• Latest
  • Trending
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

Mar-17-2025 08:32 AM IST
odisha.newsroom.in

ଓଡିଶାକୁ ଝଡ଼ବର୍ଷା ଚେତାବନୀ, ୭ ଦିନ ଯାଏଁ ଏହି ଜିଲ୍ଲାରେ ଛେଚିବ

Mar-28-2026 06:17 PM IST
odisha.newsroom.in

ଆପଣଙ୍କ ଘରେ ଟିକେ ଟିକେ କଥାରେ ଝଗଡ଼ା ହେଉଛି କି, ମାନନ୍ତୁ ଏହି ବାସ୍ତୁ ନିୟମ…

Mar-28-2026 05:54 PM IST
ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

Mar-28-2026 04:26 PM IST
ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

Mar-28-2026 04:23 PM IST
odisha.newsroom.in

ଯୁଦ୍ଧ ପ୍ରଭାବିତ ଅଂଚଳରେ ବିମାନ ଉଡ଼ାଇବାକୁ ମନା କରୁଛନ୍ତି ପାଇଲଟ

Mar-28-2026 04:07 PM IST
odisha.newsroom.in

ବୁକିଂର ମାସେ ପରେ ବି ଭୁବନେଶ୍ୱରରେ ମିଳୁନି ଗ୍ୟାସ, ଠେଲା ଦୋକାନ ବନ୍ଦ…ବିଭିନ୍ନ ସ୍ଥାନରେ ହଂଗାମା, ରାସ୍ତାରୋକ

Mar-28-2026 03:02 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
odisha.newsroom.in

ଗ୍ୟାସ ମିଳୁନି, ଗାଁକୁ ଫେରୁଥିବା ଶହ ଶହ ଓଡ଼ିଆ ଶ୍ରମିକ କରିବେ କଣ ?

Mar-28-2026 11:34 AM IST
  • About
  • Careers
  • Contact Us
Sunday, March 29, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

by newsroom
Mar-17-2025 08:32 AM IST
in ବଡ଼ ଖବର
0
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ
491
SHARES
1.4k
VIEWS
Share on FacebookShare on Twitter

 

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି  । ଆଜି ଅପରାହ୍ନ ୪ଟା ୩୦ ମିନିଟରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଓଡ଼ିଶାରେ ଆସି ପହଞ୍ଚିବ | ଢେଙ୍କାନାଳ ସାଂସଦ ରୁଦ୍ର ପାଣିଙ୍କ ସୂଚନା ମୁତାବକ ଆଜି ତାଙ୍କର ପାର୍ଥିବ ଶରୀର ଓଡିଶା ଆସିବ | ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ |

ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିଲେ ଡା ଦେବେନ୍ଦ୍ର ପ୍ରଧାନ ।  ୧୯୪୧ ମସିହାରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ସେ ଜନ୍ମ ହୋଇଥିଲେ । ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ  ।

ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା  । ଦେବଗଡ ଲୋକସଭା ଆସନରୁ ସେ ନିର୍ବାଚିତ ହୋଇଥିଲେ  । ଏହା ଛଡା ବାଜପେୟୀ ସରକାରଙ୍କ ସମୟରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ  । ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର  ।

ଏହାପରେ ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ  । ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ  ।

Tags: Debendra PradhanEx-Union Minister Debendra Pradhan dies at 84
Share196Tweet123
newsroom

newsroom

ଆଜିର ପାଗ

Bhubaneswar
March 29, 2026, 11:47 AM
 

SSW
Partly cloudy
33°C
3.4 m/s
Apparent: 32°C
Pressure: 1006 mb
Humidity: 86%
Winds: 3.4 m/s SSW
Windgusts: 8.7 m/s
UV-Index: 0
Precip.: 0mm /35% / Rain
Sunrise: 5:42 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom