପୂର୍ବରୁ ୪୦ ଜୀବନ ବଞ୍ଚାଇଲେ ଡ୍ରାଇଭର ଶରତ ମାର୍ଥା

ଖୋର୍ଦ୍ଧା ବୋଲଗଡ଼ରେ ଅଭାବନୀୟ ଘଟଣା

by M M
Nov-01-2025 08:21 PM IST
in ବଡ଼ ଖବର, ରାଜ୍ୟ
0
ମୃତ୍ୟୁ ପୂର୍ବରୁ ୪୦ ଜୀବନ ବଞ୍ଚାଇଲେ ଡ୍ରାଇଭର ଶରତ ମାର୍ଥା
494
SHARES
1.4k
VIEWS
Share on FacebookShare on Twitter

ଖୋର୍ଦ୍ଧା: ଜୀବନ ରୂପକ ପବନ କେତେବେଳେ ଉଡିଯିବ ତାହା କେହି ଜାଣନ୍ତି ନାହିଁ। କିନ୍ତୁ କିଛି ବ୍ୟକ୍ତି ନିଜ ମୃତ୍ୟୁ ପୂର୍ବରୁ ଅନ୍ୟମାନଙ୍କ ଜୀବନ ରକ୍ଷା କରି  ନିଆରା ଉଦାହରଣ ସୃଷ୍ଟି କରନ୍ତି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଅଞ୍ଚଳରେ ଆଜି ସେହିଭଳି ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଦେଖିବାକୁ ମିଳିଛି, ଯେଉଁଠି ଜଣେ ବସ ଡ୍ରାଇଭର ନିଜ ଜୀବନ ହରାଇ ପ୍ରାୟ ୭୦ ଜଣ ଯାତ୍ରୀଙ୍କ ଜୀବନ ବଞ୍ଚାଇଛନ୍ତି। ମୃତ ବସ ଡ୍ରାଇଭର ଜଣକ ହେଲେ ବୋଲଗଡ଼ ବ୍ଲକ ସାଗରଗୁଆଁ ପଞ୍ଚାୟତ ଅଧୀନ ଗୋଡ଼ିଆଳି ଗାଁର ବାସିନ୍ଦା ଶରତ ଚନ୍ଦ୍ର ମାର୍ଥା (୫୫)।  ଶରତ ମାର୍ଥା ସବୁ ଦିନ ଭଳି ଆଜି ମଧ୍ୟ ଭୁବନେଶ୍ୱର ବରମୁଣ୍ଡାରୁ ‘ବିଶାଖା’ ନାମକ ଏକ ଯାତ୍ରୀବାହୀ ବସ ନେଇ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଭିମୁଖେ ଯାଉଥିଲେ। ଅପରାହ୍ନ ପ୍ରାୟ ୩ଟା ସମୟରେ ବୋଲଗଡ଼ରେ ପହଞ୍ଚିବା ପୂର୍ବରୁ ହଠାତ୍ ତାଙ୍କର ଛାତି ଯନ୍ତ୍ରଣା ଆରମ୍ଭ ହୋଇଥିଲା।

ଗୁରୁତର ଅସୁସ୍ଥତା ସତ୍ତ୍ୱେ ଶରତ ଚନ୍ଦ୍ର ମାର୍ଥା ଉପସ୍ଥିତ ବୁଦ୍ଧି ଖଟାଇଥିଲେ  ।  ବସ୍ ଭାରସାମ୍ୟ ହରାଇବାକୁ ଦେଇ ନଥିଲେ। ସେ ବସକୁ ନିୟନ୍ତ୍ରଣ କରି ବୋଲଗଡ଼ ବସଷ୍ଟାଣ୍ଡରେ ସୁରକ୍ଷିତ ଭାବେ ପହଞ୍ଚାଇ ଅଟକାଇ ଦେଇଥିଲେ। ଯଦି ସେ ଏଭଳି ଦୃଢ଼ ନିଷ୍ପତ୍ତି ନେଇ ନଥାନ୍ତେ, ତେବେ ବସରେ ଥିବା ପ୍ରାୟ 40 ଜଣ ଯାତ୍ରୀ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଥାନ୍ତେ।

ଅଧିକ ଅସୁସ୍ଥ ହୋଇଯିବାରୁ ବସ୍ ହେଲପର ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ଶରତଙ୍କୁ ଏକ ଅଟୋ ଯୋଗେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଶରତ ଚନ୍ଦ୍ର ମାର୍ଥାଙ୍କ ଦୁଃଖଦ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ଥାନୀୟ ଲୋକମାନେ ତାଙ୍କର ସାହସିକତାକୁ ଭୂରି ଭୂରି ପ୍ରଶଂସା କରିଛନ୍ତି। ତାଙ୍କର ସ୍ତ୍ରୀ ଏବଂ ଦୁଇ ପିଲା ଅନାଥ ହୋଇଯାଇଥିବାରୁ ଏଭଳି ପରିବାରକୁ ସରକାରୀ ସହାୟତା ଯୋଗାଇ ଦିଆଯିବାକୁ ସାଧାରଣରେ ଦାବି କରାଯାଇଛି।

Share198Tweet124
M M

M M

ଆଜିର ପାଗ

Bhubaneswar
February 8, 2026, 12:34 AM
 
ESE
Mainly clear
20°C
0.7 m/s
Apparent: 23°C
Pressure: 1016 mb
Humidity: 94%
Winds: 0.7 m/s ESE
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom