• Latest
  • Trending
ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

Nov-04-2025 09:03 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର

by M M
Nov-04-2025 09:03 AM IST
in ଦେଶ ବିଦେଶ, ରାଜନୀତି
0
ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର
493
SHARES
1.4k
VIEWS
Share on FacebookShare on Twitter

ବିହାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର  । ଆସନ୍ତା ୬ ତାରିଖରେ ହେବ ଭୋଟ ଏବଂ ୧୪ରେ ଗଣତି । ପ୍ରଥମ ପର୍ଯ୍ୟାୟରେ ୨୪୩ ଆସନରୁ ୧୮ ଜିଲ୍ଲାର ୧୨୧ ଆସନରେ ହେବ ଭୋଟ  । ମଇଦାନରେ ଅଛନ୍ତି ୧ ହଜାର ୩୧୪ ପ୍ରାର୍ଥୀ । ସେମାନଙ୍କ ମଧ୍ୟରେ ୧୩୩ ଜଣ ହେଉଛନ୍ତି ମହିଳା  । ପ୍ରଥମ ପର୍ଯ୍ୟାୟରେ ଦୁଇ ଉପମୁଖ୍ଯମନ୍ତ୍ରୀ ବିଜୟ କୁମାର ସିହ୍ନା ଓ ସମ୍ରାଟ ଚୌଧୁରୀ, ଆରଜେଡି ନେତା ତେଜସ୍ବୀ ଯାଦବ, ଭାଇ ତେଜପ୍ରତାପ ଯାଦବ, ଗାୟିକା ମୈଥିଳୀ ଠାକର, ଗ୍ୟାଙ୍ଗଷ୍ଟର ଶାହାବୁଦ୍ଦିନଙ୍କ ପୁଅ ଓସାମା ସାହାବ, ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ପୁଅ ନୀତୀଶ ମିଶ୍ର, ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କ ନାତୁଣୀ ଜାଗ୍ରୁତି ଠାକୁର, ଅଭିନେତା ଖେସାରୀ ଲାଲ ଯାଦବ ପ୍ରମୁଖଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ ।

ଏନଡିଏରେ ହୋଇଥିବା ଆସନ ବୁଝାମଣା ଅନୁସାରେ ପ୍ରଥମ ପର୍ଯ୍ୟାୟ ଲାଗି ଜେଡିୟୁ ୫୭, ବିଜେପି ୪୮ ଓ ଏଲଜିପି(ରାମବିଳାସ) ୧୩ ଆସନରେ ଲଢୁଛନ୍ତି  । ସେହିପରି ମହାଗଠବନ୍ଧନ ପକ୍ଷରୁ ଆରଜେଡି ୭୨, କଂଗ୍ରେସ ୨୪, ସିପିଆଇଏମଏଲ ୧୪ ଆସନରେ ଲଢୁଛନ୍ତି  । ଫେଜ-୧ ନିର୍ବାଚନରେ ପ୍ରାର୍ଥୀଙ୍କ ମଧ୍ୟରୁ ୩୨ପ୍ରତିଶତ ପ୍ରାର୍ଥୀଙ୍କ ନାମରେ ରହିଛି ଅପରାଧିକ ମାମଲା  ।

ଉଭୟ ମେଣ୍ଟର ପ୍ରଚାର ମୁଖ୍ୟତଃ ତିନୋଟି ମୁଖ୍ୟ ପ୍ରସଙ୍ଗ ଉପରେ କେନ୍ଦ୍ରିତ ରହିଛି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିଜେପି ଏବଂ ଏନଡିଏ ପୁରୁଣା ‘ଜଙ୍ଗଲରାଜ’ ଏବଂ ‘ପରିବାରବାଦ’ ପ୍ରସଙ୍ଗ ଉପରେ ବିରୋଧୀଙ୍କୁ ଆକ୍ରମଣ କରିଛି। ଏହାର ଉଦ୍ଦେଶ୍ୟ ହେଉଛି ଭୋଟରଙ୍କୁ ପରିବର୍ତ୍ତନର ରାଜନୀତି ବିକାଶ ପ୍ରତି ଆକୃଷ୍ଟ କରିବା। ବିହାରର ଦୀର୍ଘ ଦିନର ଭିତ୍ତିଭୂମି ଓ ପ୍ରାକୃତିକ ସମସ୍ୟାକୁ ସମାଧାନ କରିବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।  ଏହା ମାଧ୍ୟମରେ ଏନଡିଏ ‘ବିକାଶ’ ଏବଂ ଯୋଜନାର ଲାଭକୁ ନିର୍ବାଚନର କେନ୍ଦ୍ରବିନ୍ଦୁ କରିବାକୁ ଚେଷ୍ଟା କରିଛି।

ଏହି ପର୍ଯ୍ୟାୟରେ ମୋଟ ୧୨୧ଟି ଆସନ ମଧ୍ୟରୁ ଦୁଇ ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନା ଓ ସମ୍ରାଟ ଚୌଧୁରୀ ଏବଂ ଆରଜେଡିର ଦୁଇ ଭାଇ ତେଜସ୍ୱୀ ଓ ତେଜପ୍ରତା ଭାଗ୍ୟ ନିର୍ଣ୍ଣୟ ହେବ। ନଭେମ୍ବର ୬ ତାରିଖରେ ଭୋଟ୍ ଗ୍ରହଣ ସମାପ୍ତ ହେବା ପରେ, ରାଜନୈତିକ ଦଳଗୁଡ଼ିକ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଉପରେ ଧ୍ୟାନ ଦେବେ।

କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଏନଡିଏକୁ ଶାଣିତ ସମାଲୋଚନା କରିଛନ୍ତି। ବିରୋଧୀଙ୍କୁ ଅପମାନ ଦିଆଯାଉଥିବା ଦର୍ଶାଇ ସେ ବିହାରରେ ଏକ ‘ଅପମାନ ମନ୍ତ୍ରାଳୟ’ ପ୍ରତିଷ୍ଠା କରିବାକୁ ବ୍ୟଙ୍ଗ କରିଛନ୍ତି। ଏହା ସହ ରାଜ୍ୟ ସରକାର ଦିଲ୍ଲୀରୁ ‘ରିମୋଟ କଣ୍ଟ୍ରୋଲ’ରେ ଚାଲୁଥିବା ଅଭିଯୋଗ କରି ଏନଡିଏର ଆତ୍ମବିଶ୍ୱାସ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି।

 

Tags: bihar election
Share197Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:37 AM
 

N
Partly cloudy
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom