• Latest
  • Trending
ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ

Mar-09-2025 06:15 AM IST
ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ PM ମୋଦୀ ନେଲେ ବଡ଼ ନିଷ୍ପତ୍ତି, SPGକୁ ଦେଲେ ଏହି ଆଦେଶ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ PM ମୋଦୀ ନେଲେ ବଡ଼ ନିଷ୍ପତ୍ତି, SPGକୁ ଦେଲେ ଏହି ଆଦେଶ…

May-13-2026 09:42 AM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ

by newsroom
Mar-09-2025 06:15 AM IST
in ବଡ଼ ଖବର
0
ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ
491
SHARES
1.4k
VIEWS
Share on FacebookShare on Twitter

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି- ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ।  ଜନପ୍ରତିନିଧି ଭାବେ ଦୀର୍ଘଦିନ ଧରି ଲୋକଙ୍କ ସେବାରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି । ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସ ୨୦୦୪ ମସିହାରୁ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ ମସିହାରୁ ଲଗାତାର ୪ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ହୋଇଥିଲେ । ୨୦୦୪ ରୁ ୨୦୦୯ରେ ପ୍ରଥମେ ବିଧାୟକ । ୨୦୦୯ରୁ ୨୦୧୪ ବିଧାନସଭାର ମୁଖ୍ୟ ସଚେତକ । ୨୦୧୪ରୁ ୨୦୧୯ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ । ୨୦୧୯ରୁ ୨୦୨୪ରେ ଜିଲ୍ଲା ଯୋଜନା ବୋଡ଼ର ଅଧ୍ୟକ୍ଷ ଥିଲେ । ୨୮ ଅଗଷ୍ଟ ୧୯୪୦ରେ ଭୋଗରାଇ ବ୍ଲକର କୁରୁଠିଆରେ ଜନ୍ମ ଗ୍ରହଣ କରିଥିଲେ ଅନନ୍ତ ଦାସ । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ଅନନ୍ତ ଦାସଙ୍କ ମୃତ୍ୟୁରେ ଭୋଗରାଇ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Tags: ananta dasbjdnewsnewsroomodisha
Share196Tweet123
newsroom

newsroom

ଆଜିର ପାଗ

Bhubaneswar
May 13, 2026, 9:57 AM
 
S
Clear sky
32°C
2.1 m/s
Apparent: 32°C
Pressure: 1006 mb
Humidity: 85%
Winds: 2.1 m/s S
Windgusts: 11.3 m/s
UV-Index: 0
Precip.: 0mm /27% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom