• Latest
  • Trending

୮୦୦ ଟଙ୍କାରେ ଦେଖିପାରିବେ ବାରବାଟୀରେ ମ୍ୟାଚ

Nov-03-2024 08:29 PM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Sunday, May 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

୮୦୦ ଟଙ୍କାରେ ଦେଖିପାରିବେ ବାରବାଟୀରେ ମ୍ୟାଚ

by M M
Nov-03-2024 08:29 PM IST
in ଖେଳ, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

କଟକ ବାରବାଟୀ ଷ୍ଟାଡିୟମକୁ ଏହି ମ୍ୟାଚ ଆୟୋଜନର ଦାୟିତ୍ୱ ମିଳିଛି । ଆଜି ଏହି ଦିନିକିଆ ମ୍ୟାଚ୍ ପାଇଁ ଟିକେଟ ମୂଲ୍ୟ ଧାର୍ଯ୍ୟ ହୋଇଛି । ଏଥିପାଇଁ ସ୍ୱତନ୍ତ୍ର ଭାବରେ ଆଜି ଓଡ଼ିଶା କ୍ରିକେଟ ସଂଘର ବୈଠକ ବସିଥିଲା । ସ୍ପେଶାଲ ଏନକ୍ଲୋଜର ଟିକେଟ ମୂଲ୍ୟ ୭୦୦ ଟଙ୍କା ଧାର୍ଯ୍ୟ କରାଯାଇଛି । ଏହି କ୍ରମରେ ନମ୍ବର ୧, ୩, ୬ ଗ୍ୟାଲେରି ପାଇଁ ଟିକେଟ ମୂଲ୍ୟ ୧୨୦୦ ଟଙ୍କା ରହିଛି । ବାରବାଟୀରେ ମୋଟ ୪୪ ହଜାର ୫୨୪ ଜଣ ଦର୍ଶକ ମ୍ୟାଚର ମଜା ଉଠାଇବେ । ୨ ଓ ୪ ନମ୍ବର ଗ୍ୟାଲେରି ଟିକେଟ୍ ମୂଲ୍ୟ ୧୦୦୦ ଟଙ୍କା ଧାର୍ଯ୍ୟ ହୋଇଛି । କର୍ପୋରେଟ ବକ୍ସ ଟିକେଟ ମୂଲ୍ୟ ୨୦୦୦୦ ରହିଥିବା ବେଳେ ଏସି ବକ୍ସ ଟିକେଟ ମୂଲ୍ୟ ୧୦୦୦୦ ଟଙ୍କା ରହିଛି ।

Tags: cricketnewsnewsroomsports
Share196Tweet123
M M

M M

ଆଜିର ପାଗ

Bhubaneswar
May 3, 2026, 12:56 PM
 

SSE
Partly cloudy
33°C
3.5 m/s
Apparent: 32°C
Pressure: 1004 mb
Humidity: 93%
Winds: 3.5 m/s SSE
Windgusts: 9.3 m/s
UV-Index: 0
Precip.: 0mm /65% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom