• Latest
  • Trending
ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ଶୋକ ପ୍ରକାଶ କଲେ ବରିଷ୍ଠ ନେତା

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ଶୋକ ପ୍ରକାଶ କଲେ ବରିଷ୍ଠ ନେତା

Dec-26-2025 04:21 PM IST

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ PM ମୋଦୀ ନେଲେ ବଡ଼ ନିଷ୍ପତ୍ତି, SPGକୁ ଦେଲେ ଏହି ଆଦେଶ…

May-13-2026 09:42 AM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ଶୋକ ପ୍ରକାଶ କଲେ ବରିଷ୍ଠ ନେତା

by M M
Dec-26-2025 04:21 PM IST
in ରାଜ୍ୟ
0
ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ଶୋକ ପ୍ରକାଶ କଲେ ବରିଷ୍ଠ ନେତା
491
SHARES
1.4k
VIEWS
Share on FacebookShare on Twitter

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକରେ ଓଡ଼ିଶାର ରାଜନୈତିକ କ୍ଷେତ୍ରରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ(X)ରେ ପୋଷ୍ଟ କରିଛନ୍ତି ଯେ, ‘ଆମ ଦଳର ବରିଷ୍ଠ ନେତ୍ରୀ ତଥା କୋରାଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।’

ବୈଜୟନ୍ତ ଜୟ ପଣ୍ଡା ଲେଖିଛନ୍ତି :
‘ଆମ ଦଳର ବରିଷ୍ଠ ନାରୀ ନେତ୍ରୀ, କୋରେଇର ପୂର୍ବତନ ବିଧାୟିକା ଶ୍ରୀମତୀ ସଞ୍ଚିତା ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ସଞ୍ଚିତା ଅପାଙ୍କ ସହ ମୋର ବ୍ୟକ୍ତିଗତ ଓ ରାଜନୈତିକ ପରିଚୟ ଥିଲା । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି ।’

ତାଙ୍କ ଦେହାବସାନର ଖବର ପ୍ରସାରିତ ହେବା ପରେ ରାଜ୍ୟର ମନ୍ତ୍ରୀ, ସାଂସଦ ବିଧାୟକ ତଥା ବିଧାୟିକା ଓ ରାଜନେତାମାନେ ଶୋକପ୍ରକାଶ କରିଛନ୍ତି । ‘ଆମ ଦଳର ବରିଷ୍ଠ ନେତ୍ରୀ ତଥା ପୂର୍ବତନ କୋରାଇ ବିଧାୟିକା ଶ୍ରୀମତୀ ସଞ୍ଚିତା ମହାନ୍ତିଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସ୍ୱର୍ଗତଃ ମହାନ୍ତିଙ୍କ ଆତ୍ମାର ସଦଗତି କାମନା କରିବା ସହିତ ବନ୍ଧୁଜନ ଓ ପରିବାରବର୍ଗଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି ପ୍ରାର୍ଥନା କରିଛନ୍ତି ।’

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:42 AM
 
S
Clear sky
32°C
2.1 m/s
Apparent: 32°C
Pressure: 1006 mb
Humidity: 85%
Winds: 2.1 m/s S
Windgusts: 11.3 m/s
UV-Index: 0
Precip.: 0mm /27% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom