• Latest
  • Trending

ଇସ୍ତଫା ଦେବେ କି ମମତା ?

Sep-12-2024 07:52 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

May-07-2026 02:56 PM IST
ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

May-07-2026 01:34 PM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
  • About
  • Careers
  • Contact Us
Thursday, May 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଇସ୍ତଫା ଦେବେ କି ମମତା ?

by M M
Sep-12-2024 07:52 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ଇସ୍ତଫା ଦେବେ କି ମମତା ? । ମମତା ବାନାର୍ଜୀ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ପଦ ପାଇଁ ସେ ଲୋଭୀ ନୁହଁନ୍ତି । ଏହି ପଦ ପାଇଁ ତାଙ୍କର କୌଣସି ଇଚ୍ଛା ନାହିଁ। ଲୋକଙ୍କ ପାଇଁ ସେ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛନ୍ତି।

ଆଜି  ସନ୍ଧ୍ୟାରେ ମମତା ବାନାର୍ଜୀ ଆନ୍ଦୋଳନରତ କନିଷ୍ଠ ଡାକ୍ତରମାନଙ୍କ ସହ ବୈଠକ ପାଇଁ ପହଞ୍ଚିଥିଲାବେଳେ ଏପରି କହିଛନ୍ତି । ଆନ୍ଦୋଳନ ସମୟରେ  ଡାକ୍ତରମାନେ ବୈଠକର ସିଧା ପ୍ରସାରଣ ଦାବି କରିଥିଲେ । ତେବେ ମମତା ଏଥିପାଇଁ ରାଜି ନଥିଲେ ।  ଏଭଳି ସ୍ଥିତିରେ କନିଷ୍ଠ ଡାକ୍ତରମାନେ ମମତାଙ୍କୁ ଭେଟିବାକୁ ଆସିନଥିଲେ। ଏହି ବୈଠକ ବିଫଳ ହେବା ପରେ ମମତା ବାନାର୍ଜୀ ତାଙ୍କ ଇସ୍ତଫା ବିଷୟରେ କହିଛନ୍ତି। ଆରଜି କର ମେଡିକାଲ କଲେଜର ଡାକ୍ତରଙ୍କ ହତ୍ୟା ମାମଲାରେ ସେ ବି ନ୍ୟାୟ ଚାହୁଁଛନ୍ତି ବୋଲି ସେ କହିଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
May 7, 2026, 5:19 PM
 

S
Clear sky
32°C
2.4 m/s
Apparent: 36°C
Pressure: 1006 mb
Humidity: 63%
Winds: 2.4 m/s S
Windgusts: 14 m/s
UV-Index: 0.45
Precip.: 0mm /43% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom