• Latest
  • Trending
ହାତ ଛାଡ଼ିଲେ ବିଜୟ ପଟ୍ଟନାୟକ

ହାତ ଛାଡ଼ିଲେ ବିଜୟ ପଟ୍ଟନାୟକ

Aug-16-2024 05:59 PM IST
ସାରା ଦେଶରେ SIR ଲାଗୁ ହେବ

ସାରା ଦେଶରେ SIR ଲାଗୁ ହେବ

Oct-27-2025 10:39 AM IST
ନୂଆପଡ଼ାରେ ଘାସିରାମ ଯୋଗ୍ୟ ପ୍ରାର୍ଥୀ, କଂଗ୍ରେସ ଜିତିବ: ନିରଞ୍ଜନ

ନୂଆପଡ଼ାରେ ଘାସିରାମ ଯୋଗ୍ୟ ପ୍ରାର୍ଥୀ, କଂଗ୍ରେସ ଜିତିବ: ନିରଞ୍ଜନ

Oct-27-2025 10:19 AM IST
ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ

ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ

Oct-27-2025 09:55 AM IST
ପ୍ରବଳ ବର୍ଷିବ, ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଆସୁଛି ବାତ୍ୟା

ପ୍ରବଳ ବର୍ଷିବ, ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଆସୁଛି ବାତ୍ୟା

Oct-26-2025 07:38 PM IST
ଏଆଇ କମ୍ପାନି ଗଠନ କଲେ ମୁକେଶ ଅମ୍ବାନି

ଏଆଇ କମ୍ପାନି ଗଠନ କଲେ ମୁକେଶ ଅମ୍ବାନି

Oct-26-2025 05:05 PM IST
କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି

କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି

Oct-26-2025 04:25 PM IST
କେନ୍ଦ୍ର କ୍ୟାବିନେଟ୍‌ ସଚିବଙ୍କ ଅଧ୍ୟକ୍ଷତାରେ ବାତ୍ୟା ମୁକାବିଲା ସମୀକ୍ଷା କଲା ଏନସିଏମସି

କେନ୍ଦ୍ର କ୍ୟାବିନେଟ୍‌ ସଚିବଙ୍କ ଅଧ୍ୟକ୍ଷତାରେ ବାତ୍ୟା ମୁକାବିଲା ସମୀକ୍ଷା କଲା ଏନସିଏମସି

Oct-26-2025 12:23 PM IST

ବିକ୍ରମ ଜେଲରେ, ନବୀନଙ୍କ ଗଂଜାମ ଗଡ଼ ଏବେ ସଙ୍କଟରେ !

Oct-26-2025 10:42 AM IST
ପାର୍ବଣ ଋତୁରେ ଲୋକଙ୍କ ପସନ୍ଦ ଟ୍ରେନ୍ , ବଢ଼ୁଛି ଯାତ୍ରୀଙ୍କ ସଂଖ୍ୟା

ପାର୍ବଣ ଋତୁରେ ଲୋକଙ୍କ ପସନ୍ଦ ଟ୍ରେନ୍ , ବଢ଼ୁଛି ଯାତ୍ରୀଙ୍କ ସଂଖ୍ୟା

Oct-26-2025 10:02 AM IST
ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

Oct-26-2025 09:54 AM IST
  • About
  • Careers
  • Contact Us
Monday, October 27, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ହାତ ଛାଡ଼ିଲେ ବିଜୟ ପଟ୍ଟନାୟକ

by M M
Aug-16-2024 05:59 PM IST
in ବଡ଼ ଖବର, ଭିଡ଼ିଓ, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୨୦୨୪ ନିର୍ବାଚନରେ ପାରଳାଖେମୁଣ୍ଡିରେ କଂଗ୍ରେସ ଟିକେଟରୁ ପ୍ରତିଦ୍ଵନ୍ଦ୍ଵିତା କରିଥିବା ବିଜୟ ପଟ୍ଟନାୟକ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ।  ଦଳରେ ଉପେକ୍ଷିତ ହେବାକୁ ନେଇ ସେ ଇସ୍ତଫା ଦେଇଥିବା କହିଛନ୍ତି । ତାଙ୍କୁ ଦଳରେ ସମ୍ମାନ ମିଳୁନଥିଲା । ତାଙ୍କ ପରାମର୍ଶ ନିଆଯାଉନଥିଲା ବୋଲି ଅଭିଯୋଗ କରିଛନ୍ତି ବିଜୟ ପଟ୍ଟନାୟକ ।  କଂଗ୍ରେସର ହାତ ଛାଡ଼ିବା ସହ ସେ ନିଜର ଇସ୍ତଫା ପତ୍ର ମେଲ୍‌ ଯୋଗେ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)କୁ ପଠାଇଛନ୍ତି। ଶ୍ରୀ ପଟ୍ଟନାୟକ ଦଳ ପ୍ରତି ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଥିବା କୁହାଯାଉଛି। ସାଧାରଣ ନିର୍ବାଚନ-୨୦୨୪ରେ କଂଗ୍ରେସ ତାଙ୍କୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରୁ ପ୍ରାର୍ଥୀ କରିଥିଲା। ନିର୍ବାଚନ ସମୟରେ ବିଜୟ ପଟ୍ଟନାୟକଙ୍କୁ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ବ ଦେଇଥିଲା। ପରେ ପୁଣି ତାଙ୍କ ଠାରୁ ପଦବି କାଢ଼ି ନେଇଥିଲା। ଏବେ ଦଳର ମୁଖିଆ ପଦ ଖାଲି ପଡ଼ିଥିବା ବେଳେ ବିଜୟ ହାତ ଛାଡିବା କଂଗ୍ରେସ ପାଇଁ ବୋଝ ଉପରେ ଲଳିତାବିଡ଼ା ହୋଇଛି ।

Tags: bhubaneswarbjdbjpnewsnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
October 27, 2025, 11:59 AM
 

ENE
Partly cloudy
31°C
3.5 m/s
Apparent: 31°C
Pressure: 1011 mb
Humidity: 91%
Winds: 3.5 m/s ENE
Windgusts: 10.9 m/s
UV-Index: 0
Precip.: 0mm /55% / Rain
Sunrise: 5:46 AM
Sunset: 5:14 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ସାରା ଦେଶରେ SIR ଲାଗୁ ହେବ

ସାରା ଦେଶରେ SIR ଲାଗୁ ହେବ

October 27, 2025
ନୂଆପଡ଼ାରେ ଘାସିରାମ ଯୋଗ୍ୟ ପ୍ରାର୍ଥୀ, କଂଗ୍ରେସ ଜିତିବ: ନିରଞ୍ଜନ

ନୂଆପଡ଼ାରେ ଘାସିରାମ ଯୋଗ୍ୟ ପ୍ରାର୍ଥୀ, କଂଗ୍ରେସ ଜିତିବ: ନିରଞ୍ଜନ

October 27, 2025
ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ

ଆଜିଠୁ ବଦଳିବ ପାଗ, ୨୮ ସନ୍ଧ୍ୟାରେ କାକିନାଡ଼ାରେ ମାଡ଼ ହେବ

October 27, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom