• Latest
  • Trending
ଜରୁରୀକାଳୀନ ପରିସ୍ଥିତିକୁ ନେଇ ରାଜନୀତି ସରଗରମ

ଜରୁରୀକାଳୀନ ପରିସ୍ଥିତିକୁ ନେଇ ରାଜନୀତି ସରଗରମ

June 28, 2024
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Sunday, June 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଜରୁରୀକାଳୀନ ପରିସ୍ଥିତିକୁ ନେଇ ରାଜନୀତି ସରଗରମ

by M M
June 28, 2024
in ବଡ଼ ଖବର, ରାଜନୀତି
0
ଜରୁରୀକାଳୀନ ପରିସ୍ଥିତିକୁ ନେଇ ରାଜନୀତି ସରଗରମ
491
SHARES
1.4k
VIEWS
Share on FacebookShare on Twitter

 

ନୂଆଦିଲ୍ଲୀ: ଜରୁରୀକାଳୀନ ପରିସ୍ଥିତିକୁ ନେଇ ସାରା ଦେଶରେ ପୁଣି ଚର୍ଚା ଆରମ୍ଭ ହୋଇଛି । 50 ବର୍ଷ ତଳେ ଜରୁରୀକାଳୀନ ପରିସ୍ଥିତି ଜାରି କରିଥିଲେ ଇନ୍ଦିରା ଗାନ୍ଧୀ । ତେବେ ଏହି ପ୍ରସଙ୍ଗ ଏବେ ପୁଣି ସାରା ଦେଶରେ ଆଲୋଚନାର ପ୍ରସଙ୍ଗ ପାଲଟିଛି । ବିଶେଷ କରି  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ମିଳିତ ଅଧିବେଶନରେ ଉଦ୍‌ବୋଧନ ଦେଇ ଏହି ପ୍ରସଙ୍ଗ ମନେ ପକାଇଥିବାରୁ ଏହା ଏବେ ପୁଣି ରାଜନୀତିମହଲରେ ସରଗରମ ଚର୍ଚାର ଖୋରାକ ପାଲଟିଛି ।

୧୯୭୫ ମସିହାରେ ଲାଗୁ ହୋଇଥିବା ଜରୁରୀକାଳୀନ ପରିସ୍ଥିତି ସମ୍ବିଧାନ ଉପରେ ସିଧାସଳଖ ଆକ୍ରମଣ ଥିଲା ବୋଲି କହିଛନ୍ତି ରାଷ୍ଟ୍ରପତି । ବିଶେଷ କରି ବିରୋଧୀମାନେ ଏବେ ଗଣତନ୍ତ୍ର ବିପଦରେ କହୁଥିବା ବେଳେ ମୋଦି ସରକାରଙ୍କ ପକ୍ଷରୁ ଏହାକୁ ନେଇ ପୂର୍ବ ସମୟ କଥା ମନେପକାଇ ଦିଆଯାଉଛି । ରାଷ୍ଟ୍ରପତି କହିଛନ୍ତି ଜରୁରୀକାଳୀନ ପରିସ୍ଥିତି ଭାରତୀୟ ଗଣତନ୍ତ୍ରରେ ସବୁଠାରୁ କଳା ଅଧ୍ୟାୟ ଥିଲା ।  ଅଷ୍ଟାଦଶ ଲୋକସଭାରେ ପ୍ରଥମ ଅଭିଭାଷଣ ରଖି ରାଷ୍ଟ୍ରପତି କହିଛନ୍ତି, ବିଗତ ଦଶନ୍ଧି ମଧ୍ୟରେ ସମ୍ବିଧାନ ପ୍ରତ୍ୟେକ ଚ୍ୟାଲେଞ୍ଜ ଏବଂ ପ୍ରତ୍ୟେକ ପରୀକ୍ଷାର ସମ୍ମୁଖୀନ ହୋଇଛି। ୧୯୭୫ ମସିହା ଜୁନ୍ ୨୫ ତାରିଖରେ ଜରୁରୀକାଳୀନ ପରିସ୍ଥିତି ଲାଗୁ ହେବା ସମ୍ବିଧାନ ଉପରେ ବହୁତ ବଡ଼ ଆକ୍ରମଣ ଥିଲା ଏବଂ ସମଗ୍ର ଦେଶ ଏଥିରେ ପୀଡ଼ା ଅନୁଭବ କରୁଥିଲା। ଗଣତନ୍ତ୍ରର ପରମ୍ପରା ଭାରତର ମୂଳନୀତିରେ ରହିଥିବାରୁ ଏଭଳି ଅସାମ୍ବିଧାନିକ ଶକ୍ତି ଉପରେ ଦେଶ ବିଜୟୀ ହୋଇଛି ବୋଲି ରାଷ୍ଟ୍ରପତି କହିଛନ୍ତି।

ଜରୁରୀ ପରିସ୍ଥିତି ନେଇ ଶାସକ ବିଜେପି ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ଯୁକ୍ତିତର୍କ ଗତ କିଛିମାସ ଧରି ଚାଲିଛି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳ ସଦସ୍ୟମାନେ ଇନ୍ଦିରା ଗାନ୍ଧୀ ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ଜରୁରୀକାଳୀନ ପରିସ୍ଥିତିର ଭୟାବହତା ଉପରେ ଗୁରୁତ୍ବାରୋପ କରିଥିବା ବେଳେ କଂଗ୍ରେସ ଏବଂ ଏହାର ସହଯୋଗୀ କହିଛନ୍ତି ଯେ ନରେନ୍ଦ୍ର ମୋଦୀ ସରକାରଙ୍କ ଗତ ୧୦ ବର୍ଷ ଶାସନରେ ଅଘୋଷିତ ଜରୁରୀ ପରିସ୍ଥିତି ଦେଖିବାକୁ ମିଳିଛି। ବିରୋଧୀ ଦଳ ନେତାମାନେ ସମ୍ବିଧାନ ସୁରକ୍ଷାକୁ ନେଇ ମତ ଦେଉଛନ୍ତି ।  ତେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ କହିବା କଥା ବିରୋଧୀଦଳମାନେ ଲୋକମାନଙ୍କୁ ବିଭ୍ରାନ୍ତି କରିବା ପାଇଁ ଏପରି ଡ୍ରାମା କରୁଛନ୍ତି ।

Tags: bjpmodinationalnewsnewsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 8, 2025, 1:28 am
 

SSE
Clear sky
29°C
0.6 m/s
Apparent: 36°C
Pressure: 1005 mb
Humidity: 93%
Winds: 0.6 m/s SSE
Windgusts: 6.1 m/s
UV-Index: 0
Precip.: 5.1mm /45% / Rain
Sunrise: 5:05 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom