• Latest
  • Trending
ପୂର୍ବତଟ ରେଳପଥ ପକ୍ଷରୁ ପଣ୍ୟବାହୀ ଟ୍ରେନ୍ ପରୀକ୍ଷଣ

ପୂର୍ବତଟ ରେଳପଥ ପକ୍ଷରୁ ପଣ୍ୟବାହୀ ଟ୍ରେନ୍ ପରୀକ୍ଷଣ

Aug-19-2024 09:04 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ପୂର୍ବତଟ ରେଳପଥ ପକ୍ଷରୁ ପଣ୍ୟବାହୀ ଟ୍ରେନ୍ ପରୀକ୍ଷଣ

ୱାଗନ୍ ରୁଟିନ୍ ମରାମତି ସୁବିଧା ପ୍ରକଳ୍ପ କାର୍ଯ୍ୟକ୍ଷମ

by M M
Aug-19-2024 09:04 PM IST
in ଦେଶ ବିଦେଶ, ବଡ଼ ଖବର
0
ପୂର୍ବତଟ ରେଳପଥ ପକ୍ଷରୁ ପଣ୍ୟବାହୀ ଟ୍ରେନ୍ ପରୀକ୍ଷଣ
491
SHARES
1.4k
VIEWS
Share on FacebookShare on Twitter

ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ପଶ୍ଚିମ ଓ ଦକ୍ଷିଣ ଓଡିଶାରେ ବୃଦ୍ଧି ପାଉଥିବା ଶିଳ୍ପ ଚାହିଦା ପୂରଣ ଦିଗରେ ପୂର୍ବତଟ ରେଳପଥ ସମ୍ବଲପୁର ନିକଟସ୍ଥ ସରଲା ଷ୍ଟେସନରେ ଏକ ପଣ୍ୟବାହୀ ଟ୍ରେନ୍ ପରୀକ୍ଷଣ ଏବଂ ରୁଟିନ୍ ମରାମତି (ROH) ସୁବିଧାକୁ ସଫଳତାର ସହ କାର୍ଯ୍ୟକ୍ଷମ କରାଇ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛି | ରାଇଟ୍ସ (RITES) ଲିମିଟେଡ୍ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଏବଂ ସମ୍ବଲପୁର ରେଳ ମଣ୍ଡଳ ଗତି ଶକ୍ତି ୟୁନିଟ୍ (ଜିଏସୟୁ) ସହଯୋଗରେ ପ୍ରାୟ ₹200 କୋଟି ବିନିଯୋଗ ଦ୍ୱାରା ଏହି ପ୍ରକଳ୍ପକୁ ଜୁନ୍ 2024 ରେ ସମ୍ପୂର୍ଣ୍ଣ କରାଯାଇଅଛି |

ଭାରତୀୟ ରେଳବାଇରେ ଦ୍ରୁତ ଅଗ୍ରଗତି କରୁଥିବା ସମ୍ବଲପୁର ରେଳମଣ୍ଡଳ ଏହାର ପରିସୀମା ମଧ୍ୟରୁ ଇସ୍ପାତ, ଆଲୁମିନିୟମ୍ ଏବଂ କୋଇଲା କ୍ଷେତ୍ର ସମେତ ଏହି ଅଞ୍ଚଳର ପ୍ରମୁଖ ଶିଳ୍ପଗୁଡିକରେ ସେବା ପ୍ରଦାନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଅଛି | ଏହି ଅଞ୍ଚଳର ଶିଳ୍ପ ଅଭିବୃଦ୍ଧିକୁ ପ୍ରୋତ୍ସାହନ କରିବା ପାଇଁ ସରଲା ଷ୍ଟେସନରେ ପଣ୍ୟବାହୀ ଟ୍ରେନ ପରୀକ୍ଷଣ ଓ ରୁଟିନ ମରାମତି ଡିପୋର ବିକାଶ ଜରୁରୀ ଥିଲା ଯାହାକି କାର୍ଯ୍ୟଦକ୍ଷତାକୁ ବୃଦ୍ଧି କରିବା ସହିତ ପରିଚାଳନାଗତ ଦକ୍ଷତା ବୃଦ୍ଧି କରାଯାଇ ହେବ | ଏହି ବିକାଶ ପୂର୍ବରୁ, ପଣ୍ୟବାହୀ ଟ୍ରେନ ପରୀକ୍ଷଣ ଓ ମରାମତି ପାଇଁ ଦୂର ସ୍ଥାନକୁ ଯାଞ୍ଚ ପାଇଁ ପଠାଯିବାକୁ ବାଧ୍ୟ କରୁଥିଲା ଯାହା ପରିଚାଳନାହଟ କାର୍ଯ୍ୟଦକ୍ଷତାକୁ ପ୍ରଭାବିତ କରୁଥିଲା |
ROH ସେଡ୍, ଏକ ନୂତନ ଷ୍ଟେସନ୍ ବିଲଡିଂ, ଇଲେକ୍ଟ୍ରିକ୍ ସବଷ୍ଟେସନ୍, ଅଫିସ୍, ଟ୍ରେନିଂ ହଷ୍ଟେଲ ଏବଂ ଦୁଇଟି ପରୀକ୍ଷଣ ଲାଇନକୁ ରାଇଟ୍ସ ଦ୍ୱାରା 160 କୋଟି ଟଙ୍କା ମୂଲ୍ୟରେ ବିକଶିତ କରାଯାଇ ଜୁନ୍ 2024 ରେ କାର୍ଯ୍ୟସମାପ୍ତ କରାଯାଇଥିଲା |

ଗତି ଶକ୍ତି ୟୁନିଟ ଦ୍ୱାରା ଆନୁମାନିକ ପ୍ରାୟ ₹ 40 କୋଟି ମୂଲ୍ୟରେ ଗୋଟିଏ ଅତିରିକ୍ତ ଲୁପ୍ ଲାଇନ ଏବଂ ଦୁଇଟି ପଣ୍ୟ ପରିବହନ ପରୀକ୍ଷଣ ଲାଇନ ବିକଶିତ କରାଯାଇଅଛି | ଏହି ଲାଇନ ଗୁଡ଼ିକର ସମ୍ପୂର୍ଣ୍ଣ ବିଦ୍ୟୁତିକରଣ ଅଗଷ୍ଟ 2024 ରେ ସମାପ୍ତ କରାଯାଇଥିଲା |
ସରଲା ୟାର୍ଡକୁ 64 ଟି ନୂତନ ଟର୍ନଆଉଟ୍ ଏବଂ 10.4 ଟ୍ରାକ କିଲୋମିଟରର ନୂତନ ଟ୍ରାକ୍ ନିର୍ମାଣ କରାଯାଇଅଛି ଏବଂ ନୂତନ ଆଧୁନିକ ପ୍ରଣାଳୀ ଉପଯୋଗ କରାଯାଇ ରୂପାନ୍ତରିତ ସହିତ 195 ରୁଟ୍ ର କାର୍ଯ୍ୟକ୍ଷମ କରାଯାଇଅଛି

Tags: indianrailwaynewsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 4:46 AM
 
NNW
Mainly clear
17°C
0.9 m/s
Apparent: 22°C
Pressure: 1017 mb
Humidity: 87%
Winds: 0.9 m/s NNW
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom