• Latest
  • Trending
ରାଷ୍ଟ୍ରପତି ବିଧାନସଭାରେ ବିଧାୟକଙ୍କୁ ସମ୍ବୋଧିତ କରିବେ, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ

ରାଷ୍ଟ୍ରପତି ବିଧାନସଭାରେ ବିଧାୟକଙ୍କୁ ସମ୍ବୋଧିତ କରିବେ, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ

Nov-27-2025 08:52 AM IST
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

Dec-16-2025 04:28 AM IST
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

Dec-16-2025 04:15 AM IST

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Dec-16-2025 04:09 AM IST
ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

Dec-16-2025 04:05 AM IST

କ’ଣ ରହିଛି ଆଜିର ରାଶିଫଳ

Dec-16-2025 04:02 AM IST
ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

Dec-15-2025 09:25 AM IST
ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

Dec-15-2025 07:08 AM IST
ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

Dec-15-2025 06:58 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-15-2025 06:24 AM IST
ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

Dec-15-2025 06:15 AM IST
  • About
  • Careers
  • Contact Us
Tuesday, December 16, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରାଷ୍ଟ୍ରପତି ବିଧାନସଭାରେ ବିଧାୟକଙ୍କୁ ସମ୍ବୋଧିତ କରିବେ, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ

ଅପରାହ୍ନରେ ରାଷ୍ଟ୍ରପତି ବିଧାୟକଙ୍କୁ ସମ୍ବୋଧିତ କରିବେ

by M M
Nov-27-2025 08:52 AM IST
in ବଡ଼ ଖବର, ରାଜ୍ୟ
0
ରାଷ୍ଟ୍ରପତି ବିଧାନସଭାରେ ବିଧାୟକଙ୍କୁ ସମ୍ବୋଧିତ କରିବେ, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ
492
SHARES
1.4k
VIEWS
Share on FacebookShare on Twitter

ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେଉଛି। ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ଗୃହକାର୍ଯ୍ୟ ଆରମ୍ଭ ହୋଇ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆସିବ। ପରେ ଗୃହ ମୁଲତବୀ ରହିବ। ଅପରାହ୍ଣରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ। ଅପରାହ୍ଣ ୨ଟାରେ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବେ। ଅପରାହ୍ଣ ୪ଟାରେ ରାଜଭବନ ପରିସରରେ ନୂଆ କଳିଙ୍ଗ ଅତିଥି ନିବାସକୁ ଲୋକାର୍ପଣ କରିବେ ରାଷ୍ଟ୍ରପତି।  ଅପରାହ୍ଣ ୪ଟା ୨୦ରେ ବିଧାନସଭାରେ ପହଞ୍ଚିବେ ଏବଂ ‌ଅପରାହ୍ଣ ୪ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ ବିଧାନସଭାକୁ ସମ୍ବୋଧିତ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ବିଧାନସଭା ଏବଂ ରାଜ୍ୟ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଅଧିବେଶନର ଦ୍ବିତୀୟ ଦିବସରେ ଅର୍ଥାତ ୨୮ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ହେବ। ବଜେଟ ଖର୍ଚ୍ଚ ଦାବି ଉପରେ ଆଲୋଚନା ହୋଇ ୮ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ପ୍ରତି ବର୍ଷ ବିଧାନସଭା ଅଧିବେଶନ ୬୦ ଦିନ ବସିବାର ନିୟମ ରହିଛି। ପୂର୍ବ ଦୁଇଟି ଅଧିବେଶନରେ ଗୃହ ୩୧ ଦିନ ଚାଲିସାରିଛି। ତେଣୁ ବ୍ୟବସ୍ଥା ଅନୁଯାୟୀ ଶୀତ ଅଧିବେଶନରେ ୨୯ ଦିନିଆ କ୍ୟାଲେଣ୍ଡର୍ କରାଯାଇଛି। କିନ୍ତୁ ଅତିରିକ୍ତ ବଜେଟ୍ ଗୃହୀତ ହେଲା ପରେ କେତେଦିନ ଗୃହ ଚାଲିବ, ତାହା ଉପରେ ସମସ୍ତଙ୍କର ନଜର ରହିବ। ଗତ ବର୍ଷ ମଧ୍ୟ ୧୬ ଦିନ ଆଗରୁ କୌଣସି ସରକାରୀ କାର୍ଯ୍ୟ ନଥିବା ଦର୍ଶାଇ ଶୀତ ଅଧିବେଶନକୁ ସାରିଦିଆଯାଇଥିଲା।

Share197Tweet123
M M

M M

ଆଜିର ପାଗ

Bhubaneswar
December 16, 2025, 8:56 AM
 
NNW
Fog
19°C
0.5 m/s
Apparent: 18°C
Pressure: 1016 mb
Humidity: 83%
Winds: 0.5 m/s NNW
Windgusts: 3.3 m/s
UV-Index: 0
Precip.: 0mm /0% / Rain
Sunrise: 6:14 AM
Sunset: 5:09 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

December 16, 2025
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

December 16, 2025

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

December 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom