• Latest
  • Trending
ପୋଲିସ ଗୁଳିରେ ୩ ଡକାୟତ ଆହତ

ପୋଲିସ ଗୁଳିରେ ୩ ଡକାୟତ ଆହତ

Nov-23-2025 07:58 PM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

May-11-2026 07:19 PM IST
  • About
  • Careers
  • Contact Us
Tuesday, May 12, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ପୋଲିସ ଗୁଳିରେ ୩ ଡକାୟତ ଆହତ

by M M
Nov-23-2025 07:58 PM IST
in ଅପରାଧ
0
ପୋଲିସ ଗୁଳିରେ ୩ ଡକାୟତ ଆହତ
491
SHARES
1.4k
VIEWS
Share on FacebookShare on Twitter

ପୋଲିସ ଗୁଳିରେ ୩ ଡକାୟତ ଆହତ । ୮ ଜଣଙ୍କୁ କାବୁ କଲା ପୋଲିସ । ବନ୍ଧୁକ, ଗୁଳି, ବାଇକ, ସ୍କର୍ପିଓ ଜବତ । ଅଭିଯୁକ୍ତମାନେ ସୁନ୍ଦରଗଡ଼ ଜିଲ୍ଲାର କୋଇଡା ରେଙ୍ଗଲବେଡା, କୋଇଡା ମାର୍କେଟ, ବରସୁଆରେ ଓ ବାଙ୍କୋ ଡକାୟତି ଘଟଣାରେ ସମ୍ପୃକ୍ତ ଥିବା କହିଛି ପୋଲିସ । ଏହାସହ ଓଡିଶା ଓ ଝାଡ଼ଖଣ୍ଡର ବିଭିନ୍ନ ସ୍ଥାନରେ ହତ୍ୟା, ଡ଼କାୟତି ଘଟଣାରେ ସମ୍ପୃକ୍ତ ଥିବା ପୋଲିସ ତଦନ୍ତରୁ ଜଣାପଡିଛି । ଦୀର୍ଘଦିନ ହେଲା ପୋଲିସ ସ୍କାନରରେ ଥିଲେ ଏହି ୩ ଡକାୟତ । ଆହତ ଡକାୟତଙ୍କ ଗୋଡରେ ଗୁଳିମାଡ଼ ହୋଇଥିବା ବେଳେ ରାଉରକେଲା ସରକାରୀ ଡାକ୍ତରଖାନାରେ କଡା ପୋଲିସ ସୁରକ୍ଷା ବଳୟରେ ଚାଲିଛି ଚିକିତ୍ସା । ଜିଲ୍ଲାର ଲହୁଣୀପଡ଼ା ଓ ଚାନ୍ଦିପୋଷ ନିକଟରେ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା ପୋଲିସ । ପୋଲିସକୁ ଦେଖି ଖସିଯିବାକୁ ଉଦ୍ଯମ କରିବା ସହ ଗୁଳି ଚଳାଇଥିଲେ ଅପରାଧୀ । ଆତ୍ମରକ୍ଷା ପାଇଁ ପୋଲିସ ପକ୍ଷରୁ ମଧ୍ଯ ପାଲଟା ଗୁଳି ଚାଳନା କରାଯାଇଥିଲା । ପୋଲିସ ଗୁଳିରେ ୩ ଡକାୟତ ଝାଡ଼ଖଣ୍ଡର ଚଣ୍ଡେ ନାୟକ, ପାରସ ରାମ ଓ ସୁନ୍ଦରଗଡ଼ ଜିଲ୍ଲା ରକ୍ସି ଅଞ୍ଚଳର ରାଜେଶ ସିଂ ଆହତ ହୋଇଥିବାବେଳେ ଗ୍ୟାଙ୍ଗର ୮ ଜଣଙ୍କୁ ଗିରଫ କରାଯାଇଛି । ଆହତଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଭିଯୁକ୍ତ ମାନଙ୍କ ନିକଟରୁ ୩ ଵନ୍ଧୁକ, ୫ ଟି ଗୁଳି, ଦୁଇଟି ବାଇକ, ଗୋଟିଏ ସ୍କର୍ପିଓ ଓ ୮୦ ହଜାର ଟଙ୍କା ଜବତ କରାଯାଇଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
May 12, 2026, 11:55 PM
 
S
Clear sky
27°C
2.7 m/s
Apparent: 32°C
Pressure: 1008 mb
Humidity: 82%
Winds: 2.7 m/s S
Windgusts: 10.4 m/s
UV-Index: 0
Precip.: 0mm /32% / Rain
Sunrise: 5:11 AM
Sunset: 6:14 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom