• Latest
  • Trending

ହାତକୁ ଦୁଇ ହାତ ହେଲେ, ବିବାହ ବନ୍ଧନରେ ବାନ୍ଧିହେଲେ ଏଲିନା

Nov-18-2024 07:50 PM IST
odisha.newsroom.in

ଯୁଦ୍ଧ ପ୍ରଭାବିତ ଅଂଚଳରେ ବିମାନ ଉଡ଼ାଇବାକୁ ମନା କରୁଛନ୍ତି ପାଇଲଟ

Mar-28-2026 04:07 PM IST
odisha.newsroom.in

ବୁକିଂର ମାସେ ପରେ ବି ଭୁବନେଶ୍ୱରରେ ମିଳୁନି ଗ୍ୟାସ, ଠେଲା ଦୋକାନ ବନ୍ଦ…ବିଭିନ୍ନ ସ୍ଥାନରେ ହଂଗାମା, ରାସ୍ତାରୋକ

Mar-28-2026 03:02 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
odisha.newsroom.in

ଗ୍ୟାସ ମିଳୁନି, ଗାଁକୁ ଫେରୁଥିବା ଶହ ଶହ ଓଡ଼ିଆ ଶ୍ରମିକ କରିବେ କଣ ?

Mar-28-2026 11:34 AM IST
odisha.newsroom.in

ଯୁଦ୍ଧର ଭୟ ଭିତରେ ଭାରତକୁ କାହିଁକି ଧନ୍ୟବାଦ ଜଣାଇଲା ଇରାନ ?

Mar-28-2026 11:07 AM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ହାତକୁ ଦୁଇ ହାତ ହେଲେ, ବିବାହ ବନ୍ଧନରେ ବାନ୍ଧିହେଲେ ଏଲିନା

by M M
Nov-18-2024 07:50 PM IST
in ଭିଡ଼ିଓ, ମନୋରଞ୍ଜନ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଓଲିଉଡର ଚୁଲବୁଲି ନାୟିକା ଏଲିନା ସାମନ୍ତରାୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଲମ୍ବା ସମୟ ଧରି ପ୍ରେମିକ ଅନୁରାଗଙ୍କ ସହିତ ସମ୍ପର୍କରେ ରହିବା ପରେ ନଭେମ୍ବର ୧୭ ତାରିଖ ରବିବାର ଇଣ୍ଡୋନେସିଆ ବାଲିର ଏକ ହୋଟେଲରେ ବିଧିବଦ୍ଧ ଭାବେ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ଦୁଇ ପରିବାରର ନିକଟସ୍ଥ ସମ୍ପର୍କୀୟ ଉପସ୍ଥିତ ରହିଥିଲେ। ପୂର୍ବରୁ ଏଲିନାଙ୍କ ସହିତ ଇଣ୍ଡଷ୍ଟ୍ରିର ବହୁ ଅଭିନେତାଙ୍କ ନାମ ଯୋଡ଼ା ଯାଉଥିଲା ବେଳେ ଏବେ ହଠାତ୍ ଅନୁରାଗଙ୍କ ସହିତ ବିବାହ ଖବର ଦେଇ ଏଲିନା ସମସ୍ତଙ୍କୁ ଚକିତ କରିଦେଇଛନ୍ତି।

Tags: newsnewsroomodishaollywood
Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 4:18 PM
 

S
Overcast
32°C
3.8 m/s
Apparent: 31°C
Pressure: 1007 mb
Humidity: 87%
Winds: 3.8 m/s S
Windgusts: 8.8 m/s
UV-Index: 0
Precip.: 0mm /48% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom